ନ୍ୟୁଜିଲାଣ୍ଡର ପୂର୍ବତନ ଅଲରାଉଣ୍ଡର କେର୍ଣ୍ଣସ ଗୁରୁତର
ମୁମ୍ବାଇ: ନ୍ୟୁଜିଲାଣ୍ଡ କ୍ରିକେଟର ମହାନ ଅଲରାଉଣ୍ଡର କ୍ରିସ କେର୍ଣ୍ଣସଙ୍କ ଅବସ୍ଥା ଗୁରୁତର ରହିଛି । ଏହି ପୂର୍ବତନ ଅଲରାଉଣ୍ଡରଜଣକ ଏବେ ଲାଇଫ ସପୋର୍ଟରେ ଅଛନ୍ତି । ଅପରେଶନ ଏବଂ ଚିକିତ୍ସା ସତ୍ୱେ ତାଙ୍କ ଅବସ୍ଥାରେ ଉନ୍ନତି ଘଟୁ ନାହିଁ । ମୁଖ୍ୟ ଧମନୀର ଭିତର ଅଂଶ ଫାଟି ଯାଇଥିବା କୁହାଯାଇଛି…