Latest Odisha News

BREAKING NEWS

ଭାରତ ପାଇଁ ଆଉ ଗୋଟିଏ ପଦକ ପକ୍କା କଲେ ଲଭଲିନା

ଟୋକିଓ: ଅଲିମ୍ପିକ୍ସରେ ଭାରତ ପାଇଁ ଆଉ ଗୋଟିଏ ପଦକଠାରୁ ପାଦେ ଦୂରରେ ମହିଳା ବକ୍ସର ଲଭଲିନା ବୋରଗୋହେନ । ୬୪-୬୯ କିଲୋ ବର୍ଗ କ୍ୱାର୍ଟର ଫାଇନାଲରେ ତାଇପେଇର ପୂର୍ବତନ ବିଶ୍ୱ ଚାମ୍ପିଅନ ଚିନ୍ ଚେନଙ୍କୁ ୪-୧ରେ ପରାସ୍ତ କରିଛନ୍ତି । ଏହି ବିଜୟ ସହ ସେମି ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଲଭଲିନା ।…

ଆଉ କେଇ ମିନିଟରେ ଅଲିମ୍ପିକ୍ସ ୧୦୦ ମିଟର ଟ୍ରାକକୁ ଓହ୍ଲାଇବେ ଦୂତୀ

ଟୋକିଓ: ଆଉ କିଛି ମିନିଟର ଅପେକ୍ଷା । ଟୋକିଓ ଅଲିମ୍ପିକ୍ସ ଟ୍ରାକକୁ ଓହ୍ଲାଇବେ ଓଡ଼ିଶାର ଦୌଡ଼ରାଣୀ । ଭାରତୀୟ ସମୟ ସକାଳ ୯ଟା ୧୭ ମିନିଟରେ ଶହେ ମିଟର ଟ୍ରାକରେ ଭାଗ୍ୟ ପରୀକ୍ଷା କରାଇବେ ଦୂତୀ ଚାନ୍ଦ । ହିଟ ନମ୍ବର ୫ରେ ଦୌଡ଼ିବେ ଦୌଡ଼ରଣୀ । ୫ ନମ୍ବର ହିଟରେ ଦୂତି ଚାନ୍ଦଙ୍କ ସହ ଜମାଇକା,…

ରାଜ୍ୟରେ ୧୫ଶହକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୨.୦୫%

ଭୁବନେଶ୍ୱର: ରାଜ୍ୟରେ ୧୫ ଶହକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ଶହ ୫୮ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୯୦୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫୪ । ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୫ ହଜାର ୮୬୮ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୨.୦୫…

ଅଲିମ୍ପିକ୍ସ ତୀରନ୍ଦାଜ: ପଦକ ଅଭିମୁଖେ ପାଦ ବଢ଼ାଉଛନ୍ତି ଦୀପିକା କୁମାରୀ

ଟୋକିଓ: ତୀରନ୍ଦାଜରେ ପଦକ ଆଶା ଦେଖାଇଲେ ଭାରତୀୟ ତୀରାନ୍ଦାଜୀ ଦୀପିକା କୁମାରୀ । ଅଲିମ୍ପିକ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ବିଶ୍ୱର ଏହି ଏକ ନମ୍ବର ମାନ୍ୟତାପ୍ରାପ୍ତ ତୀରନ୍ଦାଜୀ । ମହିଳା ଏକକ ବର୍ଗର ରାଉଣ୍ଡା ୧୬ରେ ରୁଷିଆର ସେନିଆ ପେରୋଭାଙ୍କୁ ସୁଟଆଉଟରେ ୬-୫ରେ ପରାସ୍ତ କରି…

ଆଜିଠୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା, ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଉଛି ଅ୍ ଲାଇନ୍ ମାଟ୍ରିକ ପରୀକ୍ଷା । ୫୦୪ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଚଳିତବର୍ଷ କରୋନା ଯୋଗୁ ମାଟ୍ରିକ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିଲା । ଫଳାଫଳକୁ ନେଇ…

