ଜଳପ୍ରପାତରେ ଭାସିଗଲେ ଆଉ ଜଣେ ଯୁବକ
କେନ୍ଦୁଝର: କେନ୍ଦୁଝରର ଏକ ଜଳପ୍ରପାତର ପ୍ରବଳ ସ୍ରୋତରେ ଶୁକ୍ରବାର ଦିନ ଭାସିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି।
ଘଟଣାଟି ଜିଲ୍ଲାର ପାଲଲହରା ସବ-ଡିଭିଜନ ଅନ୍ତର୍ଗତ ନାଗିରା ପଞ୍ଚାୟତର ଗର୍ଜନ ଖୋଲ ଅଞ୍ଚଳରେ ଘଟିଥିବା ଜଣାପଡ଼ିଛି। ନିଖୋଜ ହୋଇଥିବା ଯୁବକ ଜଣକ କେନ୍ଦୁଝର ଜିଲ୍ଲାର ବଲରାଇ…