Latest Odisha News

BREAKING NEWS

ବାଇଡେନ୍‌ଙ୍କ ଉପରେ ରିପବ୍ଲିକାନର ହମ୍‌ଲାକୁ ପ୍ରତ୍ୟାଖ୍ୟାନ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ଜୋ ବାଇଡେନ୍‌ଙ୍କ ନିର୍ବାଚନକୁ ପରାସ୍ତ କରିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦାୟର ହୋଇଥିବା ଏକ ମକଦ୍ଦମାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଦେଶର ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବରୁ ରାଜ୍ୟ ତଥା କେନ୍ଦ୍ର ବିଚାରପତିଙ୍କ ଦ୍ୱାରା ଆଇନଗତ ପ୍ରସଙ୍ଗ ପାଇବାକୁ…

ରାଜ୍ୟର ବିଭିନ୍ନ ଟୋଲ୍ ଗେଟରେ କୃଷକ ସଂଗଠନର ବିକ୍ଷୋଭ

ଭୁବନେଶ୍ୱର: ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନର ଆନ୍ଦୋଳନକୁ ସମର୍ଥନ ଦେଇ ଓଡ଼ିଶାରେ ବିକ୍ଷୋଭ ପ୍ରଦର୍ଶନ । ଆଜି ବିଭିନ୍ନ ଟୋଲ୍ ଗେଟ ଆଗରେ କୃଷକ ସଂଗଠନ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ପିପିଲି ଟୋଲ୍ ଗେଟ୍‌ରେ ସଂଯୁକ୍ତ କୃଷକ ମୋର୍ଚ୍ଚା ବିକ୍ଷୋଭ କରିଛି । ସମସ୍ତ…

୭୦ ବର୍ଷରେ ପଦାର୍ପଣ କଲେ ସୁପର୍‌ଷ୍ଟାର୍‌ ରଜନୀକାନ୍ତ; ଟୁଇଟ୍ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ଆଜି ଟଲିଉଡ୍‌ ସୁପରଷ୍ଟାର ରଜନୀକାନ୍ତଙ୍କ ଜନ୍ମଦିନ। ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି ଅଭିନେତା ରଜନୀକାନ୍ତ। କେବଳ ଟଲିଉଡ୍‌ ନୁହେଁ ବଲିଉଡ୍‌ରେ ମଧ୍ୟ ସେ ନିଜ ଅଭିନୟ ବଳରେ ଦର୍ଶକଙ୍କ ହୃଦୟରେ ବିଶେଷ ସ୍ଥାନ ସୃଷ୍ଟି କରିଛନ୍ତି। 'ରୋବଟ୍‌', 'ରୋବଟ୍‌‌ ୨.୦', 'ରା ୱାନ୍‌'…

ପାଖାପାଖି କୋଟିଏ ଟଙ୍କା ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ

ଅନୁଗୁଳ:  ଅନୁଗୁଳ ଜିଲ୍ଲା କଣଲୋଇ ଅଞ୍ଚଳରେ ଶନିବାର ଦିନ ପାଖାପାଖି କୋଟିଏ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି ଅବକାରୀ ବିଭାଗ। ସ୍ଥାନୀୟ ଅଞ୍ଚଳର ପ୍ରାୟ କୋଟିଏ ଟଙ୍କାର ଗଜେଇ ଗଛ କାଟି ନିଆଁ ଲଗାଇ ନଷ୍ଟ କରିଛି ବିଭାଗ। ସୂଚନା ଅନୁସାରେ, ଛେଣ୍ଡିପଦା କଣଲୋଇ ଜଙ୍ଗଲରେ ପ୍ରାୟ ୯୦୦୦ ଗଞ୍ଜେଇ…

ଦେଶରେ ୯୮ଲକ୍ଷ କରୋନା ସଂକ୍ରମିତ, ମୃତ୍ୟୁସଂଖ୍ୟା ୧ଲକ୍ଷ ୪୨ହଜାର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୦ହଜାର ୫ ନୂଆ ଆକ୍ରାନ୍ତ । ଏହି ସମୟରେ ୧୦ଲକ୍ଷ ୬୫ହଜାର କୋଭିଡ୍ ଟେଷ୍ଟ ହୋଇଛି । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୨୬ହଜାର ୭୭୫କୁ ବୃଦ୍ଧି ପାଇଛି ।…

