Latest Odisha News

BREAKING NEWS

ରାସ୍ତାକଡ଼ ଘର ଭିତରେ ପଶିଗଲା ପିକ୍‌ଅପ୍ ଭ୍ୟାନ୍‌, ଦୁଇ ଜଣଙ୍କର ମୃତ୍ୟୁ

ନବରଙ୍ଗପୁର: ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଘର ଭିତରେ ପଶିଗଲା ପିକଅପ୍ ଭ୍ୟାନ୍ । ନିଆଁ ପୁଇଁ ହେଉଥିବା ବେଳେ ଲୋକଙ୍କ ଉପରେ ମାଡ଼ିଗଲା । ଏଥିରେ ଦୁଇ ଜଣଙ୍କ ଶିଶୁଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଝରାବାହାଲ ଗାଁରେ ।…

ଭୂମି ପେଡନକରଙ୍କ ଦୁର୍ଗାବତୀ ଫିଲ୍ମର ନାମ ବଦଳିଲା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଭୂମି ପେଡନକରଙ୍କ ଅଭିନୀତ ଦୁର୍ଗାବତୀ ଫିଲ୍ମର ନାମ ବଦଳାଯାଇଛି । ଏବେ ଏହାର ନାମ ଦୁର୍ଗାମତୀ ଦି ମିଥ ରଖାଯାଇଛି । ଆସନ୍ତା ମାସରେ ଫିଲ୍ମ ରିଲିଜ ହେବ । ଏହା ତେଲୁଗୁ ସୁପରହିଟ ଫିଲ୍ମ ଭାଗମତୀର ରିମେକ । ଭୂମି ସୋସିଆଲ ସାଇଟରେ ଏହି ପୋଷ୍ଟର ଶେୟାର କରିବା ସହ…

ଗପ : ଅଜିଵ୍ ଦୁନିଆର ଅଜବ ପରିଣାମ

ଦେବାଶିଷ ଆଚାର୍ଯ୍ୟ      ମାମା , ଏକ ସମ୍ଭ୍ରାନ୍ତ ଘର ଶତପଥୀ ବାବୁ ଙ୍କ ଝିଅ । ଦେଖିବାକୁ ଗୋଟିଏ ଚାଉଳରେ ଗଢା l ସୁନ୍ଦରତା ରେ ଗୋଡ଼ଠୁ ମୁଣ୍ଡ ଯାଏଁ କେହି ଟିକିଏ ମଧ୍ୟ ଖୁଣି ପାରିବେ ନାହିଁ । ସଭ୍ୟତା ସମ୍ପନ୍ନ ଘରେ ବଢିଥିବାରୁ ନିୟମ କାନୁନ ଭିତରେ ଚାଲିବାକୁ ପଡ଼େ । ଶତପଥୀ ବାବୁ ଙ୍କ…

ଓଡ଼ିଶାରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ପଶ୍ଚିମ ଓଡ଼ିଶାରୁ କେବଳ ୧୨ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । କିନ୍ତୁ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୭ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୭ଟି ଜିଲ୍ଲାର କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ୧୭ ମୃତକଙ୍କ ଭିତରେ…

ଗୀତିକାର ସୁବ୍ରତ ସ୍ୱାଇଁଙ୍କ ପୁସ୍ତକ ‘କେବେ ଶହେ କେବେ ଶୂନ’ ଉନ୍ମୋଚିତ

ଭୁବନେଶ୍ୱର: ଭଲ ଗୀତ ଖରାପ ଗୀତ ବୋଲି କିଛି ନ ଥାଏ। ମଣିଷ ମନକୁ ଛୁଇଁଥିବା ପ୍ରତ୍ୟେକ ଗୀତ ଗ୍ରହଣୀୟ। ମଣିଷ ଯେତେ ଦୁଃଖ ବା ଖୁସିରେ ଥାଉ, ଏମିତି ଜଣେ ନ ଥିବ ଯେ ଗୀତ ଶୁଣିବାକୁ ବା ଏକାନ୍ତରେ ଗୁଣୁଗୁଣେଇବାକୁ ଭଲ ପାଉ ନ ଥିବ। ଗୀତିକାର ସୁବ୍ରକ ସ୍ୱାଇଇଁ ଶ୍ରୋତା ମହଲରେ ଯେମିତି ପ୍ରସିଦ୍ଧି…

ସାଂସଦମାନଙ୍କ ପାଇଁ ନୂତନ ଗୃହ ଉଦ୍‌ଘାଟନ କଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାଂସଦମାନଙ୍କ ପାଇଁ ନୂତନ ଗୃହର ଉଦଘାଟନ କରିଛନ୍ତି। ଦିଲ୍ଲୀର ବିଡି ମାର୍ଗରେ ମୋଟ ୭୬ ଟି ନୂଆ ଫ୍ଲାଟ ନିର୍ମାଣ କରାଯାଇଛି, ଯାହା ସାଂସଦମାନେ ବ୍ୟବହାର କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

କମୁଛି କରୋନା ଟ୍ରେଣ୍ଡ: ରାଜ୍ୟରୁ ଦିନକରେ ୬୬୮ ନୂଆ ଆକ୍ରାନ୍ତ, ନୂଆପଡ଼ାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା କେସ୍ । ସୁସ୍ଥ ହାର ବଢି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନେତି ୬୬୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୮୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୨୮୩ଟି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ଭାରତରେ ସୁସ୍ଥ ହାର ଅନ୍ୟ ଦେଶ ତୁଳନାରେ ଅଧିକ ରହିଛି; କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜଧାନୀ ଦିଲ୍ଲୀରେ ଗତ ୬ ଦିନ ମଧ୍ୟରେ ୬୨୮ ଜଣ ପ୍ରାଣ ହରାଇଛନ୍ତି। କରୋନାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ସମସ୍ତ ବ୍ୟବସ୍ଥା କରାଯାଉଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ…

୧୭ ଦିନ ପରେ ଠାବ ହେଲା ନିଖୋଜ ସୁନା ଦୋକାନୀଙ୍କ ମୃତଦେହ

ଦେଓଗାଁ: ପାଖାପାଖି ୧୭ ଦିନ ପରେ ଠାବ ହୋଇଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ହାତୀସରା ଗାଁର ନିଖୋଜ ଥିବା ସୁନା ବ୍ୟବସାୟୀଙ୍କ ମୃତ ଦେହ। ମୃତ ସୁନା ଦୋକାନୀଙ୍କ ନାମ ହେଉଛି ଗଜାନନ ମେହେର। ଗଜାନନଙ୍କ ମୃତ ଦେହ ଦେଓଗାଁ ଓ ପାଟଣାଗଡ଼ ଥାନା ସୀମାରେ ଥିବା ମୁଦଘାଟ- ଚିପାକାନୀ…

ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ, ୩ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ସେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଶୋକ ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତାଙ୍କ ସମେତ ଅନ୍ୟ…