ଗପ : କରୋନା ଟିକା

ସତ୍ୟନାରାୟଣ ଗନ୍ତାୟତ  କରୋନା ଟିକା ନେଲଣି ? କଲୋନୀର ମାଉସୀ ପଚାରିଲେ।  ହଁ ମାଉସୀ ! କହିଲା ରୀନା । ପୁଣି ମାଉସୀଙ୍କ ପ୍ରଶ୍ନ : ପ୍ରଥମ ଡୋଜ ନା ଦୁଇଟା ଯାକ ଡୋଜ ନେଇ ସାରିଚ ?  : ନା ପ୍ରଥମ ଡୋଜ୍ ହିଁ ନେଇଛି ମାଉସୀ । ଶୁଣୁଶୁଣୁ ମାଉସୀ ପୁଣି କହିଲେ : ମୁଁ ଦି'ଟା…

ସ୍ମୃତିଲିପି : ଏମିତି ବି ବନ୍ଧୁ ଥାଆନ୍ତି

ବିଷ୍ଣୁପ୍ରିୟା ହୋତାଙ୍କ ସ୍ମୃତିର ଫରୁଆରୁ  ନିକଟ ଅତୀତରେ ହ୍ଵାଟସପରେ ଜଣେ ପୂର୍ବତନ ସହକର୍ମୀ ପଠେଇ ଥିବା ବନ୍ଧୁତା ଉପରେ ପର୍ଯ୍ୟବେସିତ ନାରାୟଣ ମିଶ୍ରଙ୍କ ଲିଖିତ ଏକ ଗଳ୍ପ ପଢ଼ିବାକୁ ମିଳିଲା । ଯେଉଁଥିରେ ଅବସର ଜୀବନରେ ସୁଖ ପାଇଁ, ତାଙ୍କ ରଚିତ ଚରିତ୍ର ଗୁରୁ ଦାସ ଯେଉଁ ତିନୋଟି ଜିନିଷ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୩୦-୭-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ଜୁଲାଇ ତା ୩୦ ରିଖ ଶୁକ୍ରବାର କର୍କଟ ୧୫ ଦିନ ଶ୍ରାବଣ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-: ବିଛା, ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର-: ଧନୁ ରାଶି ପୁରୁଷ, ତୁଳା ରାଶି…

ଅମରନାଥ ଗୁମ୍ଫାରେ ଭୟଙ୍କର ବନ୍ୟା ପରେ ଭୂସ୍ଖଳନ

ଭୁବନେଶ୍ୱର : ଅମରନାଥ ଗୁମ୍ଫାରେ ଭୟଙ୍କର ବନ୍ୟା । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ସେନା । ପ୍ରବଳ ବର୍ଷା ଯୋଗୁ ଅମରନାଥ ଗୁମ୍ଫାରେ ଭୟଙ୍କର ବନ୍ୟା ଆସିଛି । ପରିସ୍ଥିତି ଏପରି ଭୟଙ୍କର ହୋଇଛି ଯେ ସେନାକୁ ଉଦ୍ଧାର କାର୍ଯ୍ୟରେ ନିୟୋଜତ କରାଯାଇଛି । ବନ୍ୟା ବିଭୀଷିକାର ଭିଡ଼ିଓ ସୋସିଆଲ ମିଡିଆରେ…

ଓଡ଼ିଆ ଆଇପିଏସ୍ ସତ୍ୟ ନାରାୟଣ ପ୍ରଧାନଙ୍କୁ ଏନସିବି ନିର୍ଦ୍ଦେଶକ ଦାୟିତ୍ବ

ନୂଆଦିଲ୍ଲୀ : ଓଡିଆ ଆଇପିଏସ ସତ୍ୟ ନାରାୟଣ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବିର ନୂଆ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ନେଲେ ସତ୍ୟନାରାୟଣ ପ୍ରଧାନ । ରାକେଶ ଆସ୍ଥାନାଙ୍କ ଠାରୁ ସେ ବିଦ୍ଧିବଦ୍ଧ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚ୍…