ଶୀତଦିନରେ ଏହିସବୁ ଖାଦ୍ୟ ଆପଣଙ୍କୁ ରଖିବ ରୋଗମୁକ୍ତ !
ଭୁବନେଶ୍ୱର: ଶୀତଦିନ ଆରମ୍ଭ ହେବା ମାତ୍ରେ ନାନାଦି ସଂକ୍ରମଣ ଜନିତ ସମସ୍ୟା ମଧ୍ୟ ଆରମ୍ଭ ହୋଇଯାଇଥାଏ। ଋତୁ ପରିବର୍ତ୍ତନର ପ୍ରଭାବ ସର୍ବପ୍ରଥମେ ଛୋଟ ପିଲା ଏବଂ ବୟସ୍କମାନଙ୍କ ଉପରେ ପଡ଼ିଥାଏ।
ତେବେ ଏସବୁରୁ ବଞ୍ଚିବା ପାଇଁ ଏବଂ ଶୀତ ଋତୁରେ ଫିଟ୍ ଓ ସୁସ୍ଥ ରହିବା ପାଇଁ ଆପଣଙ୍କୁ କିଛି…