Latest Odisha News

BREAKING NEWS

ଦିଲ୍ଲୀରେ ମାସ୍କ ନପିନ୍ଧିଲେ ୨୦୦୦ ଟଙ୍କା ଜରିମାନା

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି କାୟା ମେଲାଇଛି କରୋନା । ମୁକାବିଲା ପାଇଁ ରାଜ୍ୟ ସରକାର କଠୋର ପଦକ୍ଷେପ ନେଇଛନ୍ତି । ଏମିକି ବିନା ମାସ୍କରେ ବାହାରେ ବୁଲିଲେ ମୋଟା ଅଙ୍କର ଫାଇନ୍ ଗଣିବେ । ଦୁଇ ହଜାର ଟଙ୍କା ଜରିମାନା ଆଦାୟ ହେବ । ପୂର୍ବରୁ ପାଞ୍ଚ ଶହ ଟଙ୍କା ଫାଇନ୍ ଆଦାୟ ହେଉଥିଲା । ଆଜିଠାରୁ…

କବିତା: ପ୍ରେମ ଫଲଗୁ

ସୁପ୍ରିୟା ପଣ୍ଡା ତୁମ ଅସ୍ମିତାର ଭୁରୁ ଗନ୍ଧରେ ମୁଁ ପ୍ରମତ୍ତ କୀଟଟିଏ ଖୋଜୁଛି ମୋ ଅସ୍ତିତ୍ୱ । ଏକ ମଧୁର ଆଲିଙ୍ଗନ ଅପେକ୍ଷାରେ ଅପେକ୍ଷାରତ କେଉଁ ଯୁଗ ଯୁଗାନ୍ତରରୁ । କିଛି ପ୍ରହେଳିକା କିଛି ପ୍ରଶ୍ନ ର ଦଂଶନ ଜାଣିବାକୁ ଚାହେଁ ବହୁତ କିଛି ଜାଣିବାକୁ ଚାହେଁ କି ମୁଁ ତୁମ…

ରାଜ୍ୟରେ ୧୬ ଶହ ଟପିଲା କରୋନା ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ୧୬ ଶହ ଟପିଲା କରୋନା ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ୯ଟି ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଗତ କିଛି ଦିନ ହେବ ସୁନ୍ଦରଗଡ଼ ଜିଲ୍ଲାରେ ବଢୁଛି ମୃତ୍ୟୁସଂଖ୍ୟା । ବିଶେଷ କି ପଶ୍ଚିମ ଓଡ଼ିଶାରେ ବଢୁଛି ଡେଥ୍ କେସ୍ ।…

ରାଜ୍ୟରୁ ୨୪ ଘଣ୍ଟାରେ ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା କେସ୍ କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୫୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୨୧ଟି । ସବୁ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେରୁ କମ୍ ରହିଛି । Covid-19 Report For…

ଜଗତସିଂହପୁରରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ, ଜଣେ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଗାଁରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ । ଏହି କାରବାରରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ । ଜଗତସିଂହପୁର ସଦର ପୋଲିସ ଓ ଅବକାରୀ ବିଭାଗ ଟିମ ଚଢାଉ କରି…

କୋଭିଡ କଟକଣା ମଧ୍ୟରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ । କୋଭିଡ କଟକଣା ମଧ୍ୟରେ ଚାଲିଛି ଅଧିବେଶନ । ପ୍ରଥମେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଏଥି ସହ ଦିବଗଂତ ବିଧାୟକ ଓ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶୋକପ୍ରସ୍ତାବ ଆଗତ ପରେ ଗୃକୁ…

ରାପର୍ ହେବେ ସୁର ରାଉତରାୟ…

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ରାଜନେତା ସୁରେଶ ରାଉତ ରାୟ ଓରଫ ସୁର ଭାଇନା। କିଛି ନା କିଛି କାରଣକୁ ନେଇ ସବୁବେଳେ ଚର୍ଚ୍ଚାର ପରିଧି ମଧ୍ୟରେ ରହି ଆସୁଛନ୍ତି । ନିଜର ରକଠୋକ କଥା ପାଇଁ ଜନସାଧାରଣଙ୍କ ପ୍ରିୟ ପାଲଟିଥିବା ସୁରନାନା ପୁଣି ଥରେ ଚର୍ଚ୍ଚାକୁ ଟାଣି ହୋଇ ଆସିଛନ୍ତି। ମାତ୍ର…

ବ୍ୟାସନଗର ମ୍ୟୁନିସିପାଲିଟିର ଅଭିନବ ପ୍ରୟାସ; ସ୍ୱଚ୍ଛତା ଦିଗରେ ନେଲେ ଏହି ପଦକ୍ଷେପ

ଯାଜପୁର: ସ୍ବଚ୍ଛତା ଦିଗରେ ଆଉ ପାଦେ ଆଗେଇଛି ଯାଜପୁର ଜିଲ୍ଲାର ପ୍ରମୁଖ ସହର ବ୍ୟାସନଗର । ସହର ପରିମଳ ପାଇଁ ଏକ ଅଭିନବ ପ୍ରୟାସ ଆରମ୍ଭ କରିଛି ପୌର ପରିଷଦ । ପ୍ରଥମ କରି ସହରରେ ଅଳିଆ ଆବର୍ଜନା ଉଠାଇବା ପାଇଁ ବ୍ୟାଟେରୀ ଚାଳିତ ଗାଡିର ବ୍ୟବସ୍ଥା କରାଯାଇଛି । ଆଉ ଏହି ଗାଡି ଚଳାଉଛନ୍ତି ଜଣେ…

ଏହି ସହରରେ ଲାଗୁ ହେଲା ୫୭ ଘଣ୍ଟିଆ କରୋନା କର୍ଫ୍ୟୁ

ଅହମ୍ମଦାବାଦ: ବଢୁଥିବା କରୋନା ମାମଲାକୁ ରୋକିବା ପାଇଁ ଚଳିତ ମାସ ଆରମ୍ଭରୁ ଲାଗୁ ହେବ ୫୭ ଘଣ୍ଟାର ଦୀର୍ଘ ସାପ୍ତାହିକ କର୍ଫ୍ୟୁ। ଗୁଜୁରାଟର ଅହମ୍ମଦାବାଦରେ ଶୁକ୍ରବାର ନଭେମ୍ବର ୨୦ ଠାରୁ ଏହି ରାତ୍ରି କର୍ଫ୍ୟୁ ଲାଗୁ ହେବା ନେଇ ସୂଚନା ମିଳିଛି। ନଭେମ୍ବର ୨୦ ରାତି ୯ ଟାରୁ ଏହି କର୍ଫ୍ୟୁ…

ଦେଶରେ ୯୦ ଲକ୍ଷ ପାର କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୯୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୫ ହଜାର ୮୮୨ ଜଣ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ୪ ହଜାର ୩୬୬କୁ ବୃଦ୍ଧି ପାଇଛି । ଜୀବନ ନେଉଛି ମହାମାରୀ । ବଢୁଛି ଦୈନିକ ଡେଥ୍ କେସ୍ । ଗତ…