Latest Odisha News

BREAKING NEWS

ନୟାଗଡ଼ ‘ପରୀ’ ହତ୍ୟା ମାମଲା: ଅଭିଯୁକ୍ତ ବାବୁଲି ନାୟକଙ୍କୁ SITର ମାରାଥନ୍ ଜେରା

ନୟାଗଡ଼: ପରୀ ହତ୍ୟା ମାମଲାରେ ତଦନ୍ତକୁ ଜୋରଦାର କରିଛି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତକାରୀ ଟିମ୍ ଘଟଣାର ବିଭିନ୍ନ ଦିଗ ଉପରେ ତନାଘନା ତଦନ୍ତ ଚଳାଇଛନ୍ତି । ଗତକାଲି ପରୀ ମୃତ୍ୟୁର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କ ଘରେ ରେଡ୍…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୬.୭୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆମେରିକା, ବ୍ରାଜିଲ୍, ତୁର୍କୀ, ଋଷିଆ ସମେତ ବିଶ୍ୱର ଅନେକ ଦେଶରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬.୭୨ ଲକ୍ଷ ନୂତନ ମାମଲା ରେକର୍ଡ ହୋଇଛି ଏବଂ ୧୨,୦୫୨ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ…

କଣ୍ଟାକ୍ଟଲେସ କାର୍ଡ ମାଧ୍ୟମରେ ଦେୟ ସୀମାକୁ ୫୦୦୦ ଟଙ୍କାକୁ ବୃଦ୍ଧି କଲା କେନ୍ଦ୍ରୀୟ ବ୍ୟାଙ୍କ

ନୂଆଦିଲ୍ଲୀ: କରୋନା ଦେଶରେ ଡିଜିଟାଲ ଦେୟର ଧାରା ବୃଦ୍ଧି ପାଇଛି। ତେଣୁ ଏହାକୁ ଅଧିକ ବୃଦ୍ଧି କରିବାକୁ ଆସନ୍ତା ବର୍ଷ ଜାନୁୟାରୀ ୧ ରୁ କଣ୍ଟାକ୍ଟଲେସ କାର୍ଡ ମାଧ୍ୟମରେ ଦେୟ ସୀମାକୁ ୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ କେନ୍ଦ୍ରୀୟ ବ୍ୟାଙ୍କ ନିଷ୍ପତ୍ତି ନେଇଛି। ଜାନୁୟାରୀ ୧, ୨୦୨୧ ରୁ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…

ଚାଷୀଙ୍କ ସହ ଆଲୋଚନା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: କୃଷି ବିଲକୁ ବିରୋଧ କରି ତୀବ୍ର ହେଉଛି ଚାଷୀ ଆନ୍ଦୋଳନ । ଆଜି କେନ୍ଦ୍ର ସରକାରଙ୍କ ସହ କୃଷକ ସଂଗଠନର ପଞ୍ଚମ ପର୍ୟ୍ୟାୟ ଆଲୋଚନା ହେବ । ତାପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏଥିରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କୃଷି…

ଆମେରିକା: ଏଥର ଅନ୍‌ଲାଇନ୍‌ରେ ହେବ ବାଇଡେନ୍‌ ସରକାରଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ରର ନୂତନ ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି ଯେ ଜାନୁଆରୀ ୨୦ ରେ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଭର୍ଚୁଆଲ୍‌ ଶୈଳୀରେ ଅର୍ଥାତ୍‌ ଅନ୍‌ଲାଇନ୍‌ ମାଧ୍ୟମରେ କରାଯିବ। ସେ କହିଛନ୍ତି ଯେ ଯଦି ଏହି ଶପଥ ଗ୍ରହଣ ଉତ୍ସବ ଭର୍ଚୁଆଲ୍‌ ନ କରାଯାଏ ତେବେ ବହୁ…

ଦୋକାନ ପଛପାଖ କାନ୍ଥ ତାଡ଼ି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍

ଜଗତପୁର: ସୁନା ଦୋକାନରେ କଳାକନା ବୁଲାଇ ଦେଲେ ଲୁଟେରା । ଦୋକାନ ପଛପାଖ କାନ୍ଥ ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା । କଟକ ଜଗତପୁର ସ୍ଥିତ ଆଇବି ରୋଡରେ ଥିବା ସୁନାଗହଣା ଦୋକାନରୁ ଏହି ଲୁଟ୍ ହୋଇଛି । ଅଭିଯୋଗ ଅନୁସାରେ ଲୁଟେରା ୬୦ଭରି ସୁନା, ୩୫ କେଜି ରୁପା ଓ ନଗଦ ୬୦ ହଜାର ଟଙ୍କା…

କୃଷକଙ୍କ ମାମଲା ମାଗଣାରେ ଲଢିବାକୁ ପ୍ରସ୍ତୁତ; ଏସ୍‌ସି ବାର୍‌ ଆସୋସିଏସନ୍‌ ଅଧ୍ୟକ୍ଷ

ନୂଆଦିଲ୍ଲୀ: କୃଷି ଆଇନ ବିରୋଧରେ କୃଷକମାନଙ୍କ ଆନ୍ଦୋଳନ ଜାରି ରହିଛି ଏବଂ ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ପୂର୍ବରୁ କୃଷକମାନେ ଏକ ବଡ଼ ଘୋଷଣା କରିଛନ୍ତି ଯେ ଶନିବାର ଦିନ କୃଷକ ସଂଗଠନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିବେ। ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ମଧ୍ୟ…

କୃଷକଙ୍କ ଭାରତ ବନ୍ଦ ଡକରାକୁ ରାଜ୍ୟ କଂଗ୍ରେସର ସମର୍ଥନ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ କୃଷକ ସଂଗଠନ ଭାରତ ବନ୍ଦ ଡକରା ଦେଇଛି । ଏହାକୁ ସମର୍ଥନ କରିବ ଓଡ଼ିଶା କଂଗ୍ରେସ । ଏନେଇ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, କଂଗ୍ରେସ ଦଳ ଭାରତ ବନ୍ଦ ଡାକରାକୁ ସମର୍ଥନ କରୁଛି । ଚାଷୀମାନେ ଆମର…

କୃଷକ ଆନ୍ଦୋଳନ ସମର୍ଥନରେ କଣ କହିଲେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ‌ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡା ପୁଣି ଥରେ ଭାରତର ଆଭ୍ୟନ୍ତରୀଣ ବ୍ୟାପାରରକୁ ନେଇ ମୁହଁ ଖୋଲିଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ପୁଣି ଥରେ କହିଛନ୍ତି ଯେ ଭାରତରେ ପ୍ରଦର୍ଶନ କରୁଥିବା କୃଷକମାନଙ୍କୁ କାନାଡା ସମର୍ଥନ କରେ। ଦ୍ୱିତୀୟ ଥର ପାଇଁ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ…