ଆଜି ଓଡ଼ିଶାରୁ ୧୦୭୮ କରୋନା ପଜିଟିଭ୍, ୧୫ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍
ଭୁବନେଶ୍ୱର: ରାଜ୍ୟରେ ଏବେ ହଜାରେ ଉପରେ ରହୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୭୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ…