ଆସନ୍ତା ଜାନୁଆରି ୮ ପର୍ଯ୍ୟନ୍ତ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ମାମଲା ଶୁଣାଣି ଜାରି ରହିବ: ହାଇକୋର୍ଟ
କଟକ: ଆସନ୍ତା ୨୦୨୧ ଜାନୁଆରି ୮ ତାରିଖ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ପୂର୍ବଭଳି କଟକଣା ଭିତରେ ଚାଲିବ।
କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଫୁଲ କୋର୍ଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଏପରି…