ମୋରମ ନେଇଗଲା ଜୀବନ, ଜଣେ ନାବାଳିକା ମୃତ ୨ ଗୁରୁତର
ରାୟଗଡା: ବିଷମକଟକ ଥାନା ଅନ୍ତର୍ଗତ ସାନ କାଚାପାଇ ଗାଁରୁ ଆସିଲା ଦୁଃଖଦ ଖବର । ମୋରମ ଖୋଳା ଚାଲିଥିଲାବେଳେ ମାଟି ଧସି ଜଣେ ନାବାଳିକାର ମୃତ୍ୟୁ ଘଟିଛି । ଅନ୍ୟପଟେ ଆଉ ଦୁଇଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି ।
ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନରେ ସାନ କାଚାପାଇ…