Latest Odisha News

BREAKING NEWS

ଝାରପଡ଼ା ଜେଲରେ ରାତି କାଟିଲେ ଆଇଏଫଏସ୍ ବାପା ଓ ସୌଖିନିଆ ପୁଅ

ଭୁବନେଶ୍ୱର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ନୂଆ ଠିକଣା ଭୁବନେଶ୍ୱର ଝାରପଡ଼ା ଜେଲ୍ । ବାପାଙ୍କ ସହ ପୁଅ ଆକାଶ ପାଠକ ବି ଜେଲରେ ରାତି କାଟିଛନ୍ତି । ହୋଟେଲ ତାଜ ସମେତ ଦେଶ ବିଦେଶର ହୋଟଲରେ ଅୟସ ଲାଇଫ ବିତାଉଥିବା ବାପା-ପୁଅ ଯୋଡ଼ି ଜେଲ ହାଓ୍ୱା ଖାଇଛନ୍ତି । ଗତକାଲି ସେମାନଙ୍କୁ ଝାରପଡ଼ା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୨୮-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୮ ରିଖ ଶନିବାର ବିଛା ୧୩ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ଭୁକ୍ତ ଚତୁର୍ଦ୍ଦଶୀ ତିଥି ଦ୍ଵିଜା ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର:-…

ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍

ଭୁବନେଶ୍ୱର : ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । କରୋନାର କିଛି ଲକ୍ଷଣ ତାଙ୍କ ନିଟରେ ଦେଖାଯିବାରୁ ସେ ସ୍ୱାବ ଟେଷ୍ଟ କରିଥିଲେ । ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟରେ…

ମହିଳା ହିଂସା ସମାଜ ପାଇଁ କଳଙ୍କ

ଗୋଟିଏ ମୁଦ୍ରାର ଦୁଇପାଶ୍ୱର୍କୁ ଦେଖିଲେ ମୁଦ୍ରାର ମୂଲ୍ୟ ବୁଝି ହୋଇଥାଏ। ଯଦି ତା’ର ଗୋଟିଏ ପାଶ୍ୱର୍ ଦେଖାନଯିବ ତା’ହେଲେ ସେଇ ମୁଦ୍ରାଟି ମୂଲ୍ୟହୀନ। ଏଠାରେ ଏଇ କଥା କହିବାର ତାତ୍ପର୍ଯ୍ୟ ଏୟା ଯେ, ସମାଜର ଦୁଇଟି ଅଙ୍ଗ ନାରୀ ଓ ପୁରୁଷ। ଯଦି ସେଥିରୁ ଜଣଙ୍କୁ ଆମେ ଅଣଦେଖା ବା ଅବହେଳା କରିବା…

କବିତା: କାଳିଆ ସାଆନ୍ତ

କୁଞ୍ଜବିହାରୀ ସାହୁ ଦେଖ ଦେଖ ଦେଖ ଭାଇ କାଳିଆ ସାଆନ୍ତ ଦେଉଳରେ ବସିଅଛି ଖିଲିଖିଲି ହସୁଅଛି ନାହିଁ ତା ହାତ ଦେଖ ଦେଖ ଦେଖ ଭାଇ.....(୦) ପାଖେ ତାର ବଡ ଭାଇ ଭକତକୁ ରହେ ଚାହିଁ ଭଉଣୀଟି ଗେହ୍ଲା ପୁଣି ଭକତର ମନ କିଣି ଆଜି ଏହି କାର୍ତ୍ତିକରେ ସଭିଙ୍କୁ ସେ ଡାକୁଛିରେ ଆସ…

ପ୍ରଭା ପାଇଁ ରାଉରକେଲାରେ ଅଟକିଲା ୫୦ରୁ ଉର୍ଦ୍ଧ୍ବ ବସ୍

ରାଉରକେଲା: ରାଉରକେଲାରେ ଅଟକିଛି ୫୦ରୁ ଊର୍ଦ୍ଧ୍ୱ ନାଇଟ୍‌କୋଚ୍‌ ବସ୍ । ଭୁବନେଶ୍ୱର ଯାଉଥିବା ‘ପ୍ରଭା’ ନାମକ ଘରୋଇ ବସ୍‌ର ଚାଳକକୁ ଆକ୍ରମଣ ଅଭିଯୋଗ। ଏହି ଘଟଣାକୁ କେନ୍ଦ୍ର କରି ରାଉରକେଲା ନୂଆ ବସ୍‌ ଷ୍ଟାଣ୍ଡରେ ଉତ୍ତେଜନା ପ୍ରକାଶ ପାଇଛି। ରାଉରକେଲାରୁ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ…

ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶାଙ୍କଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାରେ ଏବଂ…

ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ଉଭୟ ବାପା ଓ ତାଙ୍କ ପୁଅ ଆକାଶ କୁମାର ପାଠକଙ୍କୁ ଭିଜିଲାନ୍ସ ଗିରଫ କରିବାର କିଛି ସମୟ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ସୂଚନା ଅନୁଯାୟୀ ଏହି ବାପା-ପୁଅ ଯୋଡ଼ିଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ…

ରାଜ୍ୟସଭା ଯିବେ ସୁଶୀଲ ମୋଦି, ମିଳିପାରେ ବଡ ଦାୟିତ୍ବ

ବିହାର: ବିହାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସୁଶୀଲ ମୋଦି ଯିବେ ରାଜ୍ୟସଭା । ବିହାର ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ଲୋକ ଜନଶକ୍ତି ପାର୍ଟି ନେତା ରାମବିଲାସ ପାଶୱାନଙ୍କ ଦେହାନ୍ତ ପରେ ରାଜ୍ୟସଭା ସିଟ୍ ଖାଲି ପଡିଛି । ଏହି ସିଟ୍ ପାଇଁ ଉପନିର୍ବାଚନ ହେବାର ଅଛି । ତେଣୁ…

କୋଇଡ଼ା ଓ କୁଆରମୁଣ୍ଡା ବ୍ଲକରେ ୱାଡି ପ୍ରକଳ୍ପ ଆରମ୍ଭ; ୧୩୬ ଏକର ଜମିରେ ଫଳ ଚାଷ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ୬ଟି ଖଣି ପ୍ରଭାବିତ ବ୍ଲକରେ ୱାଡି ପ୍ରକଳ୍ପ ଅଧୀନରେ ବିଭିନ୍ନ ଫଳ ଚାଷ କରାଯାଉଛି। ଶୁକ୍ରବାର ଦିନ କୋଇଡ଼ା ଓ କୁଆରମୁଣ୍ଡା ବ୍ଲକରେ ଏହି ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏହି ଦୁଇଟି ବ୍ଲକରେ ମୋଟ ୧୩୬ ଏକର ଜମିରେ କାଜୁ ଓ ଆମ୍ବ ଚାରା ରୋପଣ କରାଯାଉଛି।…