ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କ ଲକ୍ଷ୍ମୀନୃସିଂହ ବେଶ
ଭୁବନେଶ୍ୱର: ପଞ୍ଚୁକ ପାଞ୍ଚ ଦିନ ଶ୍ରୀଜୀଉଙ୍କର ସ୍ୱତନ୍ତ୍ର ବେଶ ହେବା ସହ ସ୍ୱତନ୍ତ୍ର ନୀତି ହୋଇଥାଏ। ତେବେ ଏହି ଦୁର୍ଲଭ ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଲାଗି ରହିଛି। ତେବେ ଭିଡ଼କୁ ନିୟନ୍ତ୍ରଣ କରିବାକୁ ଶ୍ରୀମନ୍ଦିର ଚାରିପଟେ ପୋଲିସ୍ ଫୋର୍ସ ମୁତୟନ ରହିଛନ୍ତି। ଆସନ୍ତାକାଲି…