Latest Odisha News

BREAKING NEWS

‘ମୋ ସ୍କୁଲ’ ଅଭିଯାନରେ ସାମିଲ ହେଲା ୧୬୧୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ’ ଅଭିଯାନରେ ସାମିଲ ହେଉଛି ୧୬୧୦ ସ୍କୁଲ । ଶୁକ୍ରବାର ଅପରାହ୍ନରେ ‘ମୋ ସ୍କୁଲ’ ପରିଚାଳନା ସଂଗଠନର ୧୮ତମ କାର‌୍ୟ୍ୟକାରୀ କାଉନ୍‌ସିଲ୍ ବୈଠକ ଭର୍ଚୁଆଲ ମୋଡ୍‌ରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

କବିତା: ଅତୀତକୁ ଯିବି ଫେରି

ଦୀପକ କୁମାର ନାୟକ ଜୀବନ ର କାନଭାସ ରେ କଲମ ର ତୁଳି ଧରୀ ଆଜି ଆଙ୍କିଛି। ଅତୀତ ର ସେହି ସ୍ମୃତି କୁ ଲାଗେ ଦେଖି ସ୍ୱପ୍ନ ପରି। ଆଜି ହଜିଯାଇଛି ମୋର ସେ ଶାନ୍ତ ନୀରବ ଚୁପ୍ ଚାପ୍ ଦିନ। ଆଜି ସେ ଦିନ କୁ ଖୋଜେ ମୁଁ କାନଭାସ ର ଚିତ୍ରର କଳ୍ପନା ରେ। ସ୍ମୃତି ର ମରୁଭୂମିରୁ ଭାଷୀ…

ମହଙ୍ଗା ପଡିଲା ପରିଶ୍ରା କରିବା…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ରୋହିଣୀ ଅଂଚଳରେ ରହୁଥିବା ଜଣେ ୩୯ ବର୍ଷୀୟ ବ୍ୟବସାୟୀଙ୍କୁ ପରିଶ୍ରା କରିବା ମହଙ୍ଗା ପଡିଛି । ଆଜି ଦିଲ୍ଲୀର ସରାଇକେଲ ଖାନ ଅଂଚଳରେ ତାଙ୍କ ସହ ଘଟିଥିଲା ଅପ୍ରତ୍ୟଶିତ ଘଟଣା । ଶେଷରେ ମୂଲ୍ୟବାନ ସାମଗ୍ରୀ ଓ ଟଙ୍କା ହରାଇ ନିଜ ଭାଗ୍ୟକୁ ଦୋଷ ଦେଇଛନ୍ତି ସେହି…

[ଭିଡିଓ] କୁକୁର ପ୍ରେମରେ ରାଷ୍ଟ୍ରପତି, ସ୍ଥାପନ କଲେ ସୁନାର ପ୍ରତିମୂର୍ତ୍ତୀ !

ଭୁବନେଶ୍ୱର: କୌଣସି ମହାନ ବ୍ୟକ୍ତିତ୍ୱଙ୍କର ପ୍ରତିମୂର୍ତ୍ତୀ ସ୍ଥାପନ ହେବା କିଛି ନୂଆ ଘଟଣା ନୁହେଁ । ହେଲେ ଏକ କୁକୁରର ପ୍ରତିମୂର୍ତ୍ତୀ ସ୍ଥାପନା ନିଶ୍ଚିତ ଭାବେ ଅବିଶ୍ୱସନୀୟ ଘଟଣା । ଆଉ ତା ପୁଣି ପଥର କି ସିମେଣ୍ଟର ନୁହେଁ । ବରଂ ସୁନାରେ ପ୍ରସ୍ତୁତ ହୋଇଛି ୬ ମିଟର ଲମ୍ବାର କୁକୁର…

ଦୀପାବଳିରେ ୨ଟା ଯାଏଁ ଗଡିବ ‘ମୋ ବସ୍’

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୪ ତାରିଖ ତଥା ଦୀପାବଳି ଅବସରରେ 'ମୋ ବସ୍' ସେବା ଚଳାଚଳ ଉପରେ କ୍ରୁଟ୍ ପକ୍ଷରୁ କଟକଣା ଲଗାଇବା ନିଷ୍ପତ୍ତି ହୋଇଛି। କ୍ରୁଟର ସୂଚନା ଅନୁଯାୟୀ ବସ୍ ଗୁଡିକ ୧୫ଟି ରୁଟରେ ଅପରାହ୍ନ ୨ଟା ଯାଏଁ ଚଳାଚଳ କରିବ।…

ଓଡ଼ିଶାରେ‌ ପ୍ରତିଷ୍ଠା କରାଯିବ ୪ ଗୋଟି ବାଣିଜ୍ୟିକ କୋର୍ଟ

ଭୁବନେଶ୍ୱର: ଓଡ଼ିଶାରେ‌ ୪ ଗୋଟି ବାଣିଜ୍ୟିକ କୋର୍ଟ ପ୍ରତିଷ୍ଠା କରାଯିବା ନେଇ ସୂଚନା ମିଳିଛି। ବାଣିଜ୍ୟିକ ମାମଲା ଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲକୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା (୧)ର କ୍ଷମତା ପ୍ରୟୋଗକରି ଧାରା ୧୦…

ସୀମା ଉତେଜନା: ଭାରତର ପାଲଟା ଜବାବରେ ୮ ପାକିସ୍ତାନୀ ସେନାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦୀପାବଳିରେ ଅଶାନ୍ତି ସୃଷ୍ଟି କରିବା ପାଇଁ ପାକିସ୍ତାନ ଶୁକ୍ରବାର ଷଡଯନ୍ତ୍ର ରଚିଛି । ଉରିଠାରୁ ଗୁରେଜ ପର୍ଯ୍ୟନ୍ତ ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା । ଗୁଳି ଓ ମୋର୍ଟାର ମାଡରେ ଭାରତର ୩ ଯବାନ ଏବଂ ୨ଜଣ ସାଧାରଣ ନାଗରିକ ମୃତ୍ୟୁବରଣ କରିଛନ୍ତି । ଅନେକ…

ପୁଣି ଜବତ ହେଲା ବେଆଇନ ବାଣ; ବ୍ୟବସାୟୀ ଗିରଫ

ଭୁବନେଶ୍ୱର: ଚଳିତବର୍ଷ ଓଡିଶାରେ ବାଣ ବିକ୍ରି କରିବା ଓ ଫୁଟାଇବା ଉପରେ ନିଷେଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର । ଏପରି ସ୍ଥିତିରେ ବେଆଇନ ବାଣ କାରବାର ଉପରେ ରୋକ ଲଗାଇବାକୁ ପୋଲିସ ପ୍ରଶାସନ ଅଣ୍ଟା ଭିଡିଛି । ପୁଣି ଜବତ ହେଲା ବେଆଇନ ବାଣ। ରାଉରକେଲା ବନ୍ଧମୁଣ୍ଡାର ବାଣ ଦୋକାନରେ…

ଭୁବନେଶ୍ୱରର ଏହି ସ୍ଥାନରେ ‘ପୟା ଶ୍ରାଦ୍ଧ’ ଓ ‘ପିଣ୍ଡ ଦାନ’ ଉପରେ ପ୍ରତିବନ୍ଧକ

ଭୁବନେଶ୍ୱର: ଚଳିତ ବର୍ଷ ଦୀପାବଳି ଅବସରରେ ଭୁବନେଶ୍ୱରର ବିନ୍ଦୁ ସାଗର ଓ ଲିଙ୍ଗରାଜ ମନ୍ଦିରର ସିଂହଦ୍ୱାର ସମ୍ମୁଖରେ ‘ପୟା ଶ୍ରାଦ୍ଧ’ ଓ ‘ପିଣ୍ଡ ଦାନ’ ଉପରେ ପ୍ରତିବନ୍ଧକ ଲଗାଯାଇଛି । ତେବେ କରୋନା ମହାମାରୀ ତଥା ଶ୍ରଦ୍ଧାଳୁଙ୍କ ଭିଡକୁ ଏଡାଇବାକୁ ଯାଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି)…

ଭୁବନେଶ୍ୱରରେ ୩୦ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ପଜିଟିଭ ମାମଲା ୩୦ ହଜାର ୦୧୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର…