ସୀମା ଟପିଛି ତାଲିବାନୀଙ୍କ ବର୍ବରତା; ଖରାପ ଖାଦ୍ୟ ରାନ୍ଧିଲେ ମହିଳାଙ୍କୁ ମିଳୁଛି ମୃତ୍ୟୁ ଦଣ୍ଡ!
ନୂଆଦିଲ୍ଲୀ: ଆଫଗାନିସ୍ତାନର ପୂର୍ବତନ ବିଚାରପତି ନଜଲା ଆୟୁବି କହିଛନ୍ତି ଯେ ତାଲିବାନ ଦ୍ୱାରା ଆଫଗାନିସ୍ତାନ ମହିଳାଙ୍କୁ ନିର୍ଯାତନା ଦିଆଯାଉଛି। ସେମାନେ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି ଯେ ସେମାନେ ଲୋକଙ୍କ ଅଧିକାରକୁ ସମ୍ମାନ କରିବେ ଏବଂ ସେମାନଙ୍କୁ ଇସଲାମ ଅନୁଯାୟୀ କାର୍ଯ୍ୟ କରିବାକୁ…