Latest Odisha News

BREAKING NEWS

ଘନ କୁହୁଡିର‌େ ଲୁଚିଲା କ‌ୋଣାର୍କ ମନ୍ଦିର

ପୁରୀ: ଘନ କୁହୁଡ଼ି ଯୋଗୁଁ ଗୁରୁବାର ସକାଳେ କୋଣାର୍କ ସୂର୍ଯ୍ୟ ମନ୍ଦିର ସମ୍ପୂର୍ଣ୍ଣ ରୂପ‌େ ଅଦୃଶ୍ୟ ହ‌ୋଇଯାଇଥିବା ଭଳି ମନ‌େ ହ‌େଉଥିଲା। ଯାହା ଫଳରେ ପର୍ଯ୍ୟଟକ ମାନଙ୍କୁ ମନ୍ଦିର ଦେଖିବା ଲାଗି ଅପେକ୍ଷା କରିବାକୁ ପଡିଥିଲା। ଏପରିକି ଘନ କୁହୁଡି ଯ‌ୋଗୁଁ ସମଗ୍ର କୋଣାର୍କ ଅଞ୍ଚଳରେ…

ରାଜ୍ୟରୁ ମହାମାରୀ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ । ୫ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ବଲାଙ୍ଗିର ଜିଲ୍ଲାରୁ ଜଣେ ୭୦ବର୍ଷୀୟ ବୃଦ୍ଧା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ୫୩ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେହିପରି…

ଖସୁଛି କରୋନା ଟ୍ରେଣ୍ଡ: ରାଜ୍ୟର ୨୫ ଜିଲ୍ଲାରୁ ୩୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । ଏବେ ପ୍ରତିଦିନ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ୩୪୩ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୭ ଜଣ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ…

ଭାରତୀୟ ବାୟୁସେନାର ଆପତ୍ତି ପର‌େ କ୍ଷମା ମାଗିଲ‌େ ଅନିଲ କପୁର

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଆପତ୍ତି ପରେ କ୍ଷମା ମାଗିଛନ୍ତି ବଲିଉଡ ଅଭିନେତା ଅନିଲ କପୁର। ବୁଧବାର ଦିନ ଅନିଲ୍ ତାଙ୍କର ଅପକମିଂ ଚଳଚ୍ଚିତ୍ର "AK vs AK" ର ଟିଜର ସେୟାର କରିଥିଲ‌େ। https://twitter.com/IAF_MCC/status/1336589631962300416?s=19 ଯାହା ପରେ…

ଆକାଶ ପାଠକଙ୍କୁ କାଲିଠୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଖୋଲିବ ଆକାଶ ପାଠକଙ୍କ ଚାକିରି ଜାଲିଆଜିର ଗୁମର । ଅଧିକ ତଥ୍ୟ ହାସଲ ପାଇଁ ତାଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୫ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି । କାଲିଠୁ ଆକାଶଙ୍କୁ ରିମାଣ୍ଡରେ ନେଇ ଜେରା କରିବ କ୍ରାଇମବ୍ରାଞ୍ଚ । ଆକାଶ ଏବେ ଭୁବନେଶ୍ୱର ଝାରପଡ଼ା ଜେଲରେ…

ପାକିସ୍ତାନ କହିଲା କୃଷକ ଆନ୍ଦୋଳନରୁ ଧ୍ୟାନ ହଟାଇବାକୁ ସର୍ଜିକାଲ ଷ୍ଟ୍ରାଇକ କରିପାରେ ଭାରତ, ସେନାକୁ କଲା ଆଲର୍ଟ

