Latest Odisha News

BREAKING NEWS

୪୧ ପରେ ଅଲିମ୍ପିକ୍ସ ସେମି ଯିବା ଲକ୍ଷ୍ୟରେ ଭାରତୀୟ ହକି ଟିମ୍

ଟୋକିଓ: ଅଲିମ୍ପିକ୍ସରେ ଇତିହାସ ଦୋହରାଇବା ଲକ୍ଷ୍ୟରେ ଭାରତୀୟ ପୁରୁଷ ହକି ଟିମ୍ । ୪୧ବର୍ଷ ପରେ ଅଲିମ୍ପିକ୍ସ ସେମିଫାଇନାଲରେ ସ୍ଥାନ ପକ୍କା କରିବାଠୁ ଆଉ ପାଦେ ଦୂରରେ ରହିଛି । ଆଜି ବ୍ରିଟେନ୍ ବିରୋଧରେ ଟିମ୍ ଇଣ୍ଡିଆ କ୍ୱାର୍ଟର ଫାଇନାଲ୍ ମୁକାବିଲା ରହିଛି । ସନ୍ଧ୍ୟା ସାଢ଼େ ୫ଟାରେ ଏହି…

ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର, ଅର୍ଥ ସହାୟତା ଲୋଡ଼ିଲେ ପରିବାର ଲୋକ

ଭୁବନେଶ୍ୱର: ରାଜ୍ୟରୁ ଆଉ ଜଣେ କରୋନା ସଂକ୍ରମିତଙ୍କୁ ଏକମୋ ଚିକିତ୍ସା ପାଇଁ ଏୟାରଲିଫ୍ଟ କରାଯାଇଛି । ଭୁବନେଶ୍ୱରର ଆଦିତ୍ୟ କୁମାର ପାତ୍ରଙ୍କୁ ସ୍ପର୍ଶ ହସ୍ପିଟାଲରୁ ଚେନ୍ନାଇର ଏମଜିଏମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆଦିତ୍ୟ ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ଓଡ଼ିଶା ଷ୍ଟେଟ ସିଡ୍ସ…

ଓଡ଼ିଶାରେ ୧୫ଶହ ତଳକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୯୨%

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଦୈନିତ ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪ଶହ ୩୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୮୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୦୫ । ଏହି ସମୟରେ ମୋଟ୍ ୭୪ହଜାର ୭୩୫ କୋଭିଡ୍ ଟେଷ୍ଟ…

କାଲିଠୁ ସବୁ ରୁଟରେ ଗଡ଼ିବ ମୋ ବସ୍

ଭୁବନେଶ୍ୱର: ଆସନ୍ତାକାଲିଠୁ ସବୁ ରୁଟରେ ଗଡ଼ିବ ମୋ ବସ୍ । ମୋଟ୍ ୨୫ଟି ରୁଟରେ ୧୯୪ଟି ମୋ ବସ୍ ଚଳାଚଳ ଆରମ୍ଭ କରିବ । ଏହି ସୂଚନା ଦେଇଛି କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍‌ ଟ୍ରାନ୍‌ସପୋର୍ଟ ବା କ୍ରୁଟ୍‌ । କରୋନା କଟକଣା ଯୋଗୁଁ ଏବେ ୧୭ ରୁଟ୍‌ରେ ୮୭ଟି ମୋ ବସ୍‌ ଚାଲୁଛି । ଆଜିଠାରୁ ଅନଲକ୍…

‘ମହାପାତ୍ର ନୀଳମଣି ସାହୁଙ୍କ ସ୍ମରଣୀୟ ଗଳ୍ପ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ସ୍ବର୍ଗତଃ ମହାପାତ୍ର ନୀଳମଣି ସାହୁଙ୍କ ପୁତ୍ର ସ୍ବର୍ଗତଃ ଗୁରୁପ୍ରସାଦ ମହାପାତ୍ରଙ୍କ ସଂକଳିତ ପୁସ୍ତକ ‘ମହାପାତ୍ର ନୀଳମଣି ସାହୁଙ୍କ ସ୍ମରଣୀୟ ଗଳ୍ପ’ ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧-୮-୨୦୨୧ ରବିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଅଗଷ୍ଟ ତା ୧ ରିଖ ରବିବାର କର୍କଟ ୧୭ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ଅଷ୍ଟମୀ ଭୁକ୍ତ ନବମୀ ତିଥି ଦ୍ଵିଜା ନକ୍ଷତ୍ର ମେଷ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ମେଷ ରାଶିର ଆଜିର ନିଷେଧ ଖାଦ୍ୟ-:…

କବିତା : ପ୍ରିୟ ବନ୍ଧୁ

ଦୀପକ କୁମାର ନାୟକ ଧର୍ମଶାଳା ଯାଜପୁର ହସ ଟିକେ ତୋର କାହାକୁ ଦେବାର ନାହିଁ ଲୁହ ଟୋପେ ତୋର ଗଙ୍ଗାକୂଳକୁ ଯିବାର ନାହିଁ ବନ୍ଧୁଟିଏ ତୋର ଚଲା ବାଟେ ହେବି ଫୁଲ l ଦୁଃଖ ଆସିଲେ ଥିବି ପାଖେ ସୁଖ ଦେବି ନେବିନାହିଁ ଭାଗ ତୋ ସୁଖର l ଆସୁ ଯେତେ ଭିଡ ମୋଡ ଜୀବନ ଚଲା ପଥେ…

ପ୍ରକାଶ ପାଇଲା +୨ ରେଜଲ୍ଟ : ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬%

ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ତେବେ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯…

ଚିଙ୍ଗୁଡ଼ି ଫାର୍ମରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା, ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ

ରାୟଗଡା : ଜାତୀୟ ମାନବାଧୀକାର କମିଶନରେ ପହଞ୍ଚିଲା ଆନ୍ଧ୍ର ଚିଙ୍ଗୁଡ଼ି ଫାର୍ମରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ ଘଟଣା । ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନରେ ରୁଜୁ ହୋଇଛି ମାମଲା । ମାନବାଧିକାର କର୍ମୀ ଦିଲ୍ଲୀପ ଦାସ ଜାତୀୟ ମାନବାଧୀକାର କମିଶନରେ ରୁଜୁ କରିଛନ୍ତି ମାମଲା । ଘଟଣାରେ…

ଆରବିଆଇର ନୂଆ ନିୟମ, ଏଣିକି ଛୁଟିଦିନରେ ବି ଆକାଉଣ୍ଟକୁ ଆସିବ ଦରମା

ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟରୁ ରବିବାର ଓ ଗେଜେଟଭୁକ୍ତ ଛୁଟିଦିନରେ ବି ଆକାଉଣ୍ଟକୁ ଆସିବ ଦରମା । ଅଗଷ୍ଟ ୧ ତାରିଖ ଠାରୁ ନ୍ୟାସନାଲ ଅଟୋମେଟେଡ କ୍ଲିଅରିଂ ହାଉସ ବା ନାଚ୍ ସପ୍ତାହର ସବୁଦିନ ଖୋଲା ରହିବ । ଏନେଇ ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସେ…