Latest Odisha News

BREAKING NEWS

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିର

ପୁରୀ: ଅନଲକ୍ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟମନ୍ଦିର । କରୋନା କଟକଣା ଓ ଗାଇଡଲାଇନ୍ ଅନୁସାରେ ପର୍ଯ୍ୟଟକ କୋଣାର୍କ ବୁଲି ପାରିବେ । ଅନଲାଇନରେ ଟିକେଟ ବ୍ୟବସ୍ଥା ଉପଲବ୍ଧ ହୋଇଛି । ମାସ୍କ ନଥିଲେ ଏଣ୍ଟ୍ରି ଅନୁମତି ନାହିଁ । ପ୍ରବେଶ ପଥରେ ସମସ୍ତଙ୍କର ଥର୍ମାଲ…

ଅଲିମ୍ପିକ୍ସ ୨୦୦ ମିଟର ଦୌଡ଼ରେ ନିରାଶ କଲେ ଦୂତୀ ଚାନ୍ଦ

ଟୋକିଓ: ଅଲିମ୍ପିକ୍ସ ଶହେ ମିଟର ପରେ ଦୁଇ ଶହ ମିଟରରେ ବି ନିରାଶ କଲେ ଓଡ଼ିଶାର ଦୌଡ଼ରାଣୀ ଦୂତୀ ଚାନ୍ଦ । ସେ ୨୦୦ ମିଟର ସେମିଫାଇନାଲକୁ ଯୋଗ୍ୟତା ହାସଲ କରିପାରି ନାହାନ୍ତି । ସେ ନିଜ ହିଟର ସପ୍ତମ ସ୍ଥାନରେ ରହିଥିଲେ । ୨୦୦ ମିଟରରେ ଚତୁର୍ଥ ହିଟରେ ଦୌଡ଼ିଥିଲେ ଦୂତୀ । ୨୦୦ ମିଟର ଅତିକ୍ରମ…

ରାଜ୍ୟରେ ୬୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଜି ମୃତ୍ୟୁସଂଖ୍ୟା ୬ ହଜାର ପାର କରିଛି । ରାଜ୍ୟରୁ ଆଉ ୬୭ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଜନିମତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୩୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ୧୫ ଜିଲ୍ଲାରୁ ଚିକିତ୍ସାଧୀ…

ଓଡ଼ିଶାରେ ହଜାରେକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୫୩%

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ବଡ଼ ଆଶ୍ୱସ୍ତିକର ଖବର ଆସିଛି । ଦିନକରେ ସଂକ୍ରମିତଙ୍କ ସଂଖ୍ୟା ହଜାରେକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୯୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୪ ।…

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଆଜି ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ଥିବା ବେଳେ ଅନଲକ୍ ଆରମ୍ଭ ହୋଇଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ? କେବେଠାରୁ ଖୋଲିବା ସେନେଇ ଆଜି ଆସିପାରେ ନିଷ୍ପତ୍ତି । ଏନେଇ ଆଜି ସବୁ ବିଶ୍ୱବିଦ୍ୟାଳୟ…

‘ଆର୍ଟଡମ’ ଓଡିଶା ଶାଖା ପକ୍ଷରୁ ଅନଲାଇନ ମାଧ୍ୟମରେ ଚିତ୍ରକଳା ପ୍ରତିଯୋଗିତା

ଭୁବନେଶ୍ୱର : ଲକଡାଉନ ସମୟରେ ଛାତ୍ରଛାତ୍ରୀଙ୍କ ମନରେ କିଛି ପରିବର୍ତ୍ତନ ଆଣିବା ପାଇଁ , ରଥଯାତ୍ରା ଅବସରରେ , "ଆର୍ଟଡମ" ଓଡିଶା ଶାଖା ଆନୁକୂଲ୍ୟରେ , ଅନଲାଇନ ମାଧ୍ୟମରେ ଏକ ନିଆରା ଚିତ୍ରକଳା ପ୍ରତିଯୋଗିତା ଏବଂ ପ୍ରଦର୍ଶନୀ "କୁନି କଳାକାର " ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ…

ଅକ୍ଟୋବର ୨ରେ ଉନ୍ମୋଚିତ ହେବ ‘ ଗାନ୍ଧୀ ସୌରଭ ‘ ସ୍ମରଣୀକା

ବ୍ରହ୍ମପୁର : ମହାତ୍ମା ଗାନ୍ଧୀଙ୍କ ବ୍ରହ୍ମପୁର ଆଗମନର ଶହେ ବର୍ଷ ପୂର୍ତ୍ତି ଅବସରରେ, ଶତ ବାର୍ଷିକୀ ଉତ୍ସବ ପାଳନ ସ୍ମରଣୀକା କମିଟିର  ଏକ ବୈଠକ , ସ୍ଥାନୀୟ କେ.ସି. ପବ୍ଲିକ ସ୍କୁଲ ପରିସରରେ , ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ଏକ ସ୍ମରଣୀକା "ଗାନ୍ଧୀ ସୌରଭ" ଆସନ୍ତା ଅକ୍ଟୋବର ୨ ରେ…

କବିତା : ସେ

ମାନସ ରଞ୍ଜନ ନାୟକ ବୟସର ଅପରାହ୍ନରେ ଅତୀତର ମଧ୍ୟାହ୍ନ ସ୍ମୃତିରେ ବିଭୋର ଲାଜକୁଳି ଆଖିର ଇସାରା ସତେକି ସୁନ୍ଦର ! ଅପରିପକ୍ବ ଜୀବନରେ ସତେ ଅବା ପ୍ରେମର ରାଗିଣୀ ମଲ୍ହାର ଦଶନ୍ଧି ଦଶନ୍ଧି ପରେ ଏବେ ପରିବର୍ତ୍ତିତ ଏକ ଆବେଗିକ ସମ୍ଭାର । ଚପଳ ମନରେ ଆଲୋଡିତ କେଉଁ ଏକ ଅସ୍ପଷ୍ଟ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅନୁରାଗର ରଙ୍ଗ " ହୃଦୟ ଦେଇ ତୁମକୁ ଜିତିବାକୁ ଚାହେଁ ...ଏତିକି ହିଁ ମୁଁ ତୁମକୁ ଲେଖିବାକୁ ଚାହୁଁଥିବା ଧାଡିମାନଙ୍କର ସାରାଂଶ ।" ଏମିତି କିଛି ଶୁଣେଇଥିଲ ପୂର୍ବବର୍ତ୍ତି ଚିଠିର ଉତ୍ତରରେ ମୁଁ ଅର୍ଦ୍ଧଚେତନ ଅବସ୍ଥାରେ ଲୁହ ଲୁହ ଥିଲାବେଳେ । ତୁମ ପାଖରୁ ଏହି ଉତ୍ତର ଆସୁଥିଲାବେଳେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨-୮-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଅଗଷ୍ଟ ତା ୨ ରିଖ ସୋମବାର କର୍କଟ ୧୮ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ନବମୀ ଭୁକ୍ତ ଦଶମୀ ତିଥି କୃତ୍ତିକା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-: ବିଛା ରାଶି ପୁରୁଷଙ୍କର ଆଜିର ନିଷେଧ…