Latest Odisha News

BREAKING NEWS

ସିବିଏସଇ ଦ୍ୱାଦଶ ମୂଲ୍ୟାୟନ ମାନଦଣ୍ଡ: ଆଜି ସୁପ୍ରମକୋର୍ଟରେ ଜବାବ ରଖିବ ସିବିଏସଇ

ନୂଆଦିଲ୍ଲୀ: ସିବିଏସଇ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର କେମିତି ହେବ ମୂଲ୍ୟାୟନ ? କଣ ରହିବ ମାନଦଣ୍ଡ ? ଆଜି ସୁପ୍ରିମକୋର୍ଟଙ୍କୁ ଅବଗତ କରାଇବେ ସିବିଏସଇ କର୍ତ୍ତୃପକ୍ଷ । ଆଜି ଏସମ୍ପର୍କିତ ମାମଲାର ଶୁଣାଣି ରହିଛି । ଜଷ୍ଟିସ ଏ. ଏମ୍. ଖନଓ୍ୱିଲକର ଓ ଜଷ୍ଟିସ ଦୀନେଶ ମାହେଶ୍ୱରୀଙ୍କ…

ପ୍ରକୃତିବନ୍ଧୁ ପୁରସ୍କାର ପାଇଁ ନିରୂପମା ପତି ମନୋନୀତ

ସୁନ୍ଦରଗଡ଼ : ନୂଆଗାଁ ବ୍ଲକସ୍ଥିତ ଲୁଆରାମ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ନିରୂପମା ପତିଙ୍କୁ ୨୦୨୦ ମସିହା ପାଇଁ ଶ୍ରେଷ୍ଠ ସମାଜସେବୀ ଭାବରେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରାଯିବା ପାଇଁ ଘୋଷଣା କରାଯାଇଛି। ଶ୍ରୀମତୀ ପତି…

ଗଳ୍ପ : ୨୦୫୦ ଏକ ପ୍ରେମ କାହାଣୀ

ସୁପ୍ରିୟା ପ୍ରଶାନ୍ତ “ପ୍ରେମ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଉଦ୍ଭାବନ।” ରାଧିକା ପୁରୁଣା ଆଲବମଟିଏ ଓଲଟଉ ଓଲଟଉ କହିଲେ,“ସମାଜ ବ୍ୟବସ୍ଥାର ସ୍ଥାୟୀତ୍ୱ ପାଇଁ ଏ ଯୁଗାନ୍ତକାରୀ ଉଦ୍ଭାବନର ଆବଶ୍ୟକତା ଥିଲା। ଏ ସଂସାରରେ ସ୍ତ୍ରୀ ମଣିଷ ଆଉ ପୁରୁଷ ମଣିଷ ଭଲା କାହିଁକି ପରସ୍ପର ପାଇଁ ତିଆରି ହେବେ?…

କବିତା : କରୋନା ସମୟ ରଜ

ସସ୍ମିତା ମହାନ୍ତି  ଵରଷକେ ଥରେ ରଜ ଧରଣୀ ପୂଜାର ପର୍ବ ନାହିଁ ସଜବାଜ ମଉଜ ବନସ୍ତରେ ନାହିଁ ଗଜ।। କରୋନାର କାଳରୂପ ଘାରିଛି ସାରା ରାଇଜ ଭୟଭୀତ ସବୁଲୋକ ପଡିଛି ତାଟି କବାଟ।। ସଟଡାଉନର ବନ୍ଦ ନାହିଁ ବୁଲାବୁଲି ନାହିଁ ରଜଦୋଳି ରଜ ହରାଇଛି ଛନ୍ଦ।। ହେଉନି ବାଗୁଡି ଖେଳ…

