ସୋଆରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍ଏସ୍ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍ଯାପିତ
ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ ନିମନ୍ତେ ନ୍ୟାସ୍ନାଲ୍ ସର୍ଭିସ ସ୍କିମ୍ (ଏନ୍ଏସ୍ଏସ୍)ର କଂଟିଜେଂଟ ଚୟନ ନିମନ୍ତେ ଆୟୋଜିତ ୧୦ ଦିନିଆ ପୂର୍ବାଂଚଳ ପ୍ରି ରିପବ୍ଲିକ୍ ଡେ କ୍ୟାମ୍ପ ଉଦ୍ଯାପିତ ହୋଇଯାଇଛି । ନଭେମ୍ବର ୨୨ ତାରିଖରୁ ଶିକ୍ଷା…