Latest Odisha News

BREAKING NEWS

ବାତ୍ୟାରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ଅନୁକମ୍ପା

ଭୁବନେଶ୍ବର : ବାତ୍ୟା ୟଶକୁ ଦୃଷ୍ଟିରେ ରଖି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛି ଟିପିସିଓଡିଏଲ । ୟଶ ବାତ୍ୟା ପରେ ବିଦ୍ୟୁତ ସରବରାହ ସ୍ବାଭାବିକ କରିବାକୁ କାମ କରିବେ ବିଦ୍ୟୁତ୍ କର୍ମମଚାରୀ । ଏହି ସମୟରେ ଯଦି କୌଣସି ବିଦ୍ୟୁତ କର୍ମଚାରୀଙ୍କ ଦୁର୍ଘଟଣା ହୁଏ ବା ଆହତ ହୁଅନ୍ତି, ତେବେ ସେମାନଙ୍କୁ…

ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

ଭୁବନେଶ୍ବର : ମାଡ଼ି ଆସୁଛି ବାତ୍ୟା ‘ୟଶ’ । ଏଥିପାଇଁ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଛି ବ୍ୟାପକ ପ୍ରସ୍ତୁତି । କିପରି ବାତ୍ୟାକୁ ସଫଳତାର ସହ ମୁକାବିଲା କରାଯିବ, ତାଉପରେ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହ ୩…

ମଦ ବ୍ୟବସାୟୀଙ୍କୁ ଟିକସ ଛାଡ ନିଷ୍ପତ୍ତିକୁ ନେଇ କଂଗ୍ରେସର ପ୍ରତିବାଦ

ଯାଜପୁର: ମଦ ବ୍ୟବସାୟୀଙ୍କୁ ଟିକସ ଛାଡ କରିବାକୁ ରାଜ୍ୟ ସରକାର ନେଇଛନ୍ତି ନିଷ୍ପତ୍ତି । ସରକାରଙ୍କ ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଦଳ ବିରୋଧ କରିଛି । ଆଜି ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡାଙ୍କ ନେତୃତ୍ୱରେ ଯାଜପୁର ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି ।…

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ !

କଙ୍କଡ଼ାହାଡ଼: ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କରଗୋଳା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗାପାଳ ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ଚାଲି ଯାଇଛି ବାପାର ଜୀବନ । ଆକ୍ରମଣରେ ସାନ ଭଉଣୀ ଗୁରୁତର ଆହତ ହୋଇଛନ୍ତି ।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୧୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ଥମୁନି ଚର୍ଚ୍ଚା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏବେ ଚିନ୍ତାରେ । ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ବାତ୍ୟା ପାଇଁ ରେଳ ମଣ୍ଡଳର ପ୍ରସ୍ତୁତି

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ “ୟଶ” କୁ ଟକ୍କର ଦେବା ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ପ୍ରସ୍ତୁତି | ଚବିଶ ଘଣ୍ଟା କାମ କରିବା ପାଇଁ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଖୋଲିଛି | ସମସ୍ତ ବିଭାଗର ଶାଖା ଅଧିକାରୀମାନେ ସାମଗ୍ରୀ ଏବଂ ମାନବ ଶକ୍ତି ସହିତ ପ୍ରସ୍ତୁତ ଅଛନ୍ତି । ରେଳ ଷ୍ଟେସନ ଉପରେ…

କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ

କେନ୍ଦ୍ରାପଡା :ବାତ୍ୟା ୟଶ ପ୍ରଭାବରେ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଂଚଳରେ ସାମାନ୍ୟ ପବନ ସହ ବର୍ଷା ଆରମ୍ଭ ହୋଇଯାଇଛି । ଏଥିଯୋଗୁଁ ଜିଲ୍ଲାର ମହାକାଳପଡା ଓ ରାଜନଗର ବ୍ଲକର ସମୁଦ୍ର ନିକଟବର୍ତ୍ତୀ ଅଂଚଳ ର ଲୋକେ ଆତଙ୍କିତ ହୋଇ ପଡିଛନ୍ତି । ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନା ସଂକ୍ରମଣ ଯେତିକି ବଢୁଛି, ସେତିକି ବଢୁଛି ଲୋକଙ୍କ ଚିନ୍ତା । ତେବେ ସବଠୁ ଅଧିକ ଚିନ୍ତାର କାରଣ ପାଲଟିଛି ରାଜଧାନୀ ଭୁବନେଶ୍ବର । କାରଣ ରାଜଧାନୀ ଭୁବନେଶ୍ବରରେ କମୁନି ସଂକ୍ରମଣ । ଆଜି ଆଜି ଭୁନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୯୦୫ ଜଣ ସଂକ୍ରମିତ ।…

ବିଶ୍ୱର ଦୀର୍ଘତମ ଉଡାଣ ଭରି ଇତିହାସ ରଚିଲେ ଏୟାର୍‌ ଇଣ୍ଡିଆ ପାଇଲଟ୍‌ ଜୋୟା ଅଗ୍ରୱାଲ

ନୂଆଦିଲ୍ଲୀ: ସାନ୍ଫ୍ରାନ୍ସିସ୍କୋରୁ ବେଙ୍ଗାଲୁରୁକୁ ବିଶ୍ବର ଦୀର୍ଘତମ ଉଡାଣ ଭରି ଇତିହାସ ସୃଷ୍ଟି କରିଛନ୍ତି ଏୟାର ଇଣ୍ଡିଆ କ୍ୟାପଟେନ ଜୋୟା ଅଗ୍ରୱାଲ। ‌ପାଇଲଟ ହେବାର ସ୍ୱପ୍ନ ଏବଂ ଏହା ହାସଲ କରିବା ପାଇଁ ସେ କିପରି କାର୍ଯ୍ୟ କରିଛନ୍ତି ସେ ବିଷୟରେ ଏକ ସାକ୍ଷାତକାରରେ କହିଛନ୍ତି।…

ଓଡ଼ିଶାର ଏହି ଗାଁକୁ ଆଜି ଯାଏ ପଶିପାରିନି କରୋନା

ଭୁବନେଶ୍ୱର: ମହାମାରୀ ଆରମ୍ଭ ହେବା ଦିନଠୁ କୋଟି କୋଟି ଲୋକଙ୍କ ଜୀବନ ଗଲାଣି। ଅନେକ ପରିବାର ବେସାହାରା ହୋଇପଡ଼ିଥିବା ବେଳେ କେତେକ ରୋଜଗାର ହରାଇ ବସିରହିଛନ୍ତି। ସମଗ୍ର ବିଶ୍ବକୁ ମହାମାରୀ ଗ୍ରାସ କରିଥିବା ବେଳେ ଏକ ଚମତ୍କାର ଖବର ସାମ୍‌ନାକୁ ଆସିଛି। ଗଲା ୨ ବର୍ଷ ଧରି ମହାମାରୀ…