କରୋନାକୁ ହରେଇ ସୁସ୍ଥ ହେଲେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର : ବିଶିଷ୍ଟ କବି ଜୟନ୍ତ ମହାପାତ୍ର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଶ୍ରୀ ମହାପାତ୍ର ଗତ କିଛି ଦିନ ଧରି କରୋନାରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ଶ୍ରୀ ମହାପାତ୍ର ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ତଥା ମଧୁମେହ ଭଳି ଅନ୍ୟ ରୋଗରେ ଆକ୍ରାନ୍ତ ଥିବାରୁ, ତାଙ୍କର ଚିକିତ୍ସା ଡାକ୍ତରୀ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୭-୬-୨୦୨୧ ଗୁରୁବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୧୭ ରିଖ ଗୁରୁବାର ମିଥୁନ ୩ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ପୂର୍ବ ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି…

ସମ୍ମୁଖ ଯୋଦ୍ଧାଙ୍କ ପାଇଁ ‘ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସମ୍ମୁଖ ଯୋଦ୍ଧାଙ୍କ ପାଇଁ ‘ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଆସନ୍ତା ୧୮ ତାରିଖରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୬ଟି ରାଜ୍ୟରେ ଥିବା ୧୧୧ଟି ପ୍ରଶିକ୍ଷଣ କେନ୍ଦ୍ରରେ ଏହି…

ବାହୁଙ୍ଗିରେ ବୁହାହେଲା ରୋଗୀ , ଅଧାରାସ୍ତାରେ ମୃତ୍ୟୁ

ମହାକାଳପଡ଼ା : ରାସ୍ତା ନଥିବାରୁ ପୁଣି ଏକ ଦୁଃଖଦ ଚିତ୍ର ସାମନାକୁ ଆସିଛି । ଆମ୍ବୁଲାନ୍ସ ପାଖକୁ ଗଲା ବେଳକୁ ଚାଲିଗଲା ରୋଗୀର ଜୀବନ । ଏହିଭଳି ଏକ ଘଟଣା ଘଟିଛି ମହାକାଳପଡ଼ା ଲୁଣିମାଠିଆ ଗାଁରେ । ଏହି ଗାଁ କୌଣସି ଉପାନ୍ତ ଅଞ୍ଚଳ ନୁହେଁ । ଖୋଦ୍ କେନ୍ଦ୍ରାପଡା ଜିଲ୍ଲାରେ । ଗାଁର ନରୋତ୍ତମ…

ଗଭୀର ମହାସାଗର ଅଭିଯାନକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ : ଗଭୀର ମହାସାଗର ଅଭିଯାନକୁ ମଞ୍ଜୁରୀ ଦେଇଛି କେନ୍ଦ୍ର କ୍ୟାବିନେଟ୍ । ଗଭୀର ସମୁଦ୍ରରେ ଥିବା ସମ୍ପଦର ଅନୁସନ୍ଧାନ କରିବା ଓ ମହାସାଗରୀୟ ସମ୍ପଦର ସ୍ଥାୟୀ ଉପଯୋଗ କରିବାରେ ଏହା ବେଶ ସହଯୋଗ କରିବ । ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଡକର ସୂଚନା ଦେଇଛନ୍ତି । ଏହି…

ଘରୁ ଡାକିନେଇ ଧାନ ବ୍ୟବସାୟୀଙ୍କୁ ବୋମା ମାଡ

ଭୁବନେଶ୍ୱର: ବେଆଇନ୍ ଅସ୍ତ୍ରଶସ୍ତ୍ରର ଅବାଧ କାରବାର ରାଜଧାନୀରେ ଅପରାଧୀଙ୍କର ସାହାସ ବଢାଇଛି । ଦିନ ହେଉ ଅବା ରାତି, ଅପରାଧ ଘଟାଇବାକୁ କୁଣ୍ଠାବୋଧ କରୁନାହାଁନ୍ତି ଅପରାଧୀ । ବାଲିଅନ୍ତା ଥାନା ଅନ୍ତର୍ଗତ କୁଳସାହିରେ ଧାନ ବ୍ୟବସାୟୀଙ୍କୁ ରାତି ଅଧରେ ହୋଇଛି ବୋମା ମାଡ । ମିଳିଥିବା ସୂଚନା…