ନୂଆଦିଲ୍ଲୀ: ପାକିସ୍ତାନକୁ ସର୍ଜିକାଲ୍ ଷ୍ଟ୍ରାଇକ ଭୟ । ପୁଣି ଥରେ ଭାରତ ସର୍ଜିକାଲ ଷ୍ଟ୍ରାଇକ୍ କରିପାରେ । ଏନେଇ ନିଜ ଦେଶର ସେନାକୁ ସଜାଗ ରହିବାକୁ କହିଛି । ଏନେଇ ପାକିସ୍ତାନ ମିଡିଆରେ ଖବର ପ୍ରକାଶ ପାଇଛି । ପାକିସ୍ତାନର ଅଗ୍ରଣୀ ଖବରକାଗଜ 'ଏକ୍ସପ୍ରେସ ଟ୍ରିବ୍ୟୁନ' କହିଛି ଯେ ଦିଲ୍ଲୀରେ…

ଇସ୍ରୋ ଦ୍ବାରା ବିକଶିତ ସ୍ବଦେଶୀ ‘ଜିପିଏସ୍‌’କୁ ଆଇଏମ୍‌ଓର ସ୍ବୀକୃତି

ନୂଆଦିଲ୍ଲୀ: ସ୍ବଦେଶୀ ‘ଜିପିଏସ୍‌’କୁ ‘ଇଣ୍ଟର‌ନ୍ୟାସନାଲ୍‌ ମେରିଟାଇମ୍ ଅର୍ଗାନାଇଜେସନ୍‌’ (ଆଇଏମ୍‌ଓ) ପକ୍ଷରୁ ସ୍ବୀକୃତି ପ୍ରଦାନ କରାଯାଇଥିବା ନେଇ ମଙ୍ଗଳବାର ଦିନ ସୂଚନା ‌ଦେଇଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)। ‘ଆଇଏମ୍ଓ’ର (ଏମଏସସି-୧୦୨) ମେରିଟାଇମ୍‌ ସେଫ୍ଟି…

ନୟାଗଡ଼ରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ପରୀ ପରିବାରକୁ ଭେଟିବା କାର୍ଯ୍ୟକ୍ରମ

ନୟାଗଡ଼: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଆଜି ନୟାଗଡ଼ରେ ପହଞ୍ଚିଛନ୍ତି । ଜିଲ୍ଲା ବିଜେପି କାର୍ୟ୍ୟାଳୟରେ ପହଞ୍ଚିବା ପରେ ତାଙ୍କପ ସ୍ବାଗତ କରାଯାଇଥିଲା । ପୁରନ୍ଦେଶ୍ବରୀ ଯଦୁପୁର ଯାଇ ପରୀର ପରିବାରକୁ ଭେଟିବେ । ତାଙ୍କ ସହ…

୨୪ ଘଣ୍ଟାର‌େ ଦେଶରୁ ୩୧ ହଜାରରୁ ଅଧିକ କର‌ୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଟ୍ରେଣ୍ଡ ଖସୁଥିବା ବେଳେ ଦୈନିକ ଆକ୍ରାନ୍ତ ମଧ୍ୟ କମ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୧ ହଜାର ୫୨୨ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨କୁ ବୃଦ୍ଧି ପାଇଛି ।…

ଲଜ୍ଜା ! ମହିଳାଙ୍କ ସହ ଗଣଦୁଷ୍କର୍ମ କଲେ ୧୭ ଜଣ ମଦୁଆ

ରାଞ୍ଚି: ଝାଡ଼ଖଣ୍ଡରେ ଲଜ୍ଜା । ୫ଟି ପିଲାର ମାଆ ହୋଇଥିବା ଜଣେ ମହିଳାଙ୍କ ସହ ଗଣଦୁଷ୍କର୍ମ କରିଛନ୍ତି ୧୭ ଜଣ ମଦୁଆ । ଏଭଳି ନିନ୍ଦନୀୟ ଘଟଣା ଘଟିଛି ଡୁମକା ଜିଲ୍ଲାର ମୁଫାସିଲ ପୁଲିସ ଥାନା ଅଞ୍ଚଳର ଏକ ଗାଁରେ । ଅଭିଯୋଗ ପରେ ପୋଲିସ ତନାଘନା ତଦନ୍ତ ଆରମ୍ଭ କରିଛି । ଗତ ମଙ୍ଗଳବାର ରାତି ୮ଟା…