ଦେଶରେ ୫ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଜାଣନ୍ତୁ ୨୪ ଘଣ୍ଟାର ରିପୋର୍ଟ
ନୂଆଦିଲ୍ଲୀ: କରୋନା ସହ ଲଢ଼େଇରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମୁଛି ଆକ୍ଚିଭ କେସ୍ । ବଢୁଛି ସୁସ୍ଥ ହାର । ଦୈନିତ ସଂକ୍ରମିତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୭ ହଜାର ୯୦୫ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩…