Latest Odisha News

BREAKING NEWS

ଚିତୋରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ଅନେକ ଆହତ

ଚିତୋରଗଡ଼: ରାଜସ୍ଥାନର ଚିତୋରଗଡ଼ରେ ଶନିବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ,ଚିତୋରଗଡ଼ ଜିଲ୍ଲାର ନିକୁମ୍ଭ ଥାନା ଅଞ୍ଚଳରେ ଏକ ଟ୍ରଲର ଏବଂ କ୍ରୃଜର ଗାଡ଼ି…

ଘର ଉପରେ ମାଡିଗଲା ଟ୍ରକ, ପରିବାରର ୩ ଜଣ ଗୁରୁତର

କେନ୍ଦୁଝର: ରାତିରେ ଭାରସାମ୍ୟ ହରାଇ ଘର ଭିତରେ ମାଡ଼ି ଗଲା ଟ୍ରକ । ଘର କାନ୍ଥ ଭୁଶୁଡ଼ି ତିନି ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଷଠିଘର ସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଗୋଟିଏ ମହୁଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ରାସ୍ତାକଡ଼ରେ ଥିବା ଘର ଉପରେ ମାଡ଼ି…

କାଳିଆପାଣି ଖଣି ଅଞ୍ଚଳରେ ଖଣି ପରିବହନକୁ ନେଇ ଦେଖାଦେଇଛି ବିବାଦ; ଆନ୍ଦୋଳନକୁ ଓହ୍ଲାଇଛନ୍ତି ଟ୍ରକ ମାଲିକ ସଂଘ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ଖଣି ଅଞ୍ଚଳରେ ଖଣି ପରିବହନକୁ ନେଇ ଦେଖାଦେଇଛି ବିବାଦ। ଖଣି ପରିବହନ କ୍ଷେତ୍ରରେ ଗାଡିମାଲିକଙ୍କ ପ୍ରତି ପାତରଅନ୍ତର ନୀତି ଅବଲମ୍ବନ କରାଯାଉଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଯାଜପୁର ରୋଡ ଏବଂ ଚଣ୍ଡିଖୋଲ ଟ୍ରକ ମାଲିକ ସଂଘ । ଏହା…

ଅଶ୍ଲୀଳତାକୁ ମାଧ୍ୟମ କରି ଜଣେ କେବେବି ପାଠକର ନିକଟରେ ପହଁଚି ପାରିବ ନାହିଁ: ସଚ୍ଚିଦାନନ୍ଦ କର

ଓଡ଼ିଆ ସାହିତ୍ୟ ଜଗତର ଜଣେ ପ୍ରତିଷ୍ଠିତ ପ୍ରତିଭା ସଚ୍ଚିଦାନନ୍ଦ କର। ତାଙ୍କର ପ୍ରତ୍ୟେକଟି ଲେଖାରେ ସ୍ପଷ୍ଟ ବାରିହୁଏ ସାମାଜିକ ଦାୟବଦ୍ଧତା , ଜୀବନ ଯନ୍ତ୍ରଣାର ନିଛକ ପ୍ରତିବିମ୍ବ,ମଣିଷର ସଂସାର ସଂଘର୍ଷ ଓ ଜୀବନାଦର୍ଶ ।ଅତିସାଧାରଣ ଘଟଣା ଗୁଡ଼ିକୁ ଭାବ ଓ ଭାଷାର ସମନ୍ୱୟରେ ଏକ ଆବେଗମୟ…

ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ଏନକାଉଣ୍ଟର, ୨ ମାଓବାଦୀ ନିହତ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ । ଏନକାଉଣ୍ଟରେ ଗଡ଼ିଲା ୨ ମାଓବାଦୀଙ୍କ ମୁଣ୍ଡ । ସ୍ୱାଭିମାନ ଅଞ୍ଚଳର ଗାଜଲମାମୁଡି ଅଞ୍ଚଳରେ ଏହି ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି । ବିଏସଏଫ୍, ଏସଓଜି ଓ ଡିଭିଏଫ୍ ଯବାନ ଗାଜଲମାମୁଡି ଅଞ୍ଚଳରେ ମିଳିତ କମ୍ବିଂ…

