Latest Odisha News

BREAKING NEWS

ବିପଦ ଆଣିଲା ବୈତରଣୀ, କେନ୍ଦୁଝର ବଇଙ୍ଗାରେ ଭାସିଗଲା ଡାଇଭର୍ସନ ପୋଲ

କେନ୍ଦୁଝର : ବାତ୍ୟା ପରେ ବିପଦ ଆଣିଲା ବନ୍ୟା । ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା ଟଳିଥିବା ବେଳେ, ବିପଦ ଆଣିଛି ବୈତରଣୀ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ । ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ଥିବା ବେଳେ ତୁରୁମୁଙ୍ଗାରେ ପୋଲ ଉପରେ ଚାଲୁଛି ୬ ଫୁଟ…

ଲାଲ କିଲ୍ଲା ଉପଦ୍ରବ: ଚାର୍ଜଶିଟ ଦାଖଲ କଲା ଦିଲ୍ଲୀ ପୋଲିସ, ସବୁ କିଛି ସୁଚିନ୍ତିତ ଷଡଯନ୍ତ୍ର ଥିଲା

ନୂଆଦିଲ୍ଲୀ: ଜାନୁୟାରୀ ୨୬ରେ କୃଷକ ସଂଗଠନ ପକ୍ଷରୁ ଲାଲ କିଲ୍ଲାରେ ଉପଦ୍ରବ କରାଯାଇଥିଲା । ଏ ନେଇ ତଦନ୍ତ କରୁଥିବା ଦିଲ୍ଲୀ ପୋଲିସ ଆଜି ୩୨୨୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରିଛି । ସବୁ କିଛି ସୁଚିନ୍ତିତ ଷଡଯନ୍ତ୍ର ଥିଲା । ଲାଲ କିଲ୍ଲାକୁ କବଜାକୁ ନେଇ କୃଷକମାନେ ସେଠାରେ ଧାରଣା କରିବା ପାଇଁ…

ଭୁବନେଶ୍ବରରୁ ଆଉ ୪୭୧ ପଜିଟିଭ୍, ୧୦୬୨ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ହେଲେ ଆଜି ଅଧାକୁ ଖସିଛି ସଂକ୍ରମଣ । ପ୍ରତିଦିନ ୧୦ ହଜାର ଉପରେ ଆକ୍ରାନ୍ତ ସଂଖ୍ୟା ରହୁଥିବା ବେଳେ, ଆଜି ଦ୍ରୁତ ଗତିରେ ହ୍ରାସ ପାଇଛି ପଜିଟିଭ୍ ସଂଖ୍ୟା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୧ ପଜିଟିଭ୍…

ଜଉ କଣ୍ଢେଇ ବାହାଘରର ଲଗ୍ନଧରା ସମ୍ପନ୍ନ

ବାଲେଶ୍ୱର: ପ୍ରତିବର୍ଷ ପବିତ୍ର ଚନ୍ଦନ ପୂର୍ଣ୍ଣିମାରେ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ଦ୍ବାରା ଜଉ କଣ୍ଢେଇ ବାହାଘରର ଲଗ୍ନଧରା କାର୍ଯ୍ୟ ସମ୍ପନ୍ନ କରାଯାଏ । ଚଳିତ ବର୍ଷ ଚନ୍ଦନ ପୂର୍ଣ୍ଣିମା ଅବସରରେ ସନ୍ଧ୍ୟା ୭ ଟାରେ ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ…

ଓଡ଼ିଶା ଆସିବେ ମୋଦି: ୟାସ୍ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୟାସ୍ ପ୍ରଭାବିତ ଅଞ୍ଚଳ ବୁଲିଦେଖିବେ ମୋଦି । ସାମୁଦ୍ରିକ ଝଡ଼ ୟାସ୍ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଓଡ଼ିଶାରେ ତାଣ୍ଡବ ରଚିଛି ବାତ୍ୟା । ତେବେ ଉତ୍ତର ଓଡ଼ିଶା ଉପକୂଳରେ ବେଶୀ କ୍ଷତି ହୋଇଛି । ବହୁ ଘରଦ୍ୱାର…

ବାତ୍ୟା ଅଂଚଳରେ ପହଂଚିଲେ ବରିଷ୍ଠ ବିଜେପି ନେତା ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡା: ବାତ୍ୟା ୟାସ୍ ପରେ କେନ୍ଦ୍ରାପଡାରେ ପହଂଚିଥିଲେ ବରିଷ୍ଠ ବିଜେପି ନେତା ବୈଜୟନ୍ତ ପଣ୍ଡା । ଜିଲ୍ଲାର ବାତ୍ୟା ପ୍ରଭାବିତ ରାଜନଗର ଓ ରାଜକନିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଂଚଳ ବୁଲିବା ସହ ସ୍ଥାନୀୟ ଲୋକଙ୍କ ସହ ସାକ୍ଷାତ କରିଥିଲେ । ଆଜି କେନ୍ଦ୍ରାପଡା ପରିଦର୍ଶନ କରିଥିବା…

ମହାବୋଧି ସୋସାଇଟିର ସ୍ୱତନ୍ତ୍ର ବୁଦ୍ଧ ପୂର୍ଣ୍ଣିମା

ଭୁବନେଶ୍ୱର : ମହାବୋଧି ସୋସାଇଟି ଅଫ ଇଣ୍ଡିଆ ପକ୍ଷରୁ ବୁଦ୍ଧ ପୂର୍ଣ୍ଣିମା ସ୍ୱତନ୍ତ୍ର ଢଙ୍ଗରେ ପାଳିତ ହୋଇଯାଇଛି । କରୋନା ମହାମାରୀର ପ୍ରକୋପ ତଥା 'ୟାସ' ବାତ୍ୟାର ପ୍ରଭାବକୁ ଆଖି ଆଗରେ ରଖି ସୋସାଇଟି ପକ୍ଷରୁ କଳିଙ୍ଗନଗରଠାରେ ଗରିବ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଏହା ସହ…

ପରଲୋକରେ ଭାବଗ୍ରାହୀ ମହାପାତ୍ର

ରାଉରକେଲା : ବିଶିଷ୍ଟ ବୈଜ୍ଞାନିକ ତଥା ସାମାଜିକ ଆନ୍ଦୋଳନର ସାରଥୀ ଡ.ଭାବଗ୍ରାହୀ ମହାପାତ୍ରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା । ସ୍ୱର୍ଗତଃ ମହାପାତ୍ର ଗଙ୍ଗାଧର ମେହେର ମହାବିଦ୍ୟାଳୟର ପ୍ରଥମ ବ୍ୟାଚର ଛାତ୍ର ଥିଲେ। ଶିକ୍ଷା ସମାପ୍ତି ପରେ ରାଉରକେଲା ଇସ୍ପାତ…

ପ୍ରବଳ ବର୍ଷାରେ ବନ୍ୟା ଚିନ୍ତା

ଯାଜପୁର: ବାତ୍ୟା ଗଲା । ଏବେ ବାତ୍ୟା ପରେ ପରେ ବନ୍ୟା ଚିନ୍ତା । ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବୈତରଣୀ ଏବଂ ଏହାର ଶାଖା ନଦୀରେ ପ୍ରଥମ ବନ୍ୟା ଜଳ ଆସିଛି। ଆଖୁଆପଦାଠାରେ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଯାଜପୁର ଜିଲ୍ଲାର ଯାଜପୁର, ଦଶରଥପୁର ଏବଂ କୋରେଇ ବ୍ଲକ ଅଂଚଳରେ…

ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର ହୋଇଛି । ଜଣେ ୪୧ ବର୍ଷିୟ ବ୍ୟକ୍ତିଙ୍କର ଶରୀରରେ ବିରଳ ଅସ୍ତ୍ରୋପଚାର କରିବାରେ ସଫଳ ହୋଇଛନ୍ତି ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ଆଣ୍ଡ ସମ୍ ହସ୍ପିଟାଲରେ ଭର୍ତି…