Latest Odisha News

BREAKING NEWS

ଆଜି ୪୩ତମ ଜିଏସଟି ପରିଷଦ ବୈଠକ, ଅଧ୍ୟକ୍ଷତା କରିବେ ଅର୍ଥ ମନ୍ତ୍ରୀ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୪୩ ତମ ଜିଏସଟି ପରିଷଦ ବୈଠକରେ ଅଧ୍ୟକ୍ଷତା କରିବେ। https://twitter.com/ANI/status/1398096611864088578?s=19 ପ୍ରାୟ ଆଠ ମାସ ମଧ୍ୟରେ ପ୍ରଥମ ଥର ପାଇଁ ବୈଠକ ଅନୁଷ୍ଠିତ…

୧୩ ଜିଲ୍ଲାରୁ ୩୩ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ ୫

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି । ଅନୁଗୁଳରୁ…

ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି, ଆଜି କରିବେ କ୍ଷୟକ୍ଷତିର ଆକଳନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଓଡିଶାରେ ଗସ୍ତରେ ଆସି ବାତ୍ୟା 'ୟାସ୍' ଯୋଗୁଁ ହୋଇଥିବା କ୍ଷୟକ୍ଷତିର ଆକଳନ କରିବେ। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରୁ ସକାଳ ୮.୫୦ ରେ ବିମାନ ଉଡ଼ାଣ କରିବେ ଏବଂ ସକାଳ ୧୦.୫୦ ରେ ଭୁବନେଶ୍ୱରରେ ପହଞ୍ଚିବେ।…

କାଲି ଖସିଥିଲା ଆଜି ବଢ଼ିଲା, ୨୪ ଘଣ୍ଟାରେ ୭ ହଜାର ୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ୧୦ ହଜାର ତଳକୁ ଖସିଛି । ଗତକାଲି ୭ ହଜାରରୁ କମ୍ ମାମଲା ଆସିଥିବା ବେଳେ ଆଜି ୭ ହଜାର ଡେଇଁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ ହଜାର ୨୧୬ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪୦୪୧ଟି ମାମଲା ଆସିଥିବା ବେଳେ ୩ ହଜାର ୧୭୫ଟି ମାମଲା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୮-୫-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୮ ରିଖ ଶୁକ୍ରବାର ବୃଷ ୧୪ ଦିନ ଜ୍ୟେଷ୍ଠ ମାସ କୃଷ୍ଣପକ୍ଷ ଦ୍ଵିତୀୟା ଭୁକ୍ତ ତୃତୀୟା ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ବିଛା ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର-: ତୁଳା କୁମ୍ଭ…

କବିତା : ଶୂନ୍ୟତା

ସୁଷମା ପରିଜା ଇଏ କେମିତି ସମୟ! ସବୁ ଲାଗେ ଅଳିକ ଅଳିକ ସତ୍ୟ , ଏକ ମାତ୍ର ସତ୍ୟ କେବଳ ନିତ୍ୟ ଧାବମାନ ମୃତ୍ୟୁର କରାଳ ପଞ୍ଝା । ମନ ଭିତରେ କେମିତି ଗୋଟେ ଘମାଘୋଟ ଲଢେଇର ବେଳା, ଚାରିଆଡେ ଉଥଳ ପୁଥଳ, ସତେ କି ଚକ୍ରବାତ ଚାଲିଛି ଏଠି, ଖାଲି ଢେଉ ଆଉ ଢେଉ , ଦିଗହରା ଜୀବନ,…

କରୋନାରେ ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା

ନୂଆଦିଲ୍ଲୀ : କରୋନା ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା । ମହାମାରୀ କରୋନା ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରକୁ…

ବନ୍ୟାଜଳରେ ଭାସିଗଲେ ଦୁଇଜଣ, ଉଦ୍ଧାର ୬ଜଣ

ମୟୁରଭଂଜ: ବାତ୍ୟା “ୟାସ୍‌” ଦେଖାଇଥିଲା ଭୟାନକ ରୂପ । ଆଉ ଏବେ ବନ୍ୟା ସ୍ଥିତି ଲୋକଙ୍କ ମନରେ ସୃଷ୍ଟି କରିଛି କୋକୁଆ ଭୟ । ବର୍ଷା ଓ ସମୁଦ୍ର ଜଳ ଅନେକ ଗାଁକୁ ଜଳବନ୍ଦୀ କରିଛି । ଏପରି ସ୍ଥିତିରେ ମୟୁରଭଂଜ ସାରସକଣା ତଟାସାହି ଗାଁରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ସୁବର୍ଣ୍ଣରେଖା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୫୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ଏବେ ସାରା ରାଜ୍ୟରେ ଆତଙ୍କ । ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଲୋକଙ୍କ ଚିନ୍ତା ବି ବଢ଼ିଲାଣି । ହେଲେ ଆଜି ସଂକ୍ରମଣରେ ଲାଗିଛି ବଡ଼ ଧରଣର ବ୍ରେକ୍ । ସବୁବେଳେ ୧୦ ହଜାର ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଏହି ସଂଖ୍ୟା ହ୍ରାସ ପାଇଛି । ହେଲେ…

କୋଭିଡ ସଂକ୍ରମିତ ନକ୍ସଲ୍ ମୃତ, ନାଟକୀୟ ଢଙ୍ଗରେ ୩ ଗିରଫ

ମାଲକାନଗିରି: ଏବେ ଯବାନଙ୍କ ଗୁଳିମାଡକୁ ଭୟ କରୁନାହାଁନ୍ତି ମାଓବାଦୀ । କାହିଁକି ନା ସେମାନଙ୍କୁ ଗୁଳିମାଡ ନୁହେଁ ବରଂ କରୋନା ଭାଇରସ୍ କରୁଛି ଏନ୍‌କାଉଣ୍ଟର । ସତ ପ୍ରମାଣିତ ହେଲା ଓଡିଶା ଓ ଛତିଶଗଡ ରାଜ୍ୟ ପୋଲିସର ସୂଚନା । ମାଓ କ୍ୟାମ୍ପରେ ଆତଙ୍କ ଖେଳାଇଛି କରୋନା ସଂକ୍ରମଣ । ଆଜି…