Latest Odisha News

BREAKING NEWS

ଦୀପାବଳିରେ ଦୁର୍ଘଟଣା: ଗାଡ଼ି ଧକ୍କାରେ ଦୁଇ ଭାଇ ମୃତ

ସୁନ୍ଦରଗଡ଼: ସଡ଼କ ଦୁର୍ଘଟଣା ଗୋଟିଏ ପରିବାରର ଦୀପାବଳି ଖୁସିରେ ଅସରନ୍ତି ଦୁଃଖ ଭରି ଦେଇଛି । ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦୁଇ ଭାଇ । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ବାଲିଯୋଡ଼ି ନିକଟରେ ଏଭଳି ଅଭାବନୀୟ ଓ ଦୁଃଖଦ ଘଟଣା ଘଟିଛି । ଗତକାଲି ରାତିରେ ଘଟିଛି ଦୁର୍ଘଟଣା ।…

ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମବାର୍ଷିକୀରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଦେଶର ଶାସନ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କୁ ସ୍ମରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି ଦେଶର…

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୮୧ ଲକ୍ଷ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମିବାରେ ଲାଗିଛି ଆକ୍ଟିଭ୍ କେସ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୬୮୪ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା । ଲକ୍ଷେ ୨୯…

ପର୍‌ଭେଜ୍‌ ମୁଶାରଫ୍‌ଙ୍କୁ ମୃତ୍ୟୁ ଦଣ୍ଡ ଶୁଣାଇଥିବା ବିଚାରପତିଙ୍କ କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ: ଦେଶଦ୍ରୋହ ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କୁ ମୃତ୍ୟୁଦଣ୍ଡ ଦେଇଥିବା ଜଜ୍ ୱାକର ସେଠ୍‌ଙ୍କର ଶୁକ୍ରବାର ଦିନ କରୋନା ଯୋଗୁ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଇସଲାମାବାଦର ଏକ ଘରୋଇ ଡାକ୍ତରଖାନାରେ ପେଶୱାର ହାଇକୋର୍ଟର…

ଦାଦନ ଦୁଃଖ: ରାଜ୍ୟ ବାହାରକୁ ଚାଲାଣ ବେଳେ କଣ୍ଟାବାଞ୍ଜିରୁ ୫୬ ଶ୍ରମିକ ଉଦ୍ଧାର

ବଲାଙ୍ଗିର: ରାଜ୍ୟ ବାହାରକୁ ଚାଲାଣ ବେଳେ କଣ୍ଟାବାଞ୍ଜି ଷ୍ଟେସନରୁ ୫୬ ଦାଦନ ଶ୍ରମିକ ଉଦ୍ଧାର । ବେଆଇନ ଭାବରେ ସେମାନଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲା । ସେମାନଙ୍କ ଭିତରେ ଅଛନ୍ତି ୨୫ ପୁରୁଷ, ୨୩ ମହିଳା ଓ ୮ ଜଣ ଶିଶୁ । ଉଦ୍ଧାର ଶ୍ରମିକମାନେ ସମସ୍ତେ ନୂଆପଡ଼ା ଜିଲ୍ଲା ସିନାପାଲି…

ଜାତିସଂଘ ମିଶନରେ ଭାରତ ତୁଳନାରେ ଅଧିକ ସୈନ୍ୟ ସଂଖ୍ୟା ବୃଦ୍ଧି କରିବାକୁ ଚାହୁଁଛି ଚୀନ୍‌

ନୂଆଦିଲ୍ଲୀ: ଜାତିସଂଘର ଶାନ୍ତି ରକ୍ଷା କାର୍ଯ୍ୟରେ ଭାରତ ତୁଳନାରେ ଚୀନ୍ ତାର ସୈନ୍ୟ ସଂଖ୍ୟା ବୃଦ୍ଧି କରିବାକୁ ଚାହୁଁଛି। ମିଳିତ ଜାତିସଂଘ (ଜାତିସଂଘ) ରେ ଚୀନ୍ ଭାରତୀୟ ସୈନିକଙ୍କ ତୁଳନାରେ ଏହାର ସ‌ୈନିକଙ୍କ ସଂଖ୍ୟାକୁ ଦ୍ୱିଗୁଣିତ କରିବାକୁ ଚାହୁଁଛି। ବର୍ତ୍ତମାନ ଭାରତରୁ ୫,୪୨୪…

ସୀମାରେ ଯବାନଙ୍କ ସହ ଦୀପାବଳି ପାଳନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ଜାଗ୍ରତ ପ୍ରହରୀଙ୍କ ସହ ଦୀପାବଳି ପାଳନ କରିବେ ପ୍ରଧାନମନ୍ତ୍ରୀ । ସୀମାରେ ଯବାନଙ୍କ ସହ ଆଲୋକର ପର୍ବରେ ସାମିଲ ହେବେ ନରେନ୍ଦ୍ର ମୋଦି । ଆଜି ରାଜସ୍ଥାନ ଜୈସଲମେର ସୀମାର ଲଙ୍ଗେଓ୍ୱାଲାରେ ଯବାନଙ୍କ ଦୀପାବଳି ଉତ୍ସବରେ ସେ ସାମିଲ ହେବେ । ସେଠାରେ ପହଞ୍ଚି ସାରିଛନ୍ତି…

କାହିଁକି ୧୪ ନଭେମ୍ବରକୁ ଶିଶୁ ଦିବସ ଭାବେ ପାଳନ କରାଯାଏ?

ପ୍ରତିବର୍ଷ ୧୪ ନଭେମ୍ବରକୁ ସମଗ୍ର ଦେଶରେ ଶିଶୁ ଦିବସ ଭାବରେ ପାଳନ କରାଯାଏ। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ୧୮୮୯ ମସିହା ୧୪ ନଭେମ୍ବରରେ ଜନ୍ମଗ୍ରହଣ କରିଥିଲେ। ନେହେରୁ ପିଲାମାନଙ୍କୁ ଏତେ ଭଲ ପାଉଥିଲେ ଯେ ପିଲାମାନେ ତାଙ୍କୁ ମାମୁଁ ନେହେରୁ ବୋଲି କହୁଥିଲେ। ଏହି କାରଣରୁ…

ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଲୋକର ପର୍ବକୁ ନେଇ ସାରାଦେଶରେ ଉତ୍ସବମୁଖର ପରିବେଶ । କରୋନା କଟକଣା ଚଳିତବର୍ଷ ଦୀପାବଳି ଉତ୍ସବକୁ ସାମାନ୍ୟ ଫିକା କରି ଦେଇଛି । ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟ୍ୱିଟ୍ କରି ରାଷ୍ଟ୍ରପତି ଲେଖିଛନ୍ତି, ଦୀପାବଳି ସ୍ୱଚ୍ଛତାର ବି ଉତ୍ସବ ।…

ଆଜି ଆଲୋକର ପର୍ବ ଦୀପାବଳି: ଅନ୍ଧାର ଉପରେ ଆଲୋକର ବିଜୟ ଉତ୍ସବ

ଭୁବନେଶ୍ୱର: ଆଜି ଶୁଭ ଦୀପାବଳି । ଅନ୍ଧାର ଉପରେ ଆଲୋକର ବିଜୟ ଉତ୍ସବ । ଏହାକୁ ନେଇ ପଲ୍ଲୀରୁ ଦିଲ୍ଲୀ ସବୁଠି ଉତ୍ସାହ, ଉଦ୍ଦୀପନା । ଅମାବାସ୍ୟାର ରାତିରେ ରଙ୍ଗବେରଙ୍ଗ ଆଲୋକମାଳା ସହ ଦୀପରେ ଉଜ୍ଜଳ ହେବ ଗାଁଠୁ ସହର । ବାଣ ଫୁଟାଇବାର ପରମ୍ପରା ବି ରହିଛି । ତେବେ ଚଳିତବର୍ଷ କରୋନା କଟକଣା…