ଗପ: ବାଜେ ଲୋକଟା

ଶ୍ୱେତପଦ୍ମା ପାଢ଼ୀ                                                                                    ମଙ୍ଗୁ ଖୁବ୍ କାମିକା ରାଜ ମିସ୍ତ୍ରୀ । ଅନ୍ୟ ମିସ୍ତ୍ରୀ ଯୋଉ କାମକୁ ତିନି ଚାରି ଦିନରେ କରିବେ ମଙ୍ଗୁ ତାକୁ ଗୋଟେ ଦିନରେ ସାରିବ । ସକାଳ ଆଠ କି ନ ଟା ସୁଦ୍ଧା…

ଆସନ୍ତାକାଲି ବର୍ଷର ଶେଷ ସୂର୍ଯ୍ୟପରାଗ; ଜାଣନ୍ତୁ ଭାରତରେ କେତେବେଳେ ହେବ ଦୃଶ୍ୟମାନ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ ଡିସେମ୍ବର ୧୪ ତାରିଖରେ ହେବାକୁ ଯାଉଛି ବର୍ଷର ଶେଷ ସୂର୍ଯ୍ୟୋପରାଗ। ଏହି ପରାଗ ଭାରତରେ ଦୃଶ୍ୟମାନ ହେବ ନାହିଁ, ପରାଗ ଅଧିକାଂଶ ଅଂଚଳ ସମୁଦ୍ର ମଧ୍ୟ ଦେଇ ଯିବ ବୋଲି ଜଣାପଡିଛି। ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପ ନିର୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ…

ରାଜଧାନୀର ବିଭିନ୍ନ ବାରରେ ଅତର୍କିତ ରେଡ୍: ୪ଟି ବାର ସିଲ, ଫାଇନ୍ ଆଦାୟ

ଭୁବନେଶ୍ୱର: ଆକ୍ସନ ମୁଡରେ କମିଶରେଟ ପୋଲିସ । ରାଜଧାନୀର ବିଭିନ୍ନ ବାରରେ ରାତି ଅଧିଆ ରେଡ୍ । ଗତକାଲି ରାତିରେ ଅଚାନକ ଚଢ଼ାଉ କରିଛି କମିଶନରେଟ ପୋଲିସ । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୪ଟି ବାରକୁ ସିଲ୍ କରାଯାଇଛି । କଟକ ରୋଡରେ ଥିବା ସ୍ୱାଗତ ଓ ମହାନ୍ତି ବାର ଏବଂ ଖାରବେଳନଗର ଥାନା…

ପୁରୀ: ମରଣାନ୍ତକ ଆକ୍ରମଣ ଘଟଣା, ନାବାଳକ ସମେତ ୩ ଗିରଫ

ପୁରୀ: ପୁରୀ ବାସେଳୀ ସାହି ଥାନା ଗୋଖା ସାହିର ବାସିନ୍ଦା ବିଜୟ କୁମାର ପଣ୍ଡା ଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସକୁ ମିଳିଛି ସଫଳତା। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ସୂଚନାନୁସାରେ ଏହି ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ରହିଛନ୍ତି। ସମ୍ପୃକ୍ତ…

କୁହୁଡ଼ି ଚାଦର ତଳେ ଲୁଚିଗଲା ଟୁଇନ୍ ସିଟି

ଭୁବନେଶ୍ୱର: ଟୁଇନ୍ ସିଟିରେ ଆଜି ବି ଘନ କୁହୁଡ଼ିର ଆସ୍ତରଣ । ସକାଳୁ ସକାଳୁ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି ପଡ଼ିଛି । ଏତେ ମାତ୍ରାରେ କୁହୁଡ଼ି ପଡିଥିଲା ଯେ, ୫୦ ମିଟର ଭିତରେ କିଛି ଦେଖା ଯାଉ ନଥିଲା । ଦିଲ୍ଲୀ ଭଳି ଏଠାରେ କୁହୁଡ଼ିର ଭ୍ରମ ସୃଷ୍ଟି…