Latest Odisha News

BREAKING NEWS

ଚନ୍ଦ୍ରଶେଖର ଦାଶଙ୍କ ସ୍ମୃତି ସଂକଳନ ‘ଗାଁ କଥା’ ପାଠକକୁ ନିଜ ଅତୀତ ସହ ଯୋଡ଼ିବ: ଡ. ଗୌରହରି ଦାସ

ଭୁବନେଶ୍ବର: ବିସ୍ମୃତ ଗ୍ରାମ୍ୟ ଜୀବନର ଏକ ନିରୁତା ପ୍ରତିବେଦନ ହେଉଛି ଚନ୍ଦ୍ରଶେଖର ଦାଶଙ୍କ 'ଗାଁ କଥା' ପୁସ୍ତକ। ଗାଁରେ ବଢିଥିବା ପ୍ରତିଟି ମଣିଷ ଏ ପୁସ୍ତକ ମାଧ୍ୟମରେ ସ୍ମୃତିର ଆଇନାରେ ନିଜର ଅତୀତକୁ ଫେରିପାଇବେ । 'ଗାଁ କଥା' ପୁସ୍ତକ ଆଲୋଚନା ସଭାରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହି କଥା…

ପଶ୍ଚିମବଙ୍ଗରେ ଜେ. ପି. ନଡ୍ଡା ଓ ବିଜେପି ନେତାଙ୍କ ଗାଡ଼ି ଉପରେ ପଥର ମାଡ଼

କୋଲକାତା: ପଶ୍ଚିମବଙ୍ଗ ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ଗାଡ଼ି ଉପରେ ପଥରମାଡ଼ । ତାଙ୍କ ସହ କୈଳାସ ବିଜୟବର୍ଗୀୟଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଛି । ପଶ୍ଚିମବଙ୍ଗ ଡାଇମଣ୍ଡ ହାର୍ବର ଅଭିମୁଖେ ଯାଉଥିବା ବେଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଗାଡ଼ି ଉପରକୁ…

ନୂତନ ସଂସଦ ଭବନର ଭୂମି ପୂଜନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ନୂତନ ସଂସଦ ଭବନର ଭୂମି ପୂଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଦିକ ମନ୍ତ୍ର ଉଚ୍ଚାରଣ ଭିତରେ ନୂତନ ସଂସଦର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସର୍ବଧର୍ମ ପ୍ରାର୍ଥନାରେ କମ୍ପିଲା ଭୂମି ପୂଜନ ସ୍ଥଳ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳର…

୩୬୦ ଡିଗ୍ରୀରେ ବୁଲୁଛି ବେକ !

ଭୁବନେଶ୍ୱର: ଭାଇରାଲ୍ ଘଟଣାର ଗନ୍ତାଘର ପାଲଟିଛି ଇଣ୍ଟରନେଟ୍ । ପ୍ରତ୍ୟେକ ଦିନ କିଛି ନା କିଛି ଅପ୍ରତ୍ୟଶିତ ଘଟଣା, ମଜାଦାର କାରନାମା ଓ ଅବିଶ୍ୱସନୀୟ ମାମଲା ସାମ୍ନାକୁ ଆସୁଛି । ତେବେ ନିକଟରେ ଏକ ଭିଡିଓ ସୋସିଆଲ୍ ମିଡିଆରେ ଖୁବ ଚର୍ଚ୍ଚା ସାଉଣ୍ଟିଛି । ଏହି ଭିଡିଓରେ ଜଣେ ଯୁବକ ନିଜ ବେକକୁ…

ମୂଲ୍ୟବାନ ରତ୍ନପଥର ଚାଲାଣ ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

ରାୟଗଡ଼ା: ମୂଲ୍ୟବାନ ରତ୍ନ ପଥର ଜବତ ଘଟଣାରେ ଆଉ ଦୁଇ ଜଣ ଗିରଫ । ଏମାନଙ୍କ ଭିତରେ ଜଣେ ଶିକ୍ଷକ ଅଛନ୍ତି । ତାଙ୍କ ନାଁ ରାଧାମୋହନ ମାହାନା ଓ ଘର ବୌଦ୍ଧ ଜିଲ୍ଲାରେ । ସେ ଜଣେ ବ୍ଲକଗ୍ରାଣ୍ଟ ଶିକ୍ଷକ । ଅନ୍ୟ ଜଣେ ହେଲେ ମୁନିଗୁଡ଼ାର ସୁବାସ ରତ୍ନଲୁ । ଏଦୁହେଁ ରତ୍ନ ପଥର ଯୋଗାଣ କରୁଥିଲେ ।…

