ଭୟଙ୍କର ରୂପ ନେଇ ପାଖେଇ ଆସୁଛି ବାତ୍ୟା
ଭୁବନେଶ୍ବର : ଗର୍ଜନ କରି ମାଡ଼ି ଆସୁଛି ବାତ୍ୟା ୟାସ୍ । ଦୂରତା ଯେତିକି କମୁଛି, ଲୋକଙ୍କ ମନରେ ସେତିକି ବଢୁଛି ଛନକା । ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବଢ଼ିଲାଣି ପବନର ବେଗ । ତାସାଙ୍ଗକୁ ବର୍ଷା ବି ବଢ଼ିବାରେ ଲାଗିଛି । ତେବେ ଆସନ୍ତାକାଲି ଭଦ୍ରକ ବାସୁଦେବପୁରରୁ ବାହାନାଗା ମଧ୍ୟରେ…