ସେପ୍ଟେମ୍ୱର ୬ରୁ ଆରମ୍ଭ ଓଜେଇଇ
ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ । ପରୀକ୍ଷା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ତିନିଟି ସିଫ୍ଟରେ ପରୀକ୍ଷା କରାଯିବ । ଏନେଇ ସୂଚନା ଦେଇଛନ୍ତି ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ।…