Latest Odisha News

BREAKING NEWS

ଓଡ଼ିଶାର ୧୫ ଜିଲ୍ଲାରୁ କରୋନା ନେଲା ଆଉ ୩୩ ଜୀବନ, ଅନୁଗୋଳରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଏଣିକି ପ୍ରତିଦିନି ୩୦ରୁ ଅଧିକ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୩୩ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ମୋଟ୍ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୫ ଜଣ ସଂକ୍ରମିତ…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ଦେବଗଡ଼: ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ପରେ ଜଳିଗଲା ଗୋଟିଏ ଟ୍ରକ୍ । ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ଦେବଗଡ଼ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡ଼ା ଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା…

ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ, ଆଜି ୯୫୪୧ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ମୁହାଁ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୯ହଜାର ୫୪୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୫ହଜାର ୩୪୩ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୧୯୮ । ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି ।…

କରୋନାରେ ଆଖି ବୁଜିଲେ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀ

ଭୁବନେଶ୍ୱର: ଦିଂବଗତ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର କରୋନାରେ ଦେହାନ୍ତ ହୋଇଛି । ୬୪ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି । ଏନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି । ନିକଟରେ କରୋନା ସଂକ୍ରମିତ ହୋଇଥିଲେ ପ୍ରଣୟ ମହାରଥୀ ।…

କବିତା : ଦେଶ

ଭବାନୀ ଭୂୟାଁ    ଏ ମାଟି ତୋର ଏ ଆକାଶ ତୋର ପାଣି ତୋର ପବନ ବି ତୋର । ଏ ଜଙ୍ଗଲ ତୋର ଏ ପାହାଡ଼ ବି ତୋର । କିଏ କହିଲା ତୋର ଦେଶ ନାହିଁ ? ଦେଶ ଖଣ୍ଡେ ମାଟି ନୁହେଁ କି , ନାଲି ନେଳି ଗାରଟଣା ସୀମାରେଖା ନୁହେଁ । ଯିଏ ଯେତେବେଳେ ପାରିବ ତୋତେ ଉତଖାତ କରିବ । ତୋ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୩୦-୫-୨୦୨୧ ରବିବାର ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୩୦ ରିଖ ରବିବାର ବୃଷ ୧୬ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମେଷ ଘାତ ଚନ୍ଦ୍ର-: ସିଂହ ରାଶି…

ଘାଟିରେ ଓଲଟିଲା ଆମ୍ବୁଲାନ୍ସ

ଉଦଳା : ରୋଗୀ ଆଣିବାକୁ ଯାଉଥିବା ବେଳେ ଓଲଟିଲା ଆମ୍ବୁଲାନ୍ସ । ଶନିବାର ଦିନ ଠାକୁରମୁଣ୍ଡା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ରୋଗୀ ଆଣିବାକୁ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଶରତ ଘାଟିରେ ଓଲଟି ପଡ଼ିଛି ।ଗାଡ଼ିରେ ଥିବା ଡ୍ରାଇଭର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବାର ଜଣାପଡିଛି।…

ଉପହାସ ନୁହେଁ, କରୋନାରୁ ବର୍ତ୍ତିବା ପାଇଁ ଅଭିନବ ଉପାୟ

ଭୁବନେଶ୍ୱର: କରୋନା ମହାମାରୀର ଦ୍ୱିତୀୟ ଲହର ସହ ଲଢୁଛି ଭାରତ । ଅନେକ ଲୋକ ସଂକ୍ରମଣରୁ ବର୍ତ୍ତିବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି । ହେଲେ ନିକଟରେ ଏକ ଦେଶୀ ଯୁଗାଡ ସୋସିଆଲ୍ ମିଡିଆରେ ଖୁବ ଚର୍ଚ୍ଚା ସାଉଣ୍ଟିଛି । #ଦେଶୀଯୁଗାଡ କରୋନାରୁ ବର୍ତ୍ତିବା ପାଇଁ ଅଭିନବ ଉପାୟ…

ଦଶୀପୁର ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷିତ

କଙ୍କଡାହାଡ଼: ଦଶୀପୁର ୭ ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷିତ । ଢେଙ୍କାନାଳ କଙ୍କଡାହାଡ଼ ବ୍ଲକ ପ୍ରଶାସନ ତରଫରୁ ଦଶୀପୁର ଜୁନ ମାସ ୪ ତାରିଖ ସକାଳ ୭ ପର୍ଯ୍ୟନ୍ତ ୭ ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରଯାଇଛି । କରୋନା ମହାମାରୀ ଏବେ ଗାଁ ମୁହାଁ ହୋଇଛି । ପ୍ରତିଦିନ…

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା

ନୂଆଦିଲ୍ଲୀ : କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । କରୋନାରେ ଉଭୟ ବାପା-ମା’ଙ୍କୁ ହରାଇଥିବା କିମ୍ବା ଅଭିଭାବକଙ୍କୁ ହରାଇଥିବା ପିଲାଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ । ଏଥିସହ ମାଗଣା ସ୍ବାସ୍ଥ୍ୟ ବୀମା ଓ ଶିକ୍ଷା ସୁବିଧା ଘୋଷଣା କରିଛନ୍ତି କେନ୍ଦ୍ର…