Latest Odisha News

BREAKING NEWS

ଡ୍ରାଇଭ୍ ଇନ୍ ଟିକାକରଣକୁ ମନା

ଭୁବନେଶ୍ବର : ରାଜ୍ୟରେ ବନ୍ଦ ହେବ ଡ୍ରାଇଭ୍ ଇନ୍ ଓ ଡୋର୍ ଷ୍ଟେପ୍ ଟିକାକରଣ । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡ ଲାଇନରେ ଡ୍ରାଇଭ୍ ଇନ୍…

ଗାଁରେ କରୋନା ସଚେତନତା

ଢେଙ୍କାନାଳ: କରୋନା ସ୍ଥିିତି ବିଗିଡ଼ିବାରେ ଲାଗିଥିବା ବେଳେ ଲୋକଙ୍କୁ କରାଯାଉଛି ସଚେତନ । ଏନେଇ ଘର ଘର ବୁଲି ତଦାରଖ ବି କରାଯାଉଛି । ସେହିଭଳି ଢେଙ୍କାନାଳ କାମାକ୍ଷାନଗର ବ୍ଲକ୍ ସୋଗର ଗାଁକୁ ସାନିଟାଇଜ କରାଯାଇଛି । ଦିନକୁ ଦିକ ସେଠାରେ ସଂକ୍ରମଣ ବଢୁଥିବା ବେଳେ ଏହି ସବୁ ପଦକ୍ଷେପ ନିଆଯାଇଛି…

ତାତି କରୁଛି କଲବଲ, ୪୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ବର : ତାତି କରୁଛି କଲବଲ । ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡିଲେଣି ରାଜ୍ୟବାସୀ । ହଠାତ ତାପମାତ୍ରା ବୃଦ୍ଧି ପାଇବା ପରେ ଆଉଟୁପାଉଟୁ ହେଲେଣି ଲୋକେ । ଏଭଳି ସ୍ଥିତିରେ ଆଜି ୪୦ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୦ ସହରର ତାପମାତ୍ରା । ତେବେ ୪୧.୫ ଡିଗ୍ରୀ ସହ ଟିଟିଲାଗଡ଼…

ରେଲୱେ ସମ୍ପତ୍ତି ଚୋରି ଅଭିଯୋଗରେ ୩ ଜଣ ଗିରଫ

ଭୁବନେଶ୍ବର : ରେଳ ସମ୍ପତ୍ତି ଚୋରି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ରେଳ ସୁରକ୍ଷା ବଳ ବା ଆରପିଏଫ । ଭୁବନେଶ୍ବର ରେଳ ବିହାରରୁ ଚୋରି କରୁଥିବା ସମୟରେ ୩ ଜଣଙ୍କୁ ଗିରଫ କରିଛି ଆରପିଏଫ୍ । ରେଳ ବିହାର ବାସିନ୍ଦାଙ୍କଠାରୁ ସୂଚନା ପାଇବା ସହ ସିସିଟିଭି ଫୁଟେଜ୍ ଆଧାରରେ ଆରପିଏଫ୍ କ୍ରାଇମ…

ରାଜ୍ୟରୁ ସୁସ୍ଥ ହେଲେ ୧୦ ହଜାର ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଚିନ୍ତା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାରରୁ ଅଧିକ ପଜିଟିଭ୍ । ସାରା ରାଜ୍ୟରୁ ଆଜି ୧୦ ହଜାର ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ…

ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ମହାରଣା ସେବାୟତ କରୋନା ପଜିଟିଭ

ପୁରୀ: ରଥ ଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ଜଣ ମହାରଣା ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଅନୁଯାୟୀ, ସମସ୍ତ ମହାରଣା ସେବାୟତମାନଙ୍କର ଅକ୍ଷୟ ତୃତୀୟା ପୂର୍ବରୁ କୋଭିଡ୍‌ ଟେଷ୍ଟ ହୋଇଥିଲା ଏବଂ କେବଳ…

୧୩୯ ଜଣ କଏଦୀ କରୋନା ପଜିଟିଭ

ଗୋପାଳଗଞ୍ଜ: ବିହାରରେ ଗୋପାଳଗଞ୍ଜ ଜେଲରେ ୧୩୯ ଜଣ କଏଦୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଗୋପାଳଗଞ୍ଜ ଜେଲ ଅଧୀକ୍ଷକ କହିଛନ୍ତି ଯେ ସୋମବାର ଦିନ ୮୬ ଜଣ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେହିପରି ମଙ୍ଗଳବାର ଦିନ ଅନ୍ୟ ୫୩ ଜଣ ଅନ୍ତେବାସୀ ସଂକ୍ରମିତ ହୋଇଥିବା…

ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର

ଜୟପୁର: ଗୋଟିଏ ପଟେ କରୋନା କାୟା ମେଲାଇ ଚାଲିଥିବା ବେଳେ ଅନ୍ୟପଟେ ବ୍ଲାକ୍‌ ଫଙ୍ଗସ୍‌ର ତାଉ ବଢିବାରେ ଲାଗିଛି। ଗୋଟିଏ ମହାମାରୀକୁ ମୁକାବିଲା କରିବାକୁ ଦେଶ ଅଣ୍ଟା ଭିଡୁଥିବା ବେଳେ ଆଉ ଏକ ମହାମାରୀର ଆଗମନ ହୋଇସାରିଲାଣି। ମୁଖ୍ୟତଃ କରୋନାରୁ ସୁସ୍ଥ ଥିବା ଲୋକଙ୍କୁ ପ୍ରଭାବିତ କରୁଥିବା…

ଦତ୍ତାତ୍ରେୟ, ସାମ୍ବାଦିକ ଓ ପୁଲିସର ଆକ୍ରମଣ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସକାଳୁ ସକାଳୁ ଆଜି ଏକ ଅଭାବନୀୟ ଓ ଛାତିକୁ ବାଧିଲା ପରି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ପ୍ରଥମେ ଆସିଲା । ପରେ ତାହା ମୁଖ୍ୟସ୍ରୋତ ଗଣମାଧ୍ୟମରେ ବି ଆସିଗଲା । ପୁରୀରେ ରାଜ୍ୟର ଏକ ପ୍ରମୁଖ ଖବରକାଗଜ ପାଇଁ କାର୍ଯ୍ୟ କରୁଥିବା…

କରୋନା କାଳରେ ବି ରୁଷ୍‌ ଯାଇ ନେଇପାରିବେ ସ୍ପୁଟ୍‌ନିକ ଭି ଟିକା

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁ ବିଶ୍ବ ପର୍ଯ୍ୟଟନ ଶିଳ୍ପକୁ ଅଧିକ କ୍ଷତି ସହିବାକୁ ପଡ଼ିଛି। କରୋନା ମଣିଷର ଜୀବନଶୈଳୀକୁ ସମ୍ପୂର୍ଣ୍ଣ ବଦଳାଇଦେଇଛି। ସମ୍ପତି ଭ୍ରମଣ ଅନେକଙ୍କ ପାଇଁ ଏକ ସ୍ୱପ୍ନରେ ପରିଣତ ହୋଇଯାଇଛି। ତେବେ ଦୁବାଇର ଏକ ଟ୍ରାଭେଲ ଏଜେନ୍ସି ଦିଲ୍ଲୀରୁ ମସ୍କୋ…