ଅଧା ରାତିରେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ: ଗିରଫ ପରେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ମିଳିଲା ବେଲ୍ । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ବୟାନ ମାମଲାରେ ତାଙ୍କୁ ଗିରଫ କରିଥିଲା ନାସିକ ପୋଲିସ । ଗତକାଲି ମଧ୍ୟରାତ୍ରିରେ ନାରାୟଣ ରାଣେଙ୍କୁ ମହାଡ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର…