Latest Odisha News

BREAKING NEWS

Nandankanan Zoo: ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ ଫ୍ଲୁକୁ…

Koraput Municipality: କୋରାପୁଟ ମ୍ୟୁନିପାଲିଟି ପାଇବ ଶ୍ରେଷ୍ଠ ପୌରାଞ୍ଚଳ ପୁରସ୍କାର

କୋରାପୁଟ: ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ । ଏନେଇ କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି । ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ କରାଯିବ । କୋରାପୁଟ…

Weather Update: ଆସୁଛି ୨ଟି ଲଘୁଚାପ; ଆଜିଠୁ ପ୍ରବଳ ବର୍ଷିବ!, ଏହି ସବୁ ଜିଲ୍ଲାକୁ ସତର୍କ ଘଣ୍ଟି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ…

Belpahad Municipality corruption: ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ଆଉ ଏକ…

ଝାରସୁଗୁଡ଼ା: ବେଲପାହାଡ଼ ମ୍ୟୁନିସିପାଲିଟି ଦୁର୍ନୀତି ଘଟଣାରେ ନିଆଗଲା ଆଉ ଏକ କାର୍ଯ୍ୟାନୁଷ୍ଠାନ । ମ୍ୟୁନିସିପାଲଟିର ପୂର୍ବତନ ନିର୍ବାହୀ ଅଧିକାରୀ ତଥା ଏବେର ମୟୁରଭଞ୍ଜ ଜିଲ୍ଲା ଜାମଡା ତହସିଲଦାର ମଧୁସ୍ମିତା ସିଂଙ୍କୁ ନିଲମ୍ବିତ କରାଯାଇଛି । ସ୍ବତନ୍ତ୍ର ଅଡିଟ୍ ରିପୋର୍ଟ ଦାଖଲ ପରେ ରାଜସ୍ବ…

ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ଗଣଦୁଷ୍କର୍ମ ଅଭିଯୋଗ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଲଜ୍ଜା । ଶୁକ୍ରବାର ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ୫ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିବା ସୂଚନା । ଏନେଇ ଶନିବାର ଥାନାରେ ମାମଲା ରୁଜୁ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।…

ଶ୍ରୀ ଭାଗବତ ସାର ୧୪୫: କଳି ଯୁଗରେ ଶ୍ରୀମଦ ଭାଗବତଙ୍କୁ ଆଧାର କଲେ ଅଲୌକିକ ଜ୍ଞାନର ଅଧିକାରୀ ସହ ମୁକ୍ତି ପଥର ଯାତ୍ରୀ…

ଲେଖକ: ଦୟାନିଧି ତ୍ରିପାଠୀ ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତର ସାର ହିସାବରେ ଆଲୋଚିତ ପ୍ରସଙ୍ଗ ଅବଧୂତଙ୍କ ଚବିଶି ଗୁରୁଙ୍କ ଅନ୍ତିମ ପର୍ଯାୟରେ ଆଜି ଆଲୋଚନା କରିବା ଶେଷ ଗୁରୁଙ୍କ ବିଷୟରେ। 24. ପେଶସ୍କାରି ବା କୁମ୍ଭାର ପୋକ :- ଏହି କୁମ୍ଭାରୀଆ କୀଟ କୁ ଅନେକ ଜାଣି ନଥିବେ।…

Digital arrest scam : ଇଞ୍ଜିନିୟରଙ୍କୁ ୬ ଲକ୍ଷ ଚୂନ ଲଗାଇଲେ ମାଟ୍ରିକ୍‌ ଫେଲ୍‌ ଠକ

ଭୁବନେଶ୍ବର: କମିସନରେଟ ପୋଲିସ ହାତରେ ଧରାପଡିଲେ ୩ ସାଇବର ଠକ। ପୋଲିସ ଦୁଇଜଣଙ୍କୁ ଗୁଜୁରାଟରୁ ଆଉ ଜଣଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି । କୋରିଅରରେ ଗଞ୍ଜେଇ ଆସିଥିବା କହି ଠକ ଡିଜିଟାଲ ଆରେଷ୍ଟ କରିଥିଲେ। ଗୁଜରାଟର ଏକ ସାଇବର ଠକ ଗ୍ୟାଙ୍ଗ ସ୍କାଇପ ଜରିଆରେ ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ…

ରାଜ୍ୟର ପାଣିପାଗ ଓ କୃଷି ଉପଦେଶ ମଡେଲର ପ୍ରଶଂସା କଲେ ନୋବେଲ ପୁରସ୍କାର ବିଜେତା ମାଇକେଲ କ୍ରେମର

ଭୁବନେଶ୍ୱର: ଚିକାଗୋ ବିଶ୍ୱବିଦ୍ୟାଳୟର ନୋବେଲ ପୁରସ୍କାର ବିଜେତା ପ୍ରଫେସର ମାଇକେଲ କ୍ରେମର(Nobel Laureate Michael Kremer) ଏବଂ ତାଙ୍କର ୧୨ ଜଣିଆ ଦଳ ୩୦ ଅଗଷ୍ଟ ୨୦୨୫ ରେ କୃଷି ଭବନ ପରିଦର୍ଶନ କରିଛନ୍ତି । ରାଜ୍ୟର ଚାଷୀ ସମାଜ ମଧ୍ୟରେ ପାଣିପାଗ ପୂର୍ବାନୁମାନ ପ୍ରସାରଣ ଏବଂ ଏହାର…

Modi-Zelenskyy: ମାସକରେ ୨ୟ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ଜେଲେନ୍ସକି; ଜାଣନ୍ତୁ କହିଲେ କ’ଣ

ନୂଆଦିଲ୍ଲୀ:ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି (Volodymyr Zelenskyy) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି(Narendra Modi)ଙ୍କୁ ଫୋନ୍ କରି ୟୁକ୍ରେନର ସାମ୍ପ୍ରତିକ ଘଟଣାକ୍ରମ ଉପରେ ନିଜର ମତାମତ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏହି ସୂଚନା ଦେଇଛି । ସୂଚନାଥାଉକି,…

National Lok Adalat: ସେପ୍ଟେମ୍ବର ୧୩ରେ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ହେବ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ସେପ୍ଟେମ୍ବର ୧୩ ତାରିଖ (ଶନିବାର) ଦିନ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା, ଟାଙ୍ଗୀ ଓ ବେଗୁନିଆଠାରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା…