Latest Odisha News

BREAKING NEWS

ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ଲାଗିଲା ୧୪୪ ଧାରା

ଆଠଗଡ଼: ଧବଳେଶ୍ୱର ପୀଠ ମୁଖ୍ୟ ରାସ୍ତାରେ ୧୪୪ ଧାରା ଜାରି । କାର୍ତ୍ତିକ ପୂର୍ଣ୍ଣିମା ଯାଏ କଟକଣା ଜାରି କଲା ପ୍ରଶାସନ । ପାଇକରାପୁର ଛକରୁ ମଞ୍ଚେଶ୍ୱର ଛକ ଯାଏ ୧୪୪ ଧାରା ଜାରି କରାଯାଇଛି । କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପାଇଁ ଧବଳେଶ୍ୱର ପୀଠରେ ଭକ୍ତଙ୍କ ସମାଗମ ହୋଇଥାଏ । ଏବର୍ଷ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣିତ ଅଧ୍ୟାପକଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଗଣିତ ଅଧ୍ୟାପକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭଯୋଗରେ ଜଣେ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଡକ୍ଟର ପ୍ରସନ୍ନ କୁମାର ମିଶ୍ର । ସେ ଘାଟିକିଆରେ ଥିବା କଲେଜ ଅଫ୍ ଇଞ୍ଜିନିୟିରିଂ ଆଣ୍ଡ ଟେକ୍ନୋଲୋଜିରେ (ସିଇଟି) ଗଣିତ ବିଭାଗର ସହକାରୀ…

ତପ୍ତପାଣି ଘାଟିରୁ ପୁଣି ଖସିଲା ଟ୍ରକ; ଜଣେ ମୃତ, ଜଣେ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟିରେ ପୁଣି ଥରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏଥିରେ ଟ୍ରକ ଡ୍ରାଇଭର ଆହତ ହୋଇଥିବା ବେଳେ ହେଲପରଙ୍କ ମୃତ୍ୟୁ ହୋଇଛି। କାଳିବୋରେଇ ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ ଗଜପତିରୁ ଏକ ମକା…

ଖୁସି ଖବର: ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଏହି ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ

ଓ୍ୱାଶିଂଟନ୍: ସାରା ଦୁନିଆରେ କରୋନା ସ୍ଥିତି ଅସମ୍ଭାଳ । ଆମେରିକା ତ୍ରାହି ତ୍ରାହି ଡାକୁଛି । ଏଭଳି ସଂକଟ ଭିତରେ ପୁଣି ଥରେ ଟିକା ନେଇ ସାମନାକୁ ଆସିଛି ଖୁସି ଖବର । ଖୁବଶୀଘ୍ର ଆମେରିକାରେ କରୋନା ଭାଇରସ୍ ଟିକା କାର୍ଯ୍ୟକ୍ରମ ଆରମ୍ଭ ହୋଇପାରେ । ହ୍ୱାଇଟ୍ ହାଉସ୍ ପକ୍ଷରୁ ମିଳିଥିବା ସୂଚନା…

ଶ୍ରୀରାଧା ପାଦ ଦର୍ଶନକୁ ନେଇ କ’ଣ ରହିଛି ଲୋକକଥା, ଜାଣନ୍ତୁ

ଭୁବନେଶ୍ୱର:କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ତଥା ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ସୁପରିଚିତ । ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି ।…

ବଙ୍ଗୋପସାଗରରେ ଅବପାତ ନେବ ବାତ୍ୟାର ରୂପ, ନାଁ ରହିବ ‘ନିଭାର’

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ତଥା ସଲଂଗ୍ନ ଦକ୍ଷଣ-ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଓ୍ୱାଲମାର୍କଡ ଲୋ ପ୍ରେସର ଅବପାତର ରୂପ ନେଇଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବ । ଆଗାମୀ ୨୪ ଘଣ୍ଟାରେ ଅବପାତର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ । ଏନେଇ ପାଣିପାଗ ବିଭାଗ…

ଆରପାରିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ

ଭୁବନେଶ୍ୱର: ଆରପାରିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ସୁଶିଳା ଦେବୀ। ଗତକାଲି ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ରାଜ୍ୟପାଳଙ୍କ ପତ୍ନୀଙ୍କ ସହ, ରାଜ୍ୟପାଳ ଗଣେଶୀ ଲାଲ ଓ ପରିବାରର ଚାରିଜଣ ସଦସ୍ୟ ନଭେମ୍ବର ୧ ରେ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏମାନେ…

ଅଁଳା ନବମୀରେ ରାଧାପାଦ ଦର୍ଶନର ମାହାତ୍ମ୍ୟ

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ବାର ମାସରେ ତେର ପର୍ବ ରହିଛି । ସବୁ ପର୍ବର ମଧ୍ୟ ରହିଛି ନିଜର ସ୍ୱତନ୍ତ୍ର ମାହାତ୍ମ୍ୟ । ଆଜି ହେଉଛି ପବିତ୍ର କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି । ଏହି ପବିତ୍ର ତିଥିକୁ ଅଁଳାନବମୀ ଭାବେ ପୂଜା କରିବାର ପରମ୍ପରା ରହିଛି । କାର୍ତ୍ତିକମାସ ଶୁକ୍ଳପକ୍ଷ…

ଆଜି ପବିତ୍ର ଅଁଳା ନବମୀ; କଟକଣା ମଧ୍ୟରେ ସାକ୍ଷୀଗୋପାଳ ମନ୍ଦିରରେ ହେଉଛି ନିତିକାନ୍ତି

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଅଁଳା ନବମୀ। ରାଧାରାଣୀ ଆଜି ଓଡ଼ିଆଣୀ ବେଶରେ ସଜ୍ଜିତ ହେବେ ରାଧା  । ସବୁକିଛି ସାମାନ୍ୟ ଥିଲେ ଆଜି ସାକ୍ଷୀଗୋପାଳ ମନ୍ଦିରରେ ଲାଗିଥାନ୍ତା ଭକ୍ତଙ୍କ ଭିଡ଼। ଜନସମୁଦ୍ର ପାଲଟିଥାନ୍ତା ସାକ୍ଷୀଗୋପଲ ମନ୍ଦିର ପରିସର। ମାତ୍ର ଚଳିତ ବର୍ଷ ସବୁ ଫିକା। କରୋନା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା୨୩-୧୧-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୩ ରିଖ ସୋମବାର ବିଛା ୮ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର  ଘାତ ବାର-: ମିଥୁନ ରାଶିର   ଘାତ ଚନ୍ଦ୍ର-: ମିଥୁନ ରାଶି ପୁରୁଷ ଓ ମୀନ ରାଶିର…