ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଦିଆଯିବ କରୋନା ଟିକା
ନୂଆଦିଲ୍ଲୀ: ୨୦୨୧ ଶେଷ ସୁଦ୍ଧା ଭାରତରେ ସମସ୍ତଙ୍କୁ କରୋନା ଟିକାକରଣ କରାଯିବ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ଘୋଷଣା କରିଛନ୍ତି।
୨୦୨୧ ଶେଷ ହେବା ପୂର୍ବରୁ ଭାରତରେ ଟିକାକରଣ ସମ୍ପୂର୍ଣ୍ଣ ହେବ। ଏହାସହିତ ଶ୍ରୀ ଜାଭାଡେକର ଟିକାକରଣ ପ୍ରସଙ୍ଗକୁ ନେଇ କେନ୍ଦ୍ର…