Latest Odisha News

BREAKING NEWS

କାଙ୍ଗାଳ ହେବେ ତାଲିବାନୀ: ଆଫଗାନିସ୍ତାନକୁ ଫଣ୍ଡିଂ ବନ୍ଦ କଲା ବିଶ୍ୱ ବ୍ୟାଙ୍କ

ଓ୍ୱାଶିଂଟନ୍: କାଙ୍ଗାଳ ହୋଇଯିବେ ତାଲିବାନୀ । କାବୁଲକୁ ତାଲିବାନ ନିଜ କବଜାକୁ ନେବା ପରେ ଆଫଗାନିସ୍ତାନକୁ ବିଭିନ୍ନ ମହଲରୁ ଫଣ୍ଡିଂ ବନ୍ଦ ହେଉଛି । ପୂର୍ବରୁ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଆର୍ଥିକ ସହାୟତା ଦେବାକୁ ମନା କରିଥିଲା । ଏବେ ବିଶ୍ୱବ୍ୟାଙ୍କ ଫଣ୍ଡିଂ ବନ୍ଦ କରି ଦେଇଛି । ତାଲିବାନ…

ପୁଣି ଥରେ ବାହା ହେଲେ ଅଭିନେତା ପ୍ରକାଶ ରାଜ!

ନୂଆଦିଲ୍ଲୀ: ପୁଣି ଥରେ ବାହା ହେଲେ ପ୍ରଖ୍ୟାତ ଅଭିନେତା ପ୍ରକାଶ ରାଜ। ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚିତ। କିନ୍ତୁ ଏହା ସତ। ଅଗଷ୍ଟ ୨୪ ରେ ପତ୍ନୀ ପୋନି ବର୍ମାଙ୍କ ସହ ସେ ତାଙ୍କର ୧୧ତମ ବିବାହ ବାର୍ଷିକୀ ପାଳନ କରିଥିଲେ। ତେବେ ସେମାନଙ୍କ ପୁଅ ବେଦାନ୍ତ ତାଙ୍କ ପିତାମାତାଙ୍କୁ…

ଆଫଗାନ ନାଗରିକଙ୍କ ବାଟ ଓଗାଳୁଛନ୍ତି ତାଲିବାନୀ: ସିଲ୍ କଲେ ଏୟାରପୋର୍ଟ ରାସ୍ତା

କାବୁଲ: ଆଫଗାନିସ୍ତାନରୁ ଆମେରିକା ସେନା ପ୍ରତ୍ୟାହାର ଡେଡଲାଇନ୍ ପାଖେଇ ଆସିଲାଣି । ଅଗଷ୍ଟ ୩୧ ତାରିଖ ସୁଦ୍ଧା ଆମେରିକା ତାର ସେନା ଅପସାରଣ କରିନେବ । ତାପୂର୍ବରୁ ଦବଦବା ଜାହିର କରୁଛନ୍ତି ବର୍ବର ତାଲିବାନୀ । ରେସକ୍ୟୁ ମିଶନରେ ବାଧା ସୃଷ୍ଟି କରୁଛନ୍ତି । ଆଫଗାନିସ୍ତାନ ନାଗରିକଙ୍କୁ ଯିବାକୁ…

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଭାଦ୍ରବ କୃଷ୍ଣ ତୃତୀୟା ତିଥି ଅବସରରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦତମହାପାତ୍ର…

ଆଫଗାନିସ୍ତାନରୁ ଦିଲ୍ଲୀ ଆସିଥିବା ୭୮ ଜଣଙ୍କ ଭିତରୁ ୧୬ ଜଣଙ୍କୁ କରୋନା

ନୂଆଦିଲ୍ଲୀ: ଆଫଗାନିସ୍ତାନରୁ ଦିଲ୍ଲୀ ଫେରିଥିବା ୭୮ ଜଣଙ୍କ ଭିତରୁ ୧୬ କରୋନା ପଜିଟିଭ୍ ଚିହ୍ନଟ । ଗତକାଲି ସେମାନେ ଦିଲ୍ଲୀରେ ପହଞ୍ଚିଥିଲେ । ସଂକ୍ରମିତଙ୍କ ଭିତରେ ଅଛନ୍ତି ଗୁରୁ ଗ୍ରନ୍ଥ ସାହିବ ନେଇ ଆସିଥିବା ତିନି ଜଣ ଗ୍ରନ୍ଥି । ସେମାନଙ୍କୁ ଭେଟିବା ସହ ସ୍ୱାଗତ କରିଥିଲେ କେନ୍ଦ୍ରମନ୍ତ୍ରୀ…

ଆମେରିକା ସମେତ ୬୦ ଦେଶ ତାଲିବାନକୁ ଆର୍ଥୀକ ସହୟତା ଦେବାକୁ ମନା କଲେ, ସପକ୍ଷରେ ଚୀନ

କାବୁଲ: ଆଫଗାନିସ୍ତାନରେ ତାଲିବାନ କବଜାକୁ ଅନେକ ଦେଶ ଅବୈଧ ଘୋଷିତ କରି ସାହାଯ୍ୟ କରିବାକୁ ମନା କରି ଦେଇଛନ୍ତି । ଆମେରିକା ସମେତ ୬୦ ଦେଶ ଆଫଗାନିସ୍ତାନକୁ ମିଳିବାକୁ ଥିବା ସମସ୍ତ ଆର୍ଥୀକ ସହାୟତା ବନ୍ଦ କରି ଦେଇଥିବା ବେଳେ ଚୀନ କିନ୍ତୁ ସହଯୋଗର ହାତ ବଢ଼ାଇଛି । ଏହାର ବୈଦେଶିକ ବ୍ୟାପାର…

ଓଡ଼ିଶାରେ ଆରଏସଏସ୍ ମୁଖ୍ୟ ମୋହନ ଭାଗବତ, କାଲି ଯିବେ ପୁରୀ

ଭୁବନେଶ୍ୱର: ଓଡ଼ିଶାରେ ଆରଏସଏସ୍ ମୁଖ୍ୟ ମୋହନ ଭାଗବତ । ପାଞ୍ଚ ଦିନିଆ ଗସ୍ତରେ ଆସି ଗତକାଲି ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି ଗସ୍ତ ସମୟରେ ସେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । ଆସନ୍ତାକାଲି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ ମୋହନ ଭାଗବତ ।…

ଆଜି ଓଡ଼ିଶାରୁ ୮୮୭ କରୋନା ପଜିଟିଭ୍, ଆଉ ୧୩୧ ପିଲା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ରହିଛି କରୋନାର ଦୈନିକ ସଂକ୍ରମଣ । କିନ୍ତୁ ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୩୧ ପଜିଟିଭ୍ । ନୂଆ ସଂକ୍ରମିତଙ୍କ ଭିତରୁ…

ବାଇଡେନଙ୍କୁ ଟ୍ରମ୍ପଙ୍କ ପ୍ରଶ୍ନ: ଆଫଗାନରୁ କେତେ ଆତଙ୍କୀଙ୍କୁ ଆମେରିକା ଆଣିଛ ?

ଓ୍ୱାଶିଂଟନ୍: କାବୁଲକୁ ତାଲିବାନ ଅକ୍ତିଆର କରିବା ପରେ ସେଠାରୁ ବାହାର ଦେଶର ଲୋକ, ଆଫଗାନ ଶରଣାର୍ଥୀ ଓ ଅନ୍ୟାନ୍ୟ ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରୁଛି ଆମେରିକା । କାବୁଲ ଏୟାରପୋର୍ଟରେ ମାର୍କିନ ସୈନ୍ୟ ନିୟୋଜିତ ଅଛନ୍ତି । ଆଫଗାନିସ୍ତାନ ଛାଡୁଥିବା ଲୋକଙ୍କୁ ଆମେରିକା ଏୟାରଲିଫ୍ଟ କରୁଛି ।…

ବ୍ୟଙ୍ଗ : ଷଣ୍ଢଙ୍କ ରାକ୍ଷୀ ଚିନ୍ତା

ଆଜି ଆମ ଏରିଆର ଷଣ୍ଢ ମାନଙ୍କ ଏକ ମିଟିଂ ବସିଥିଲା । ବୁଲା ଫାଙ୍କାରେ ବୁଲୁଥିବା ଷଣ୍ଢ ମାନଙ୍କ ଚିନ୍ତାର କାରଣ ହେଲା ଆସନ୍ତା ରାକ୍ଷୀ ପୁନେଇଁ । ଷଣ୍ଢଙ୍କ ସର୍ଦ୍ଦାର କହିଲା ଆମେ ହେଲୁ ଜାତିରେ ଷଣ୍ଢ । ନା ଆମର ଅଛି ପରିବାର ଚିନ୍ତା ନା ସଂସାର ଚିନ୍ତା । ସାରା ପୃଥିବୀଟା ଆମ ପାଇଁ ଗାଈମୟ ।…