ଯେତେ ଜୀବନ, ସେତେ ଉପନ୍ୟାସ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…
ଯେଉଁମାନେ ଲେଖକ, ସେମାନେ ଉପନ୍ୟାସ ଲେଖିବା ପୂର୍ବରୁ ଓ ପରେ ଏଇ ଜୀବନ ନିକଟରେ ହିଁ ଋଣ ସ୍ୱୀକାର କରିବାକୁ ବାଧ୍ୟ । କିଏ କିପରି ଭାବରେ ଜୀବନକୁ ଅନୁଭବ କରିଛନ୍ତି, ସେ ଅନୁଭବକୁ ଉପନ୍ୟାସ ରୂପେ ଫୁଟାଇବାକୁ ଯାଇ କାହାଣୀର କାୟାରେ…