କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ପକ୍ଷରୁ ଆଜି ଭାରତ ବନ୍ଦ
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଶ୍ରମିକ, କୃଷକ ଓ ଜନବିରୋଧି ନୀତି ବିରୋଧରେ ମିଳିତ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ଆଜି ଦେଶବ୍ୟାପୀ ଧର୍ମଘଟ କରାଯାଉଛି।
ଏହି ବନ୍ଦକୁ ରାଜ୍ୟ କଂଗ୍ରେସ ମଧ୍ୟ ସମର୍ଥନ କରୁଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ…