Latest Odisha News

BREAKING NEWS

ରାଜ୍ୟରୁ ୨୪ ଘଣ୍ଟାରେ ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା । ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଛି ମହାମାରୀ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ ସଂକ୍ରମଣରେ ବ୍ରେକ୍ ଲାଗୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୯୩ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ…

କ୍ୟାମେରା ସମ୍ମୁଖରେ କୋଭିଡ୍‌ ଟିକା ନେଲେ ମୁଁ ଖୁସି ହେବି; ହୁ ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଶୁକ୍ରବାର କହିଛନ୍ତି ଯେ ଆମେରିକାର ଅନେକ ପୂର୍ବତନ ରାଷ୍ଟ୍ରପତିଙ୍କ ପରି ସେ ମଧ୍ୟ କରୋନାଭାଇରସ୍ ଟିକା ପାଇ ଖୁସି ହେବେ। ହୁ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଗେବ୍ରେଏସସ୍ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ…

ସୋନପୁରରେ ହାଡ଼ଭଙ୍ଗା ଶୀତ, ୮ ଡିଗ୍ରୀ ସେଲସିୟସ ତଳକୁ ଖସିଲା ପାରଦ

ଭୁବନେଶ୍ୱର: ସୋନପୁରରେ ହାଡ଼ଭଙ୍ଗା ଶୀତ । ଜାଡ ଥରାଉଛି । ୮ଡିଗ୍ରୀ ସେଲସିୟସ ତଳକୁ ଖସିଛି ସୋନପୁରରେ ପାରଦ । ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ରାଜ୍ୟର ୧୪ଟି ସହରରେ ପାରଦ ୧୪ ଡିଗ୍ରୀ ସେଲସିୟସକୁ ଖସିଛି । ସୋନପୁର ସମେତ ଚାରିଟି ସହର ଫୁଲବାଣୀ…

‘ଏସିଆନ୍ ଅଫ୍ ଦି ଇୟର’ରେ ସ୍ଥାନ ପାଇଲେ ସେରମ୍ ଇନଷ୍ଟିଚ୍ୟୁଟର ସିଇଓ ଆଦର ପୁନାୱାଲା

ନୂଆଦିଲ୍ଲୀ:କୋଭିଡ୍‌-୧୯ ମହାମାରୀର ମୁକାବିଲା ପାଇଁ ସିଙ୍ଗାପୁରର ଅଗ୍ରଣୀ ଦୈନିକ ଦି ଷ୍ଟ୍ରାଇଟ୍ସ ଟାଇମ୍ସ ଦ୍ୱାରା ପ୍ରକାଶିତ "ଏସିଆନ୍ ଅଫ୍ ଦି ଇୟର"ରେ ୬ ଜଣଙ୍କ ମଧ୍ୟରେ ବିଶ୍ୱର ସର୍ବବୃହତ ଟିକା ଉତ୍ପାଦନକାରୀ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

ଭାରତରେ ଜରୁରୀ ଟିକାକରଣ ଅନୁମତି ମାଗିଲା ଫାଇଜର୍

ନୂଆଦିଲ୍ଲୀ: ଭାରତରେ ଟିକାକରଣ ପାଇଁ ଅନୁମତି ମାଗିଛି ଆମେରିକୀୟ ଟିକା ନିର୍ମାତା କମ୍ପାନୀ ଫାଇଜର। ଏନେଇ ଡ୍ରଗ୍‌ସ୍‌ କଣ୍ଟ୍ରୋଲର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ(DCGI) ଅନୁମୋଦନ ପାଇଁ ଆବେଦନ କରିଛି ଫାଇଜର । ଏହି ଟିତା ୯୫ ପ୍ରତିଶତ ସୁରକ୍ଷିତ ବୋଲି ଟ୍ରାଏଲ ବେଳେ ଦାବି କରିଥିଲା କମ୍ପାନୀ ।…

କବିତା : “ଚାଷ ଓ ଚାଷୀଭାଇ”

ଝରଣା ବାରିକ ମୁହିଁ ବି ଯବାନ ମୁହିଁ ବି କିଷାନ ଚାଷୀ କୁଳେ ମୋର ଜନ୍ମ ମୋ ଗାଁ ମୁଣ୍ଡରେ ଦୁଇ ମାଣ ଜମି ସେଥିରେ କରଇ ଶ୍ରମ l ଏହି ଗାଆଁରେ ମୋ ବିତିଲା ଶୈଶବ କିଶୋର ବି ଗଲା ସରି ଯୌବନରେ ମୁଁ ପଦାର୍ପଣ କରି ଚାଷ କାମ ଗଲି କରି l ଲହୁ ଢାଳି ମୁହିଁ ନିଜେ କଲି ଚାଷ ମାଟି…

ଅନୁଭୂତି ଯେତେ ସାନ୍ଦ୍ର ହୁଏ ଲେଖା ସେତେ ଶାଣିତ ହୁଏ: ଲକ୍ଷ୍ମୀ ଚାନ୍ଦ

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ୱଳ ନକ୍ଷତ୍ର ଲକ୍ଷ୍ମୀ ଚାନ୍ଦ। ଭାବ ଭାଷା ଓ ଚରିତ୍ର ର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର କଳେବର ସବୁବେଳେ ଜୀବନ୍ତ। ଚରିତ୍ର ମାନଙ୍କ ଅନ୍ତର୍ଚେତନାରୁ କୌଶଳ କ୍ରମେ ଗଭୀର ଅନୁଭବକୁ ନିଜ ଭିତରକୁ ସଂଚାରି ଆଣି ତାକୁ ନେଇ ସୃଷ୍ଟି କରନ୍ତି ଗଳ୍ପ ଓ ଉପନ୍ୟାସ।…

ଆନ୍ଦୋଳନରେ ସାମିଲ୍‌ ଚାଷୀଙ୍କ ପାଇଁ ୧ କୋଟି ଦାନ କଲେ ଦିଲଜିତ

ନୂଆଦିଲ୍ଲୀ: ଦିଲ୍ଲୀର ଆନ୍ଦୋଳନକାରୀ ଚାଷୀଙ୍କୁ ଶୀତରୁ ରକ୍ଷା କରିବା ପାଇଁ ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ ଦୋସାଞ୍ଜ ଏକ କୋଟି ଟଙ୍କା ଦାନ କରିଛନ୍ତି। ଏହି ଟଙ୍କାରେ ଚାଷୀଙ୍କୁ ଗରମ ପୋଷାକ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଶୀତରେ ପଞ୍ଜାବର କୃଷକ ଏବଂ ବୟସ୍କ ବ୍ୟକ୍ତିମାନେ…

ଦିନକରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୩୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ଏବେ ଦୈନିକ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ଲକ୍ଷ ୧ହଜାର ୬୩ଟି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୩୬ହଜାର ୧୧ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୪୪ହଜାର ୨୨୨କୁ…

ପୁରୀ ସ୍ୱର୍ଗଦ୍ୱାର ଅଞ୍ଚଳରେ ବାରହା ଆକ୍ରମଣରେ ୨ ଜଣ ଗୁରୁତର

ପୁରୀ: ପୁରୀ ସ୍ୱର୍ଗଦ୍ୱାର ଅଞ୍ଚଳରେ ବାରହା ଆକ୍ରମଣ । ଏଥିରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତମାନଙ୍କୁ ଚିକିତ୍ସା ପାଇଁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ଭୋର ୪ଟାରେ ସୁଇପର କାମ କରିବା ପାଇଁ ଯିବା ସମୟରେ…