ଜାନୁଆରୀରେ ଖୋଲିପାରେ ସ୍କୁଲ, ଛୁଟି ଦିନରେ ବି କ୍ଲାସ୍

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ଖୋଲିପାରେ ସ୍କୁଲ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି, ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ ଖୋଲିବା ସମ୍ଭବ ନୁହେଁ । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ ।…

ଦୁର୍ଘଟଣା ନେଲା ବାପା-ପୁଅଙ୍କ ଜୀବନ

କାମାକ୍ଷାନଗର: ବାପାଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଦୁର୍ଘଟଣା। ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍ । ଦୁର୍ଘଟଣାରେ ଚାଲିଗଲା ବାପା-ପୁଅଙ୍କ ଜୀବନ । ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର-ବିଜାଡିହ ନିକଟରେ । ମୃତକମାନେ ହେଲେ ପରଜଙ୍ଗର ରମଣି…

ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଦ୍ୱାରା ପ୍ରୋତ୍ସାହିତ ଗୋଷ୍ଠୀ ଶିକ୍ଷା ଗବେଷଣା…

ଯୋଡ଼ା : ସ୍ଥାନୀୟ ପ୍ରତିଭାର ବିକାଶ ପାଇଁ ଓଡ଼ିଶାର କେନ୍ଦୁଝର ଜିଲ୍ଲାରେ ୨୦୧୮ ମସିହାରୁ ୬ଟି ଗୋଷ୍ଠୀ ଶିକ୍ଷା ଗବେଷଣା କେନ୍ଦ୍ର ସ୍ଥାପନ କରାଯାଇଛି । ଗାଁର ଯୁବକ ଯୁବତୀମାନଙ୍କୁ କମ୍ପ୍ୟୁଟରର ବ୍ୟବହାର, ଇଣ୍ଟରନେଟ୍ ଓ ଅନ୍ୟ ଇ-ସଂସାଧନ ଉପରେ ମୌଳିକ ଜ୍ଞାନ ପ୍ରଦାନ କରିବା ଦିଗରେ ଏହି…

ନୂଆବର୍ଷରୁ ରାଜ୍ୟରେ ଖୋଲିପାରେ କଲେଜ

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁ ରାଜ୍ୟରେ ବନ୍ଦ ରହିଛି ସ୍କୁଲ କଲେଜ । ୯ମାସ ହେବ ବନ୍ଦ ରହିଛି । କେବେ ଖୋଲିବ ସେନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ଚିନ୍ତାରେ ଅଛନ୍ତି । ନୂଆବର୍ଷରେ ରାଜ୍ୟରେ କଲେଜ ଖୋଲିପାରେ । ଆରମ୍ଭ ହୋଇପାରେ କ୍ଲାସ୍। ଏନେଇ ଆଶା ପ୍ରକାଶ କରିଛନ୍ତି ରାଜ୍ୟ ଉଚ୍ଚ ଶିକ୍ଷା…

ନିଟ୍‌-୨୦୨୧ ପରୀକ୍ଷା ବାତିଲ ହେବ ନାହିଁ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ୨୦୨୧ ନିଟ୍‌ ପରୀକ୍ଷା ବାତିଲ ହେବନାହିଁ । ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ୍‌ ଏନେଇ ସ୍ପଷ୍ଟ କରିଛନ୍ତି । ‘୨୦୨୧ ସିବିଏସ୍‌ଇ’, ‘୨୦୨୧ ଜେଇଇ’, ‘୨୦୨୧ ନିଟ୍‌’ ଏବଂ ଅନ୍ୟାନ୍ୟ ବୋର୍ଡ ପରୀକ୍ଷା ହେବା ନ ହେବା ପ୍ରସଙ୍ଗରେ ଆଜି ଓ୍ୱେବିନର ଜରିଆରେ କେନ୍ଦ୍ର…