Latest Odisha News

BREAKING NEWS

ଦେଶବାସୀଙ୍କୁ ମାଗଣା ଟିକାକରଣ; ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏବେ ଦେଶର ସବୁ ନାଗରିକଙ୍କୁ ମିଳିବ ମାଗଣା କରୋନା ଟିକା। ଏନେଇ ଆଜି ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଯାହା ପରେ ଏଭଳି ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ସାନିଟାଇଜର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୁଣେ: ମହାରାଷ୍ଟ୍ରର ପୁଣେରେ ଥିବା ଏକ ସାନିଟାଇଜର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ପାଖାପାଖି ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁ ବରଣ କରିଥିବା ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହିତ ଆହତଙ୍କ…

ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୪୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସ୍ଥିତିରେ ଆସୁଛି ସୁଧାର । ରାଜ୍ୟରେ କମୁଛି ସଂକ୍ରମଣ । ତାସାଙ୍ଗକୁ ବଢ଼ିବାରେ ଲାଗିଛି ସୁସ୍ଥ ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୪୨୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

ସୀତାଙ୍କ ଭୂମିକା ପାଇଁ କରୀନା ନେବେ ୧୨ କୋଟି ଟଙ୍କା !

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କରୀନା କାପୁର ଦେବୀ ସୀତାଙ୍କ ଭୂମିକା କରିବା ପାଇଁ ୧୨ କୋଟି ଡିମାଣ୍ଡ କରିଛନ୍ତି । ନିର୍ମାତା ଆଲୌକିକ ଦେଶାଇ ଏହି ଫିଲ୍ମ ପାଇଁ କରୀନାଙ୍କ ପାଖକୁ ଯାଇଥିଲେ । କରୀନାଙ୍କ ଡିମାଣ୍ଡ ଶୁଣି ସେ ଚକିତ ହୋଇଯାଇଥିଲେ । ରିପୋର୍ଟ ମୂତାବକ ନିର୍ମାତା ଏଥିନେଇ ସବୁଜ…

କଟକରୁ ପୁଣି କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ

କଟକ : କଟକରୁ ପୁଣି ଜବତ ହେଲା ଧଳା ଜହର । ପ୍ରାୟ ୧ କେଜି ୩୮ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି କମିଶନରେଟ ପୋଲିସ୍ । ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ସୂଚନା ଅନୁସାରେ,…

ଓ ମାଇ ଗଡ-୨ରେ ଅକ୍ଷୟ-ୟାମି ଯୋଡି, ପଙ୍କଜଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକା

ମୁମ୍ବାଇ: ୨୦୧୨ର ଚର୍ଚ୍ଚିତ ଫିଲ୍ମ ଓ ମାଇ ଗଡର ସିକ୍ୱେଲର ଶୁଟିଂ ଖୁବ୍ ଶୀଘ୍ର ଆରମ୍ଭ ହେବ । ଓ ମାଇ ଗଡ-୨ରେ ପରେଶ ରାୱଲଙ୍କ ସ୍ଥାନରେ ପଙ୍କଜ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ ହେବେ । ଅକ୍ଷୟ କୁମାର ଏବଂ ୟାମୀ ଗୌତମ ଫିଲ୍ମରେ ଲିଡ ରୋଲ କରିବେ । ଏହି ୩ଜଣଙ୍କ ଚାରିପଟେ…

ଚାଷୀଙ୍କ ସମସ୍ୟା ସୁଧାରିବାକୁ ପ୍ରତିଶ୍ରୁତି…

ଜୁନାଗଡ଼: ଚାଷୀ ସମସ୍ୟା ନେଇ ମନ୍ତ୍ରୀଙ୍କ ମଣ୍ଡି ପରିଦର୍ଶନ l ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଜୁନାଗଡ଼ ଅନ୍ତର୍ଗତ ବିଭିନ୍ନ ମଣ୍ଡି ପରିଦର୍ଶନ କରି ଚାଷୀଙ୍କ ସମସ୍ୟା ପଚାରି ବୁଝିଥିଲେ l ବର୍ତ୍ତମାନ ମଣ୍ଡି ଆରମ୍ଭ ହୋଇଥିଲେ ମଧ୍ୟ ଏଠାରେ ବିଭିନ୍ନ ସମସ୍ୟା…

କରୋନା କବଳରୁ ମୁକୁଳୁଛି ରାଜଧାନୀ ଭୁବନେଶ୍ବର

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ମାମଲା କମିବା ଏବେ ଲୋକଙ୍କୁ ଆଣିଦେଇଛି ଆଶ୍ବସ୍ତି । କିନ୍ତୁ ସବୁଠୁ ଅଧିକ ଆଶ୍ବସ୍ତି ଖବର ଆଣିଛି ରାଜଧାନୀ ଭୁବନେଶ୍ବର ପାଇଁ । କାରଣ କରୋନା ସଂକ୍ରମଣକୁ ନେଇ ହଟସ୍ପଟରେ ଥିଲା ଭୁବନେଶ୍ବର । ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ…

ବଦଳିଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାର ମୂଲ୍ୟାଙ୍କନ ପ୍ରକ୍ରିୟା

ନୂଆଦିଲ୍ଲୀ : ବଦଳିଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାର ମୂଲ୍ୟାଙ୍କନ ପ୍ରକ୍ରିୟା । ଏହାସହ ପରୀକ୍ଷାର ଫଳାଫଳ ଦାଖଲ ପାଇଁ ତାରିଖ ବୃଦ୍ଧି କରିଛି ବୋର୍ଡ । ଏନେଇ ସିବିଏସଇ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ବିଜ୍ଞପ୍ତି ଅନୁସାରେ, କେବଳ ଅନଲାଇନ ଜରିଆରେ ହେବ ବିଦ୍ୟାଳୟରେ ବାକି ଥିବା…

ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ଯିବେ । ସୋମବାର ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ୧୩ରୁ ୨୫ ଜୁଲାଇ ମଧ୍ୟରେ ୩ଟି ଏକଦିବସୀୟ ମ୍ୟାଚ ଏବଂ ୩ଟି ଟି୨୦ ମୁକାବିଲା ହେବ । ଏହାର ପ୍ରସାର ଦାୟିତ୍ୱ ନେଇଥିବା ସୋନୀ ପକ୍ଷରୁ ଏହି କାର୍ଯ୍ୟସୂଚୀ ଘୋଷଣା…