ସ୍ନାତକ ଫେଜ୍-୧ ସ୍ପଟ ନାମଲେଖା ପ୍ରକିୟା ଆସନ୍ତା ୧୬ରେ ହେବ ସମାପ୍ତ
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀମାନଙ୍କର ଶ୍ରେଣୀଗୃହ ପାଠପଢ଼ା ଜୁଲାଇ ୧୦ ତାରିଖ ଠାରୁ ଆରମ୍ଭ ହୋଇଯାଇଛି।…