Latest Odisha News

BREAKING NEWS

ଜୁନ୍‌ ୧୦ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁନ୍‌ ୧୦ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଜି କହିଛି।…

ଗୁରୁମିତ୍‌ ରାମ ରହୀମ ସିଂ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହୀମ ସିଂ କରୋନା ସଂକ୍ରମିତ ହୋଇଛନ୍ତି। ନିଜକୁ ଗଡ୍‌ମ୍ୟାନ୍‌ ପରିଚୟ ଦେଉଥିବା ବିବାଦୀୟ ରାମ ରହୀମ ସିଂ କରୋନା ଆକ୍ରାନ୍ତ ହେବା ପରେ ତାଙ୍କୁ ହରିୟାଣାର ରୋହତକ ଜିଲ୍ଲାର ସୁନାରିଆ ଜେଲରୁ ଗୁରୁଗ୍ରାମର ଏକ ଘରୋଇ ଡାକ୍ତରଖାନାରେ…

କରୋନା ସମୟରେ ବିଧାୟକଙ୍କ ସହଯୋଗ

ପାଟଣାଗଡ: କରୋନା ସମୟରେ ବିଧାୟକଙ୍କ ମହାନତା ।। ଏହି ସଙ୍କଟ ସମୟରେ ଲୋକଙ୍କୁ ସହଯୋଗ କରିଛନ୍ତି ପାଟଣାଗଡ ବିଧାୟକ ସରୋଜ ମେହେର । କରୋନା ମହାମାରୀ ସମୟରେ ଲୋକେ କାମଧନ୍ଦା ଅଭାବରୁ ଅନେକ ସମସ୍ୟା ଭୋଗୁଛନ୍ତି । କିଛି ଲୋକ କାମ ଧନ୍ଦା ହରାଇଥିବା ବେଳେ ସମସ୍ୟା ଭିତରେ ଖାଇବା ନେଇ ବହୁ…

ଶୁଖିଲା ଖାଦ୍ୟ ବଣ୍ଟନରେ ହେରଫେର ଅଭିଯୋଗ

ସୋନପୁର : ଶୁଖିଲା ଖାଦ୍ୟ ବଣ୍ଟନରେ ପାତର ଅନ୍ତର ଅଭିଯୋଗ l ଅସହାୟ ଗରିବ ଲୋକଙ୍କୁ ଦିଆଯାଉଛି ଶୁଖିଲା ଖାଦ୍ୟ । ସୁବର୍ଣ୍ଣପୁର ଜିଲ୍ଳା ବିଜୁ ଜନତା ଦଳ ତରଫରୁ ସହରର ବିଭିନ୍ନ ବର୍ଗର ନିସହାୟ ପରିବାର ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି l ତେବେ ଏହି ଶୁଖିଲା ଖାଦ୍ୟ ବଣ୍ଟନ ନେଇ ଲୋକଙ୍କ…

କୋଭିଡ୍ ସେଣ୍ଟର ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ

ତାଳବଣିଆ : କୋଭିଡ୍ ସେଣ୍ଟରରେ ବ୍ୟବହୃତ ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ । ତାଳବଣିଆ ପାଖରେ ଏଭଳି କୋଭିଡ ବର୍ଜ୍ୟବସ୍ତୁ ଚାରିଆଡେ ଫିଙ୍ଗାଯାଇଥିବା ଦେଖିବାକୁ ମିଳିଛି | ପୂର୍ବରୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ କୋଭିଡ କେୟାର ସେଣ୍ଟରରେ କରୋନା ବର୍ଜ୍ୟବସ୍ତୁ ଏଣେତେଣେ ବିଛାଡି ହୋଇ…

ଗାଡିର ଇଣ୍ଡିକେଟର ଦେଇ ନ ଥିବାରୁ ବିଚ୍ ରାସ୍ତାରେ ବାଡେଇ ବାଡେଇ ମାରିଦେଲେ

କପ୍ତିପଦା: ଗାଡି ସାଇଡ ମାରିବା ସମୟରେ ଗାଡିର ଇଣ୍ଡିକେଟର ଦେଇ ନ ଥିବାରୁ ଅତି ନିର୍ଦ୍ଦୟ ଭାବେ ବିଚ୍ ରାସ୍ତାରେ ବାଡେଇ ବାଡେଇ କରିଲେ ହତ୍ୟା । ଆଉ ହତ୍ୟାକାଣ୍ଡରେ ମୃତ୍ୟୁବରଣ କରିଛନ୍ତି ବିଜେପିର ଯୁବ ମୋର୍ଚ୍ଚା ଜିଲ୍ଲା ପ୍ରଭାରୀ । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ଅଂଚଳରେ ।…

ଝାର

ଆମେ ଯାହାକୁ ନଈ ବୋଲି କହୁଥିଲୁ ପ୍ରକୃତରେ ସେଇଟି ଗୋଟେ ଯୋର ହିଁ ଥିଲା । ମହାନଦୀରୁ ବାହାରି ଆମ ଗାଁ ଦେଇ ଆଗକୁ ଅଳ୍ପ ବାଟ ଯାଇ ସରିଯାଇଥିଲା । ମହାନଦୀର ସମୁଦ୍ର ମୁହାଣ ବେଶୀ ବାଟ ନଥିଲା, ତେଣୁ ଆମ ଯୋରରେ ଦିନକୁ ଦିଇ ଥର ଜୁଆର ନିଶ୍ଚୟ ଆସୁଥିଲା । ଅମାବାସ୍ୟା ଓ ପୂର୍ଣ୍ଣିମାରେ ଯୋରର ପାଣି…

ଉତ୍ତରପ୍ରଦେଶରେ ହଟିଲା କରୋନା କର୍ଫ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ହଟିଲା କରୋନା କର୍ଫ୍ୟୁ। କିଛି ସ୍ଥାନକୁ ଛାଡି ଅନ୍ୟ ସମସ୍ତ ଜିଲ୍ଲାରେ ‌କରୋନା ଲକ୍‌ଡାଉନ୍‌କୁ ଉଠାଇ ଦେଇଛନ୍ତି ଉତ୍ତରପ୍ରଦେଶ ସରକାର। ମିରଟ, ସାହାରନପୁର ଏବଂ ଗୋରଖପୁର ବ୍ୟତୀତ ସମସ୍ତ ଅନ୍ୟ ସମସ୍ତ ଜିଲ୍ଲାରେ କୋଭିଡ କର୍ଫ୍ୟୁକୁ ହଟାଇ ଦେଇଛନ୍ତି ସରକାର।…

ଗଭୀର ଅନୁଭୂତି ଏବଂ ଦୀର୍ଘ ଅଭିଜ୍ଞତା ବିନା ସୃଜନଶୀଳ ସାହିତ୍ୟ ସମ୍ଭବ ନୁହେଁ : ଦିଲ୍ଲୀପ ବେହେରା

ସାମ୍ପ୍ରତିକ ଓଡ଼ିଆ ସାହିତ୍ୟ ଜଗତର ଏକ ସ୍ୱତନ୍ତ୍ର ବ୍ୟକ୍ତିତ୍ୱ ଦିଲ୍ଲୀପ ବେହେରା । ଜୀବନର ଅନାଲୋଚିତ ଫର୍ଦ୍ଦକୁ ଗଳ୍ପର କଳେବର ଦେଇ ଭାବପୂର୍ଣ୍ଣ ଓ ସମ୍ମୋହକ ସଙ୍କେତରେ ଖୁବ୍ ନିଆରା ଭାବରେ ସେ ଉପସ୍ଥାପନ କରିପାରନ୍ତି। କେବେଳ ଗଳ୍ପ ନୁହେଁ କବିତା ରଚନାରେ ମଧ୍ୟ ସେ ଖୁବ ସିଦ୍ଧହସ୍ତ ।…

ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ କରୋନା; ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି। ତାରା ବାହିନୀପତିଙ୍କଠାରେ…