ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା…
ଭୁବନେଶ୍ୱର: ଦାୟିତ୍ୱସମ୍ପନ୍ନ କର୍ପୋରେଟ ସଂସ୍ଥା ଏବଂ ସମାବେଶୀ ବିକାଶ ନିମନ୍ତେ ନିଜର ପ୍ରତିବଦ୍ଧତାକୁ ପୁନଃସୁଦୃଢୀକରଣ କରି ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ଶୁକ୍ରବାର ଭୁବନେଶ୍ୱରରେ ଏକ ଜାତୀୟସ୍ତରୀୟ ମାବବାଧିକାର ସମ୍ବେଦୀକରଣ ସମ୍ମିଳନୀ ଆୟୋଜନ କରିଥିଲା । ଉକ୍ତ ସମ୍ମିଳନୀରେ…