Latest Odisha News

ଟ୍ରମ୍ପଙ୍କ ଆକାଉଣ୍ଟକୁ ୨ ବର୍ଷ ଯାଏଁ ବନ୍ଦ କଲା ଫେସବୁକ

ନୂଆଦିଲ୍ଲୀ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫେସବୁକ ଆକାଉଣ୍ଟକୁ ଶୁକ୍ରବାର ଦିନ ସସପେଣ୍ଡ କରାଯାଇଛି। ଆଉ ଏହି କଟକଣା ଦୁଇ ବର୍ଷ ଯାଏଁ ଜାରି ରହିବ। ଚଳିତ ବର୍ଷ ଜାନୁଆରୀରୁ ତାଙ୍କର ଫେସବୁକ୍ ଆକାଉଣ୍ଟ ଉପରେ ଏହି ନିୟମ ଲାଗୁ ହୋଇଛି। ତେବେ ଭବିଷ୍ୟତରେ ଯଦି କେହି…

‘ବିଶ୍ଵ ପରିବେଶ ଦିବସ’ରେ ସୁଦର୍ଶନଙ୍କ ବାଲୁକା କଳାକୃତି

ପୁରୀ: ପରିବେଶକୁ ସୁରକ୍ଷିତ ରଖିଲେ ଆମେ ବି ସୁରକ୍ଷିତ ରହିବା। ଏଭଳି କିଛି ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବିଶ୍ୱ ପରିବେଶ ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ପରିବେଶର ସୁରକ୍ଷା ନେଇ ଏକ ବାଲୁକା ଚିତ୍ରକଳା ପୁରୀ ବେଳାଭୂମିରେ…

ଓଡ଼ିଶା ହାଇକୋର୍ଟରେ ଜୁଲାଇ ୨ ଯାଏ ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି

କଟକ: ଭିଡିଓ କନଫରେନ୍ସିଂରେ ଚାଲିବ ହାଇକୋର୍ଟରେ ଶୁଣାଣି । ରାଜ୍ୟରେ ଲକଡାଉନ ବୃଦ୍ଧି ପରେ ଆସନ୍ତା ସୋମବାରଠାରୁ ଜୁଲାଇ ୨ ତାରିଖ ଯାଏ ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି ହେବ । ପ୍ରତି କାର୍ୟ୍ୟ ଦିବସରେ ଗୋଟିଏ ଡିଭିଜନ ବେଞ୍ଚ ଓ ୬ଟି ସିଙ୍ଗଲ ବେଞ୍ଚ କାମ କରିବେ । ସକାଳ ସାଢ଼େ ୧୦ଟାରୁ…

କରୋନା ମାନଚିତ୍ରରେ ବଦଳିଲା ଓଡ଼ିଶାର ରଙ୍ଗ, ରେଡ୍ ଜୋନରୁ ବାହାରିଲେ ଏସବୁ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସିଛି । ଏବେ ୮ ହଜାର ଭିତରେ ରହୁଛି । ପ୍ରତିଦିନ ଅଧିକ ସୁସ୍ଥ ହେଉଛନ୍ତି । ଆକ୍ଟିଭ୍ କେସ୍ ଖସୁଛି । ପଜିଟିଭ୍ ହାର ୧୦ ପ୍ରତିଶତରୁ ହ୍ରାସ ପାଇଛି । ସଂକ୍ରମଣ ଓ ଆକ୍ଟିଭ୍ କେସ୍ କମୁଥିବା ବେଳେ ବଦଳିଛି କରୋନା ମାନଚିତ୍ରରେ…

ବଢୁଛି କରୋନା ମୃତ୍ୟୁସଂଖ୍ୟା: ୨୪ ଘଣ୍ଟାରେ ଓଡ଼ିଶାରୁ ଗଲା ୪୦ ଜୀବନ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ଓଡ଼ିଶାରେ ସଂକ୍ରମଣ କମୁଥିଲେ ବି ମୃତ୍ୟୁସଂଖ୍ୟା ଉପରମୁହାଁ । ୨୪ ଘଣ୍ଟାରେ ଆଉ ୪୦ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୫ ଜିଲଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ମୃତ୍ୟୁସଂଖ୍ୟା ପାଞ୍ଚ ଶହ ପାଖାପାଖି ହେଲାଣି…

ଓଡ଼ିଶାରେ ୮ ଲକ୍ଷ ଟପିଲା କରୋନା କେସ୍: ଆଜି ୭୩୯୫ ପଜିଟିଭ୍, ୯ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ଖସୁଛି କରୋନା କାୟା । ଦୈନିକ ସଂକ୍ରମଣ କମୁଛି । ସୁସ୍ଥ ହେଉଛନ୍ତି ଅଧିକ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭ହାଜର ୩୯୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୧୬୯ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ପରଲୋକରେ ‘ଶଲା ବୁଢ଼ା’ ଅଟଳ ବିହାରୀ ପଣ୍ଡା

ସମ୍ବଲପୁର : ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କର ପରଲୋକ ଘଟିଛି ।  ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଗତ କିଛିଦିନ ଧରି ସେପ୍ଟିସିମିଆ ରୋଗରେ ପୀଡ଼ିତ ହୋଇ ସେ ବୁର୍ଲା ଭିମସାରରେ ଚିକିତ୍ସିତ ହେଉଥିଲେ । ସମ୍ବଲପୁରୀ ସିନେମାରେ ତାଙ୍କର କାର୍ଯ୍ୟ ପାଇଁ…

କବିତା : ସଖା

 ଲକ୍ଷ୍ମଣ ସାହୁ  ବିସ୍ତୀର୍ଣ୍ଣ ସାଗର ବେଳାର ବିକ୍ଷିପ୍ତ ବାଲୁକା ରାଶିରେ ଶାମୁକାର ସମାହାରେ ଖୋଜୁଥାଏ ମୋ ଅତୀତ ସ୍ମୃତି ଏବେ ଅନାହତ ଖୁସିର ଶାମୁକାଟିଏ । ଖୋଜୁଥିଲି....... କୋଣାର୍କର ଭଗ୍ନ ମୁଖଶାଳେ ଦେଖୁଥିଲି ଅଭଙ୍ଗା ନର୍ତ୍ତକୀ ନୃତ୍ୟରତା ମୋ ପ୍ରିୟାର ମୁଖ ପାଦର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ  ତା ୫-୬-୨୦୨୧ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁନ ତା ୫ ରିଖ ଶନିବାର ବୃଷ ୨୨ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ଧନୁ ରାଶି ପୁରୁଷ ଓ ତୁଳା ରାଶି…

ଆସନ୍ତାକାଲିଠୁ ସାମ୍ୱାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ବିତୀୟ ଡୋଜ୍

ଭୁବନେଶ୍ବର : ଆସନ୍ତାକାଲିଠାରୁ ଠାରୁ ରାଜଧାନୀରେ ଆରମ୍ଭ ହେବ ସାମ୍ୱାଦିକଙ୍କୁ ଟିକାକରଣ କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟ । ବିଏମସି ପକ୍ଷରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏହି ସମୟ ମଧ୍ୟରେ ରାଜ୍ୟ ସରକାରଙ୍କ ଗୋପବନ୍ଧୁ…