ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି
ହତ୍ୟାକାରୀ
ପ୍ରଥମେ ଦେଖିଥିଲି ତତେ ଦାଣ୍ଡପଟକୁ ଲାଗିଥିବା ଗ୍ରୀଲ ଉହାଡ଼ରେ । ଆତଙ୍କରେ କି ସୁରକ୍ଷାର ଲୋଭରେ ତୁ ତୋର କୁନି ମୁହଁକୁ ଥରି ଯାଉଥିବା ଦେହର ବେଢଣି ମଧ୍ୟରେ ଲୁଚେଇ ରଖିବାକୁ ଚେଷ୍ଟା କରୁଥିଲୁ । ଠାଏ ଠାଏ ରୁମ ଉଲୁରି ଯାଇଥିବା ଦେହ ଓ ମୁହଁରେ ଆଙ୍କିଦେଲା ଭଳି ଧଳାରଙ୍ଗର…