ଲଗାଣ ବର୍ଷାରେ ଭୂସ୍ଖଳନ; କନ୍ଧମାଳ-ଗଞ୍ଜାମ ଯୋଗାଯୋଗ ବିଚ୍ଛିନ୍ନ,ଏପଟେ ଧୋଇଗଲା ଶାରିଶୁଆ ଘାଟି
ଭୁବନେଶ୍ବର: ଲଗାଣ ବର୍ଷା ପରେ ଭୂସ୍ଖଳନ । ଚିତ୍ରକୋଣ୍ଡା-ଦାରାକୋଣ୍ଡା ରାସ୍ତାରେ ଭୂସ୍ଖଳନ ହେବାରୁ ମାଟି ଓ ପଥର ରାସ୍ତା ଉପରେ ଖସିପଡ଼ିଛି। ଫଳରେ ଯାତାୟତ ପ୍ରଭାବିତ ହୋଇଛି । ଏହାଦ୍ବାରା ବିଶାଖାପାଟଣା ଯାତାୟତ ବାଧାପ୍ରାପ୍ତ ହୋଇଛି ।
ବର୍ଷା ଜାରି ରହିଲେ ସମସ୍ୟା ଆହୁରି ବଢ଼ିବା…