ସବୁ ଟୋଲ ପ୍ଲାଜା ଓ ଦିଲ୍ଲୀ-ଜୟପୁର ରାଜପଥ ଅବରୋଧ କରୁଛନ୍ତି ଚାଷୀ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ତୁଟୁନି ଚାଷୀଙ୍କ ଆନ୍ଦୋଳନ । ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ଆନ୍ଦୋଳନକୁ ଜୋରଦାର କରିଛନ୍ତି କୃଷକ ସଂଗଠନ । ଆଜି ସବୁ ଟୋଲ୍ ପ୍ଲାଜା ଘେରାଉକରୁଛନ୍ତି ଆନ୍ଦୋଳନକାରୀ ଚାଷୀ । ରିଲାଏନ୍ସ ଓ ଆଦାନୀର ଟୋଲ ପ୍ଲାଜାକୁ ଫ୍ରି କରୁଛନ୍ତି ।…

ଯାଜପୁର ପୋଲିସ କବ୍ଜାରେ ଲୁଟେରା ଗ୍ୟାଙ୍ଗ

ଯାଜପୁର : ପୋଲିସ କବ୍ଜାରେ ଲୁଟେରା ଗ୍ୟାଙ୍ଗ। ରାଜପଥରେ ଲୁଟପାଟ କରୁଥିବା ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଯାଜପୁର ଜିଲ୍ଲା ଟମକା ପୋଲିସ। ଗତ ୯ ତାରିଖରେ ସ୍ଥାନୀୟ ଗୌଡବାହାଳି ଛକ ନିକଟରେ ବାଇକରେ ଯାଉଥିବା ଏକ ଦମ୍ପତିଙ୍କୁ ୩ଜଣ ଦୁର୍ବୃତ୍ତ ଏକ ପଲସର ବାଇକରେ ଆସି ମରଣାନ୍ତକ ଆକ୍ରମଣ…

ପରୀ ଘଟଣାର ପୁନରାବୃତ୍ତି; ନୟାଗଡ଼ର ଗାଁ ଦାଣ୍ଡରୁ ଆଉ ଜଣେ ଶିଶୁ କନ୍ୟା ନିଖୋଜ

ନୟାଗଡ: ଶିଶୁକନ୍ୟା ପରୀର ମୃତ୍ୟୁ ରହସ୍ୟ ଏପର୍ଯ୍ୟନ୍ତ ରହସ୍ୟ ଘେରରେ ଥିବା ବେଳେ ପୁଣି ନୟାଗଡରେ ଘଟିଛି ଏହାର ପୁନରାବୃତ୍ତି। ପରୀକୁ କିଏ ହତ୍ୟା କଲା ତାହାର ତଦନ୍ତ ଚାଲିଥିବା ବେଳେ ପୁଣି ନୟାଗଡରୁ ଆଉ ଏକ ଶିଶୁ କନ୍ୟା ନିଖୋଜ ଘଟଣା ସାମ୍ନାକୁ ଆସିଛି। ସୂଚନାନୁସାରେ, ନୟାଗଡ ଜିଲ୍ଲା…

ଆମେରିକାରେ ୨୪ ଘଣ୍ଟା ଭିତରେ ଦିଆଯିବ Pfizer ଟିକା: ଡୋନାଲ୍ଡ ଟ୍ରମ୍ପ

ଓ୍ୱାଶିଂଟନ: ବ୍ରିଟେନ, ବାହାରିନ୍, କାନାଡ଼ା ପରେ ଫାଇଜର ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ଦେଇଛି ଆମେରିକା । କିଛି ଦିନ ଭିତରେ ସବୁ ରାଜ୍ୟରେ ଟିକାକରଣ ଆରମ୍ଭ ହେବ । ତାପୂର୍ବରୁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ କହିଛନ୍ତି, ୨୪ ଘଣ୍ଟା ଭିତରେ ପ୍ରଥମ …

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୨ ଯୁବକ ମୃତ

ଯାଜପୁର: ଯାଜପୁର ଜିଲ୍ଲା ଯଖପୁରା ଥାନା ବିଜୁପଟ୍ଟନାୟକ ମାର୍ଗର ଦଶମାଣିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରଲର ସହ ବାଇକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ବାଇକ୍ ଆରୋହୀ ୨ଜଣ କଳିଙ୍ଗନଗର ଥାନା…