ବାତ୍ୟା ‘ୟଶ’: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’। ୨୫ ତାରିଖ ବେଳକୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ…