Latest Odisha News

BREAKING NEWS

କିମ ଜୋଙ୍ଗ ଭଉଣୀଙ୍କ ନୃଶଂସପଣିଆ

ପ୍ୟୋୟାଙ୍ଗୟାଙ୍ଗ: ଉତର କୋରିଆର ଏକଚ୍ଛତ୍ରବାଦ ଶାସନ କିମ ଜୋଙ୍ଗ ଉନଙ୍କ ନୃଶଂସପଣିଆ ଏବେ ତାଙ୍କ ଭଉଣୀ କିମ ୟୋ ଜୋଙ୍ଗଙ୍କ ନିକଟରେ ଦେଖିବାକୁ ମିଳୁଛି । କିଛି କ୍ଷମତା ପାଇବା ପରେ ସେ ଏବେ ଶୀର୍ଷ ଅଧିକାରୀଙ୍କୁ ଗୁଳି କରି ମାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟ ଅର୍ଥରେ ଯିଏ ବି ସେମାନଙ୍କ…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବାତ୍ୟା ପ୍ରଭାବିତଙ୍କୁ ମିଳିବ ୭ ଦିନର ରିଲିଫ୍

ଭୁବନେଶ୍ବର : ବାତ୍ୟା ‘ୟାସ୍’ର ପରବର୍ତ୍ତୀ କ୍ଷୟକ୍ଷତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ପ୍ରଭାବିତ ଗ୍ରାମବାସୀଙ୍କୁ ୭ ଦିନର ରିଲିଫ୍ ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁ ଜଳବନ୍ଦୀ ହୋଇ ରହିଛି । ତେଣୁ…

ଭଦ୍ରକ ବାସୁଦେବପୁରରେ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କଲା ଏନଡିଆରଏଫ ଟିମ୍

ଭଦ୍ରକ : ଭଦ୍ରକ ଉପରୁ ଟଳିଯାଇଛି ବିପଦ । କିନ୍ତୁ ବାତ୍ୟା କରିଛି ଅନେକ କ୍ଷୟକ୍ଷତି । ଅନେକ ଜାଗାରେ ଗଛ ଭାଙ୍ଗିବା ସହ ବିଦ୍ୟୁତ୍ ଖୁଣ୍ଟ ଉପୁଡି ପଡ଼ିଛି । ଅନେକ ଜାଗାରେ ଘରେ ପଶିଛି ପାଣି । ବାତ୍ୟା ପ୍ରଭାବରେ ଧାମରା, ଚାନ୍ଦବାଲି, ବାସୁଦେବପୁର ଓ ତିହିଡି ବ୍ଲକରେ ଅଧିକ କ୍ଷୟକ୍ଷତି ହୋଇଛି…

ସୁଶୀଲ, ପୂଜାଙ୍କ ଚୁକ୍ତି ମିଆଦ ବୃଦ୍ଧି କରି ନ ପାରେ ଡବ୍ଲ୍ୟୁଏଫଆଇ

ଚଣ୍ଡୀଗଡ: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫଆଇ) ସୁଶୀଲ କୁମାର ଏବଂ ପୂଜା ଢ଼ାଂଣ୍ଡାଙ୍କ ଚୁକ୍ତି ମିଆଦ ବୃଦ୍ଧି କରି ନ ପାରେ । ଆସନ୍ତା ମାସରେ ହେବାକୁ ଥିବା ବୈଠକରେ ଏ ସମ୍ପର୍କରେ ନିଷ୍ପତି ନିଆଯିବ । ଡବ୍ଲ୍ୟୁଏଫଆଇ ପ୍ରଦର୍ଶନସ୍ତର ବିଚାରକୁ ନେଇ ଏ ସମ୍ପର୍କରେ ନିଷ୍ପତି ନେବ । ଏଥିସହ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୧୯ ପଜିଟିଭ୍

ଭୁବନେଶ୍ବର : ଚିନ୍ତା ବଢ଼ାଉଛି ମହାମାରୀ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଥମିବାର ନାଁ ନେଉନି ମହାମାରୀ । ତେବେ ହଟସ୍ପଟ ପାଲଟିଥିବା ଭୁବନେଶ୍ବରରୁ ଆଜି ଚିହ୍ନଟ ହୋଇଛନ୍ତି ଆଉ ୯୧୯ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୩ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି…

