Latest Odisha News

BREAKING NEWS

ମାମୁଁଘରୁ ଆସିଛି ପ୍ରଥମାଷ୍ଟମୀ ଭାର; ପଢ଼ୁଆଁ ହେବେ ଶ୍ରୀଜୀଉ

ପୁରୀ: ଆଜି ପ୍ରଥମାଷ୍ଟମୀ। ପଢ଼ୁଆଁ ହେବେ ଶ୍ରୀଜୀଉ। ଓଡ଼ିଆଜି ଘର ପରମ୍ପରା ଅନୁଯାୟୀ ମାମୁଁଘର ନିଆଳି ମାଧବ ମନ୍ଦିରରୁ ଆସିଛି ପ୍ରଥମାଷ୍ଟମୀ ଭାର । ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର , ଅରୁଆ ଚାଉଳ , ବିରି , ନଡିଆ , ଗୁଡ , ପାଚିଲା କଦଳୀ ଆସିଛି ମାମୁଁଘରୁ । ବଡ଼ଭାଇ ତଥା…

କୃଷି ଆଇନ ପ୍ରତ୍ୟାହାର ଦାବିରେ ଅନ୍ନଦାତାଙ୍କ ଭାରତ ବନ୍ଦ ଡାକରା

ଭୁବନେଶ୍ୱର: କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ଆହ୍ୱାନ ଦେଇଛନ୍ତି ଦେଶର ଶତାଧିକ କୃଷକ ସଂଗଠନ । ଆଉ ଏହି ଭାରତ ବନ୍ଦ ପ୍ରତିବାଦକୁ କଂଗ୍ରେସ ସମେତ ୧୮ଟି ପ୍ରମୁଖ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି । ଆଜି ସକାଳ ୮ରୁ ଦିନ ୩ ଟା ଯାଏଁ ଏହି ବନ୍ଦ ବଳବତ୍ତର ରହିବା ନେଇ ସୂଚନା…

ଆଜି ପ୍ରଥମାଷ୍ଟମୀ; ‘ବଡ଼’ଙ୍କ ପାଇଁ ସମର୍ପିତ ଦିନଟିଏ

ଭୁବନେଶ୍ୱର: ଆଜି ପ୍ରଥମାଷ୍ଟମୀ ବା ପୋଢୁଆଁଷ୍ଟମୀ। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି ଧରାଯାଇଛି ।…

ମାଇକ୍ରୋ ପ୍ରୋଜେକ୍ଟ ପ୍ଲାନ ପାଇଁ ‘ସର୍ଭେ ଆପ୍‌’ ଶୁଭାରମ୍ଭ କଲେ ସୁନ୍ଦରଗଡ଼ ଜିଲ୍ଲାପାଳ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ୬ଟି ଖଣି ପ୍ରଭାବିତ ବ୍ଲକର ଲୋକଙ୍କ ଆବଶ୍ୟକତା ପୂରଣ ପାଇଁ ପ୍ରଶାସନ ମାଇକ୍ରୋ ପ୍ରୋଜେକ୍ଟ ପ୍ଲାନ ବା ଅଣୁ ପ୍ରକଳ୍ପ ଯୋଜନା ଆରମ୍ଭ କରିବାକୁ ଯାଉଛି। ତୃଣମୂଳ ସ୍ତରରେ ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ମୋବାଇଲ ଆପ୍‌ ଜରିଆରେ ଏକ ସର୍ଭେ ହେବ। ଏହି…

ପ୍ରଥମାଷ୍ଟମୀ, ପଢୁଆଁଷ୍ଟମୀ ଅଥବା ପୋଢୁଆଁଷ୍ଟମୀ

ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ଓ ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ୧-ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି…

ସୁରକ୍ଷିତ ରହିଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର: ମନ୍ଦିର ପ୍ରଶାସନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର ସଂରକ୍ଷିତ ରହିଛି ବୋଲି କହିଛନ୍ତି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ। ସୂଚନା ଅନୁଯାୟୀ ଗତ ୨୭ ତାରିଖରେ ମହାପ୍ରଭୁଙ୍କ ନଗାର୍ଜୁନ ବେଶର ସାମଗ୍ରୀ ଭିତରୁ ସୋଲର ନିର୍ମିତ ଚନ୍ଦ୍ର ଓ ସୂର୍ଯ୍ୟ ଗାୟବ ଘଟଣାର ତଦନ୍ତ…

ଅଭିନେତା ସବ୍ୟସାଚୀଙ୍କ ଦ୍ୱାରା ଓଏସଏମସିଏଲକୁ ୫୫୦ ପଲସ ଅକ୍ସିମିଟର ଦାନ

ଭୁବନେଶ୍ୱର: ଆମେରିକା ଓଡିଶା ସୋସାଇଟିର ହେଲଥ ଆଣ୍ଡ ୱେଲନେସ ଗ୍ରୁପ (ଏଚଡବ୍ଲ୍ୟୁଜି) ପକ୍ଷରୁ ଓଡିଶା ରାଜ୍ୟ ଔଷଧ ନିଗମ (ଓଏସଏମସିଏଲ)କୁ ୫୫୦ ପଲସ ଅକ୍ସିମିଟର ପ୍ରଦାନ କରାଯାଇଛି। ୮ ଲକ୍ଷ ଟଙ୍କା ବିନିଯୋଗରେ ପ୍ରଦାନ କରାଯାଇଥିବା ଏହି ଅକ୍ସିମିଟର ଗୁଡିକ ବିଶେଷ କରି ଗ୍ରାମାଞ୍ଚଳରେ କାମ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୬୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି- ତେବେ ୬୦୭ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍…

କାଲି ଶେଷ ଟି-୨୦: ୪ ବର୍ଷ ପରେ ଅଷ୍ଟ୍ରେଲିଆକୁ ୩-୦ରେ ହରାଇବ ଟିମ୍ ଇଣ୍ଡିଆ ?

ସିଡନୀ: ଆସନ୍ତାକାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ତୃତୀୟ ତଥା ଶେଷ  ଟି-୨୦ । ଦୁଇଟି ମ୍ୟାଚ୍ ଜିତିଥିବାରୁ ଶେଷ ଟି-୨୦ ଜିତି ସିରିଜ୍ କ୍ଲିନ୍ ସ୍ବିପ୍ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ବିରାଟ ବାହିନୀ । ଏପରି ହେଲେ ୪ ବର୍ଷ ପରେ ଅଷ୍ଟ୍ରେଲିଆକୁ ୩-୦ରେ ହରାଇବ ଟିମ୍ ଇଣ୍ଡିଆ । ୨୦୧୬ରେ…

ଭାରତ ବନ୍ଦ ଲାଗି ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ତାରିଖ

ଭୁବନେଶ୍ୱର: 'ଭାରତ ବନ୍ଦ' ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା  (ଓପିଏସସି) ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସୂଚନା ଅନୁଯାୟୀ ଚାଷୀ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେଉଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ୮…