ମୁନିଗୁଡ଼ା ଭୈରବ ମନ୍ଦିରରେ ତାଲା ଭାଙ୍ଗି ଲୁଟ୍
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ନିକଟରେ ଭୈରବ ମନ୍ଦିରରୁ ଲୁଟ୍ । ମନ୍ଦିରରେ ପୂଜା ପାଉଥିବା ଅସ୍ତ୍ର ଓ ସୁନା ଅଳଙ୍କାରକୁ କେହି ଦୁର୍ବୃତ୍ତ ତାଲା ଭାଙ୍ଗି ଚୋରି କରିଥିବା ଜଣାପଡିଛି । ଆଜି ସକାଳେ ମନ୍ଦିର ପୂଜକ ପୂଜା କରିବାକୁ ଯିବା ସମୟରେ ମନ୍ଦିରର ମୁଖ୍ୟ ଦ୍ବାର ତାଲା ଭଙ୍ଗା…