କ୍ୱାରେଣ୍ଟାଇନ୍ ଶିଶୁଙ୍କ ମନମୋହକ ଆଲିଙ୍ଗନ ଦୃଶ୍ୟ, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: କରୋନା ମହାମାରୀ ଅନେକ ଲୋକଙ୍କୁ ଆଣିଦେଇଥିଲା ଅକସ୍ମାତ ଦୁଃଖ । ହେଲେ ସେହି ଦୁଃଖରେ ବି ଦୁନିଆ ଖୁସୀରେ ରହିବା ଶିଖିଗଲାଣି । ସୋସିଆଲ ମିଡିଆରେ ଦୁଇଟି ଶିଶୁଙ୍କ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ତେବେ ଭାଇରାଲ୍ ହେବାଠୁ ଅଧିକ ଏହି ଭିଡିଓର ମର୍ମ ଅନେକଙ୍କୁ ମାନସିକ…

ଶେଷ ହେଲା ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ମୟୂରଭଞ୍ଜରେ ହେଉଛି ବର୍ଷା

ଭୁବନେଶ୍ବର : ଶେଷ ହୋଇଛି ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହା ଏବେ ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି । ଭଦ୍ରକ, ବାଲେଶ୍ବରରେ ଏବେ ପବନର ବେଗ ହ୍ରାସ ପାଇବା ସହ ବର୍ଷା କମିଛି । ଜଗତସିଂହପୁର, କେନ୍ଦ୍ରାପଡା ଏବଂ ଯାଜପୁର ଜିଲ୍ଲାରେ ଅଧିକ କ୍ଷୟକ୍ଷତି ଘଟିନାହିଁ ।…

କ୍ୱାରେଂଟାଇନରେ ବି କଡା ଅଭ୍ୟାସ କରୁଛନ୍ତି ଟିମ୍ ଇଣ୍ଡିଆର ଯୁବ ଖେଳାଳି

ମୁମ୍ବାଇ:ଆସନ୍ତା ମାସରେ ହେବାକୁ ଥିବା ୱାର୍ଲ୍ଡ ଟେଷ୍ଟ ସିରିଜ ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ କଡା ଅଭ୍ୟାସ କରୁଛନ୍ତି । ଈଶାନ୍ତ ଶର୍ମା, ମହମ୍ମଦ ସାମି, ରିଷଭ ପନ୍ତ, ଶୁଭମନ ଗିଲ ଜିମରେ ୱାର୍କ ଆଉଟ କରୁଥିବା ଦେଖିବାକୁ ମିଳିଛି । ୧୮ ଜୁନରେ ଭାରତ ଏବଂ ନ୍ୟୁଜିଲାଣ୍ଡ…

ବ୍ରହ୍ମାସ୍ତ୍ରର ୧୦ ଟିଜର, ୧୩ ମୋଶନ ପୋଷ୍ଟର୍ସକୁ ମିଳିଲା ଅନୁମତି

ମୁମ୍ବାଇ: ଧର୍ମା ପ୍ରଡକ୍ସନର ବ୍ରହ୍ମାସ୍ତ୍ର ଫିଲ୍ମ କରୋନା ମହାମାରୀ ଯୋଗୁ ପ୍ରାୟ ୧ ବର୍ଷ ଧରି ରିଲିଜ ନ ହୋଇ ଅଟକି ରହିଛି । ରଣବୀର କାପୁର ଅଭିନୀତ ଏହି ଫିଲ୍ମର ୧୦ ଟିଜର ଏବଂ ୧୩ ମୋଶନ ପୋଷ୍ଟର୍ସକ୍‌ୁ କ୍ରିଏଟିଭସ ସେଂଟ୍ରାଲ ବୋର୍ଡ ଅଫ ଫିଲ୍ମ ସାର୍ଟିଫିକେଶନ ଅନୁମତି ପ୍ରଦାନ କରିଛି ।…